Posted inଜାତୀୟ

ସୁରକ୍ଷାକର୍ମୀଙ୍କ ସହ ଦୀପାବଳି ପାଳିବେ ମୋଦି

ଶିମ୍‌ଲା,୧୨।୧୧: ଆଜି ସମଗ୍ର ଦେଶରେ ଆଲୋକର ପର୍ବ ଦୀପାବଳି ଖୁବ୍‌ ଧୁମ୍‌ଧାମ୍‌ରେ ପାଳନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ହିମାଚଳ ପ୍ରଦେଶର ଲେପ୍‌ଚାଠାରେ ପହଞ୍ଚିଛନ୍ତି। ସେଠାରେ ନିୟୋଜିତ ସୁରକ୍ଷାକର୍ମୀଙ୍କ ସହ ଦୀପାବଳି ପାଳନ କରିବେ ବୋଲି ପ୍ରଧାନମନ୍ତ୍ରୀ ଏକ୍ସରେ ସୂଚନା ଦେଇଛନ୍ତି। ସେ ସୁରକ୍ଷାକର୍ମୀଙ୍କ ସହ ଫଟୋ ଶେୟାର କରି ପ୍ରଧାନମନ୍ତ୍ରୀ ଲେଖିଛନ୍ତି, ହିମାଚଳ ପ୍ରଦେଶର ଲେପ୍‌ଚାରେ ପହଞ୍ଚିଲି। ଏଠାରେ ଆମରେ ସାହସୀ ସୈନିକଙ୍କ ସହ ଦୀପାବଳି ପାଳନ କରିବି।
୨୦୧୪ରେ ପ୍ରଧାନମନ୍ତ୍ରୀ ହେବା ପରେ ନରେନ୍ଦ୍ର ମୋଦି ସିଆଚେନ ଗ୍ଲାସିଅର୍‌ ଯାଇ ଦୀପାବଳି ସୈନିକମାନଙ୍କ ସହ ପାଳନ କରିଥିଲେ। ୨୦୧୫ରେ ପଞ୍ଜାବର ଅମୃତସର, ୨୦୧୬ରେ, ହିମାଚଳ ପ୍ରଦେଶର କିନୌର ସହରରେ ସୈନିକମାନଙ୍କ ସହ ଦୀପାବଳି ପାଳନ କରିଥିଲେ। ଏହା ପରେ ୨୦୧୭ରେ ପ୍ରଧାନମନ୍ତ୍ରୀ କଶ୍ମୀରର ଗୁରେଜରେ, ୨୦୧୮ରେ ଉତ୍ତରାଖଣ୍ଡର କେଦାରନାଥରେ ଏବଂ ୨୦୧୯ରେ ଜମ୍ମୁ ବିଭାଗର ରାଜୌରୀରେ ପ୍ରଧାନମନ୍ତ୍ରୀ ସେନା କର୍ମଚାରୀଙ୍କ ସହ ଦୀପାବଳି ପାଳନ କରିଥିଲେ।
୨୦୨୦ରେ ପ୍ରଧାନମନ୍ତ୍ରୀ ମୋଦି ରାଜସ୍ଥାନର ଜୈସଲମେରରେ ୨୦୨୧ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଜୌରୀ ଜିଲାର ନୋଶାହରା ଏବଂ ୨୦୨୨ରେ କାରଗିଲରେ ସୈନିକମାନଙ୍କ ସହ ଦୀପାବଳି ପାଳନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଏମିତି ପଦକ୍ଷେପ ନେବାକୁ ଯାଉଛି ଭାରତ: ଚାହଁ ରହିଯିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ ହେବା ବିଶ୍ୱ ଶକ୍ତି ବଜାରରେ ଅସ୍ଥିରତା ସୃଷ୍ଟି କରିଛି। ବିଶ୍ୱର ପ୍ରାୟ ୨୦% ତୈଳ ଏହି…

ଜଣେ ବିବାହିତ ପୁରୁଷ ଲିଭ-ଇନରେ ରହିପାରିବେ କି? ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ଆଲ୍ଲାହାବାଦ,୨୭।୩: ଜଣେ ବିବାହିତ ପୁରୁଷ ଲିଭ-ଇନ ସମ୍ପର୍କରେ ରହିପାରିବେ କି ନାହିଁ ଏହାକୁ ନେଇ ଆଲ୍ଲାହାବାଦ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଶୁକ୍ରବାର କୋର୍ଟ ଏକ…

ରାମ ନବମୀରେ ପ୍ରଶଂସକଙ୍କୁ ଚମତ୍କାର ଉପହାର ଦେଲେ ରାମ ଚରଣ

ସୁପରଷ୍ଟାର ରାମ ଚରଣ ପ୍ରଶଂସକଙ୍କୁ ଏକ ଚମତ୍କାର ଉପହାର ଦେଇଛନ୍ତି। ରାମ ନବମୀରେ ଫିଲ୍ମ ‘ପେଡ୍ଡି ପେହେଲୱାନ’ର ପ୍ରଥମ ଝଲକ ରିଲିଜ ହୋଇଛି। ଏହା ସୋସିଆଲ ମିଡିଆରେ…

ଗୋଟିଏ ଦିନରେ କେତେ ପେଟ୍ରୋଲ କିଣିପାରିବେ? ଯୁଦ୍ଧ ଭିତରେ ଜାଣିନିଅନ୍ତୁ ନିୟମ…

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାରୁ ଏବଂ ଇନ୍ଧନ ଯୋଗାଣ ସମ୍ପର୍କରେ ଚିନ୍ତା ଜାରି ରହିଥିବାରୁ, ଭାରତର କିଛି ସ୍ଥାନରେ ପେଟ୍ରୋଲ ଏବଂ ଡିଜେଲର ଆତଙ୍କ କ୍ରୟ…

ଭାରତର ବଡ଼ ବାଜି: ଏବେ ରୁଷିଆରୁ ଆସିବ LNGର ଭଣ୍ଡାର!

ନୂଆଦିଲ୍ଲୀ/ମସ୍କୋ,୨୭।୩: ମଧ୍ୟପ୍ରାଚ୍ୟକୁ ଗ୍ରାସ କରୁଥିବା ବିନାଶକାରୀ ଅଶାନ୍ତିର ନିଆଁ ଏବେ ଭାରତର ରୋଷେଇ ଘରଠାରୁ ଆରମ୍ଭ କରି କାରଖାନା ପର୍ଯ୍ୟନ୍ତ ସବୁଠି ପହଞ୍ଚିଛି। ସାମ୍ପ୍ରତିକ ରଏଟର୍ସ ରିପୋର୍ଟ…

ଟେନ୍‌ସନ୍‌ରେ ଆମେରିକା: ଇରାନ ବିକଶିତ କରୁଛି ଏମିତି ଜିନିଷ

ଓ୍ବାଶିଂଟନ୍‌,୨୭।୩: ଯୁଦ୍ଧ ମଧ୍ୟରେ ଇରାନ ଏକ ଜ୍ୟାକେଟ ଯୁକ୍ତ ପରମାଣୁ ବୋମା ବିକଶିତ କରିପାରେ। ଆମେରିକାର ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଏହି ଚିନ୍ତା ପ୍ରକାଶ କରିଛନ୍ତି। ଭାନ୍ସ…

ମୁଖ୍ୟମନ୍ତ୍ରୀଙ୍କୁ ଆଖି ବନ୍ଦ କରିବାକୁ କହିଲେ କୁନି ଝିଅ, ହାତରେ ଧରାଇ ଦେଲେ ଏମିତି ଜିନିଷ: Video ଦେଖିଲେ ଅଟକାଇ ପାରିବେନି ହସ

ଲକ୍ଷ୍ନୌ,୨୭।୩: ଗୋରଖନାଥ ମନ୍ଦିର ପରିସରରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ନିୟମିତ ପ୍ରାତଃଭ୍ରମଣ ସମୟରେ ଅତ୍ୟନ୍ତ ଭାବପ୍ରବଣ ଘଟଣା ଘଟିଥିଲା। କାନପୁରର ପାଞ୍ଚ ବର୍ଷୀୟା ଯଶସ୍ବିନୀ ସିଂ ମୁଖ୍ୟମନ୍ତ୍ରୀଙ୍କୁ…

ଶିଶୁ ସେନା ନେବେ ଖାମେନେଇଙ୍କ ମୃତ୍ୟୁର ପ୍ରତିଶୋଧ? ଇରାନୀ ସେନାରେ ଭର୍ତ୍ତି ହେଲେଣି ୧୨ ବର୍ଷ ବୟସ୍କ ପିଲା!

ତେହରାନ୍‌,୨୭।୩: ଇରାନର ଇସଲାମିକ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) ଏକ ନୂତନ ପଦକ୍ଷେପ ଅଧୀନରେ ସୁରକ୍ଷା ଏବଂ ଯୁଦ୍ଧ ସହାୟତା କାର୍ଯ୍ୟ ପାଇଁ ସର୍ବନିମ୍ନ ବୟସ ସୀମାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri