Posted inଜାତୀୟ

ଆମ୍ବେଦକରଙ୍କୁ ମନେପକାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୪।୪: ଆଜି ଦେଶର ସମ୍ବିଧାନ ରଚୟତା ଡକ୍ଟର ବାବାସାହେବ ଆମ୍ବେଦକରଙ୍କ ୧୩୦ତମ ଜନ୍ମ ବାର୍ଷିକୀ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।  ପ୍ରଧାନମନ୍ତ୍ରୀ ଟୁଇଟରେ ଲେଖିଛନ୍ତି, ଆମ୍ବେଦକର ଜୟନ୍ତୀ ଅବସରରେ ମୁଁ ଡା. ବାବାସାହେବ ଆମ୍ବେଦକରଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛି। ସଂଗ୍ରାମ ମାଧ୍ୟମରେ ସେ ସମାଜର ସୁବ ବର୍ଗର ଲୋକଙ୍କୁ ମୁଖ୍ୟ ସ୍ରୋତକୁ ଆଣିବା ପାଇଁ କାର୍ଯ୍ୟ କରିଥିଲେ, ଯାହା ପ୍ରତ୍ୟେକ ପିଢ଼ି ପାଇଁ ଏକ ଉଦାହରଣ।
ସେହିପରି ରାଷ୍ଟ୍ରପତି ରାମନାଥ କୋବିନ୍ଦ ମଧ୍ୟ ବାବାସାହେବଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ସେ ଟୁଟ୍‌ରେ ଲେଖିଛନ୍ତି, ଭାରତୀୟ ସମ୍ବିଧାନର ମୁଖ୍ୟ ଶିଳ୍ପୀ ଡା. ଭୀମରାଓ ଆମ୍ବେଦକରଙ୍କ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି। ଏକ ସମାନ ତଥା ନ୍ୟାୟପୂର୍ଣ୍ଣ ସମାଜ ଗଠନ ପାଇଁ ଡକ୍ଟର ଆମ୍ବେଦକର ସାରା ଜୀବନ ସଂଗ୍ରାମ କରିଥିଲେ। ଆଜି, ତାଙ୍କ ଆଦର୍ଶ ଏବଂ ଚିନ୍ତାଧାରାରୁ ଶିକ୍ଷା ଗ୍ରହଣ କରି ଆମ ଆଚରଣରେ ପରିବର୍ତ୍ତନ କରିବାକୁ ସଂକଳ୍ପ ନିଅନ୍ତୁ ବୋଲି ରାଷ୍ଟ୍ରପତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

କୋଟିଏ ଟଙ୍କାର ବୀମା ଟଙ୍କା ପାଇଁ ସ୍ବାମୀଙ୍କ ଉପରେ ଲାଗିଲା ଗୁରୁତର ଅଭିଯୋଗ! ସୋସିଆଲ ମିଡ଼ିଆରେ ଘୁରି ବୁଲୁଛି ଭିଡ଼ିଓ

ଚେନ୍ନାଇ,୨୩।୫: ତେଲେଙ୍ଗାନାର ଖମ୍ମମ ଜିଲାର ଥିରୁମାଲାୟାପାଲେମ ମଣ୍ଡଳରେ ଅବସ୍ଥିତ ଗୋଲ ଥାଣ୍ଡା ଗାଁରେ ଜଣେ ୨୯ ବର୍ଷୀୟ ବିବାହିତ ମହିଳାଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ମିଳିଛି। ମୃତକଙ୍କ…

ଶୁଭେନ୍ଦୁଙ୍କ ବଡ଼ ଆକ୍ସନ, ମମତାଙ୍କୁ ଲାଗିବ ଶକ୍ତ ଧକ୍କା

କୋଲକାତା,୨୩।୫: କୋଲକାତାର ପ୍ରସିଦ୍ଧ ସଲ୍ଟ ଲେକ ଷ୍ଟାଡିୟମ ବାହାରେ ଅବସ୍ଥିତ ଏକ ବିବାଦୀୟ ପ୍ରତିମୂର୍ତ୍ତିକୁ ଭାଙ୍ଗି ଦିଆଯାଇଛି। ଏହି ମୂର୍ତ୍ତିରେ ଫୁଟବଲ ଉପରେ ଦୁଇଟି ଅସ୍ଥିର ଗୋଡ଼କୁ…

ରାଘବ ଚଢାଙ୍କୁ ରାଜ୍ୟ ସଭାରେ ବଡ଼ ଦାୟିତ୍ୱ, ଭାଜପାର ବଡ଼ ଘୋଷଣା

ନୂଆଦିଲ୍ଲୀ,୨୩।୫: ଆମ ଆଦମୀ ପାର୍ଟି ଛାଡି ଭାଜପାରେ ଯୋଗଦେବା ପରେ ତୁରନ୍ତ ରାଜ୍ୟ ସଭା ଏମପି ରାଘବ ଚଢାଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦିଆଯାଇଛି। ତାଙ୍କୁ ରାଜ୍ୟ…

ହୋଟେଲରୁ ଧରାପଡ଼ିଲେ ପ୍ରେମୀଯୁଗଳ, ପୋଲିସ ନେଲା ଏମିତି ନିଷ୍ପତ୍ତି, ପ୍ରେମିକ କହିଲେ ମୋ’ ପ୍ରତି…

ପାଟ୍‌ନା,୨୩ା୫: ବିହାରର ରାଜଧାନୀ ପାଟନାର ଜକନପୁର ଥାନା ଅଞ୍ଚଳରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ପୋଲିସ କିଛି ଦିନ ଧରି ଏକ ହୋଟେଲରେ ରହୁଥିବା ପ୍ରେମୀଯୁଗଳଙ୍କୁ…

ମୋଦିଙ୍କୁ ଭେଟିଲେ ଆମେରିକୀୟ ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ, ହ୍ବାଇଟ ହାଉସ ଗସ୍ତ ପାଇଁ କଲେ ନିମନ୍ତ୍ରଣ

ନୂଆଦିଲ୍ଲୀ,୨୩।୫: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାରି ଦିନିଆ ଗସ୍ତ ପାଇଁ ଭାରତ ଆସିଥିବା ଆମେରିକୀୟ ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓଙ୍କ ସହ ସାକ୍ଷାତ କରିଛନ୍ତି। ସାକ୍ଷାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri