Advertisement
Posted inଜାତୀୟ

ବେଙ୍ଗାଲୁରୁରେ ପହଞ୍ଚିଲେ ମୋଦି

ବେଙ୍ଗାଲୁରୁ,୧୧।୧୧:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ବେଙ୍ଗାଲୁରୁରେ ପହଞ୍ଚିଛନ୍ତି। ବିମାନବନ୍ଦରରେ ମୋଦିଙ୍କୁ ସ୍ବାଗତ କରିବା ପାଇଁ ରାଜ୍ୟପାଳ ଥାୱରଚାନ୍ଦ ଗେହଲୋଟ, ମୁଖ୍ୟମନ୍ତ୍ରୀ ବାସଭରାଜ ବୋମ୍ମାଇ, କେନ୍ଦ୍ରମନ୍ତ୍ରୀ ତଥା ଭାଜପା ଏମ୍‌ପି ପ୍ରହଲ୍ଲାଦ ଯୋଶୀ, ଏବଂ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ତଥା ଅଧିକାରୀମାନେ ସେଠାରେ ପହଞ୍ଚିଥିଲେ। ଏହାପରେ ବେଙ୍ଗାଲୁରୁର ବିଧାନ ସୌଧଠାରେ ମୋଦି ସାଧୁ କବି କନକଦାସ ଏବଂ ମହର୍ଷି ବାଲ୍ମିକିଙ୍କ ପ୍ରତିମୂର୍ତ୍ତିକୁ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀଙ୍କୁ ଖାର୍ଗେଙ୍କ ୬ ପ୍ରସ୍ତାବ

ନୂଆଦିଲ୍ଲୀ, ୧୦।୫: କରୋନା ଦ୍ୱିତୀୟ ଲହରର ମୁକାବିଲା ପାଇଁ ବରିଷ୍ଠ କଂଗ୍ରେସ ନେତା ମଲ୍ଲିକାର୍ଜୁନ ଖାର୍ଗେ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପତ୍ର ଲେଖି ୬ଟି...

ମସ୍ତିଷ୍କ ଜ୍ୱର ଶିଶୁମୃତ୍ୟୁ: କେନ୍ଦ୍ର ଓ ବିହାର ସରକାରଙ୍କୁ ରିପୋର୍ଟ ତଲବ୍‌ କଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୨୪।୬: ବିହାରରେ ମସ୍ତିଷ୍କ ଜ୍ୱର ଶିଶୁ ମୃତ୍ୟୁ ଘଟଣାରେ ସୁପ୍ରିମ୍‌କୋର୍ଟ ସୋମବାର କେନ୍ଦ୍ର ସରକାରଙ୍କ ସହିତ ବିହାର ସରକାରଙ୍କୁ ଧିକ୍କାରିବା ସହିତ ଏନେଇ ରିପୋର୍ଟ ତଲବ...

୩୭୦୦ କିଲୋଗ୍ରାମ୍‌ ବାରୁଦରେ ମାତ୍ର ୧୨ ସେକେଣ୍ଡରେ ଭାଙ୍ଗି ମାଟିରେ ମିଶିବ ଟୁଇନ ଟାଓ୍ବାର…

ନୋଏଡା, ୨୫।୮ : ଆଉ କିଛି ଘଣ୍ଟା ପରେ, ନୋଏଡାରେ ଆକାଶକୁ ଛୁଇଁଥିବା ଟୁଇନ ଟାଓ୍ବାର ଭାଙ୍ଗି ମାଟିରେ ମିଶିବ। ପ୍ରସ୍ତୁତି ଶେଷ ହୋଇଛି। ସେକ୍ଟର...

କରୋନା ଭାଇରସ୍‌: ପାରୋଲରେ ଆସିବେ ଲାଲୁ!

ରାଞ୍ଚି,୭।୪: କରୋନା ଭାଇରସ୍‌ ସହ ମୁକାବିଲା ପାଇଁ ଝାରଖଣ୍ଡ ସରକାର ଉଦ୍ୟମ ଚଳାଇଛନ୍ତି। ଇତିମଧ୍ୟରେ ବିହାରର ମୁଖ୍ୟମନ୍ତ୍ରୀ ତଥା ଆରଜେଡି ମୁଖ୍ୟ ଲାଲୁ ପ୍ରସାଦ ଯାଦବଙ୍କୁ...

ପ୍ରେମ ବିବାହକୁ ନା, ଦ୍ୱିତୀୟ ବିବାହକୁ ମିଳିବ ପ୍ରୋତ୍ସାହନ: କର୍ନାଟକ ସରକାର

ବେଙ୍ଗାଲୁରୁ,୨।୧୧: ମୁଖ୍ୟମନ୍ତ୍ରୀ ବିଏସ୍‌ ୟେଦୁରପ୍ପାଙ୍କ ନେତୃତ୍ୱାଧିନ କର୍ନାଟକ ସରକାର ଏବେ ସାମୁହିକ ବିବାହର ଆୟୋଜନ କରିବାକୁ ଯାଉଛନ୍ତି। ଏହା ବର୍ଷକୁ ୨ ଥର ଆୟୋଜନ କରାଯିବ।...

ଇତିହାସ ରଚିବେ ମହିଳା ପାଇଲଟ୍‌

ନୂଆଦିଲ୍ଲୀ, ୧୦ା୧: ଇତିହାସ ରଚିବାକୁ ଯାଉଛନ୍ତି ଏୟାର ଇଣ୍ଡିଆର ମହିଳା ପାଇଲଟ୍‌। କ୍ୟାପ୍‌ଟେନ୍‌ ଜୋୟା ଅଗ୍ରଓ୍ବାଲଙ୍କ ଟିମ୍‌ ବିଶ୍ୱର ଦୀର୍ଘତମ ରୁଟ୍‌ରେ ବିମାନ ଚଳାଇ କର୍ନାଟକର...

ଜାମିଆରେ ଫୁଟିଲା ଗୁଳି

ନୂଆଦିଲ୍ଲୀ, ୪ା୨(ପି.ଟି.): ସିଏଏ ଓ ଏନ୍‌ଆର୍‌ସିକୁ ବିରୋଧ ଜାରି ରହିଥିବା ବେଳେ ରବିବାର ରାତିରେ ଦିଲ୍ଲୀର ଜାମିଆ ମିଲିଆ ଇସ୍‌ଲାମିଆ ବିଶ୍ୱବିଦ୍ୟାଳୟ ନିକଟରେ ପୁଣି ଗୁଳିକାଣ୍ଡ...

ବିକ୍ଷୋଭକାରୀଙ୍କୁ ପୋଲିସ ଘଉଡ଼ାଇଲା

ନୂଆଦିଲ୍ଲୀ,୮ା୧୨(ପି.ଟି.): ଉନ୍ନାଓ ପୀଡ଼ିତାଙ୍କୁ ନ୍ୟାୟ ଦାବିରେ ଶନିବାର ଦିଲ୍ଲୀରେ ଶତାଧିକ ବିକ୍ଷୋଭକାରୀ ମହମବତି ଧରି ପ୍ରତିବାଦ କରୁଥିବାବେଳେ ବାରିକେଡ୍‌ ଡେଇଁବାକୁ ଉଦ୍ୟମ କରିବାରୁ ପୋଲିସ ସେମାନଙ୍କୁ...

Advertisement
Archives

Model This Week