Posted inଜାତୀୟ

ଭ୍ରଷ୍ଟାଚାରୀଙ୍କୁ ବଞ୍ଚାଇବାକୁ ବିରୋଧି ହେଉଛନ୍ତି ଏକଜୁଟ: ମୋଦି

କୋଚି,୧ ।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ କେରଳ ଗସ୍ତରେ ଅଛନ୍ତି । ଗୁରୁବାର ପ୍ରଧାନମନ୍ତ୍ରୀ କୋଚିରେ ଭାରତୀୟ ଜନତା ପାର୍ଟି(ଭାଜପା) କର୍ମୀମାନେ କୋଚିରେ ତାଙ୍କୁ ଜମରଦସ୍ତ ସ୍ୱାଗତ କରିଛନ୍ତି । ଏହାପରେ ମୋଦି କୋଚିର ଜନତାଙ୍କୁ ସମ୍ବୋଧିତ କରି ବିରୋଧିଙ୍କ ଉପରେ ଖୁବ୍ ବର୍ଷିଛନ୍ତି । ମୋଦି କହିଛନ୍ତି ଭ୍ରଷ୍ଟାଚାରୀଙ୍କୁ ବଞ୍ଚାଇବାକୁ ବିରୋଧିମାନେ ଏକାଠି ହେଉଛନ୍ତି ।
ମୋଦି କହିଛନ୍ତି, ଦ୍ରୁତ ବିକାଶ ଓ ଯୁବବର୍ଗଙ୍କ ଆକାଂକ୍ଷା ଆଗରେ ସବୁଠାରୁ ବଡ ବାଡ ହୋଉଛି ଭ୍ରଷ୍ଟାଚାର । ମୁଁ ୧୫ ଅଗଷ୍ଟରେ କହିଥିଲି କି ଭଷ୍ଟ୍ରାଚାର ବିରୋଧରେ ନିର୍ଣ୍ଣାୟକ ଲଢେଇ ଲଢିବାର ସମୟ ଆସିଗଲା । ହେଲେ ଆମେ ଏହାବି ଦେଖୁଛୁ କି ଯେତେବେଳେ ଭ୍ରଷ୍ଟାଚାରୀଙ୍କ ଉପରେ କୌଣସି ଆକ୍ସନ ନିଆଯାଉଛି ଏପଟେ ଦେଶର ରାଜନୀତିରେ ନୂଆ ପୋଲାରାଇଜୋନ ଆରମ୍ଭ ହୋଇଯାଇଛି । ଭ୍ରଷ୍ଟାଚାର ଓ ଭ୍ରଷ୍ଟାଚାରୀଙ୍କୁ ବଞ୍ଚାଇବାକୁ କିଛି ରାଜନୈତିକ ଦଳ ଖୋଲାଖୋଲି ସାମ୍ନାକୁ ଆସିଯାଇଛନ୍ତି । ସଙ୍ଗଠିତ ହେବାର ପ୍ରୟାସ କରାଯାଉଛି । ଦେଶ ଓ କେରଳର ଲୋକେ ଏହା ଉପରେ ଲାଗାତାର ସତର୍କ ରୁହନ୍ତୁ ।


Enter your email to get our daily news in your inbox.

All Right Reserved By Dharitri.Com

ଖୁସିଖବର: ମାତ୍ର ୧୩-୧୪ ଟଙ୍କାରେ ମିଳୁଛି ଚିନି! ଜାଣନ୍ତୁ କିଏ ପାଇପାରିବେ ଏହି ସୁବିଧା

ନୂଆଦିଲ୍ଲୀ,୨୪।୮: ଚିନିର ଦର ଲଗାତାର ବଢ଼ିବାରୁ ସାଧାରଣ ଲୋକଙ୍କ ଉପରେ ମହଙ୍ଗା ମାଡ଼ ବଢ଼ିଛି। ଦୈନନ୍ଦିନ ରୋଷେଇରେ ଚିନିର ବ୍ୟବହାର ହେଉଥିବା ବେଳେ ପର୍ବପର୍ବାଣୀ ସମୟରେ ଏହାର…

ଯଶସ୍ବୀ ଜୟସ୍ବାଲଙ୍କୁ ବଡ଼ ଝଟ୍‌କା: ICC ଦେଲା ଏମିତି ଦଣ୍ଡ

ନୂଆଦିଲ୍ଲୀ,୨୪।୮: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଭାରତୀୟ କ୍ରିକେଟ ଦଳର ଷ୍ଟାର ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ ଜୟସ୍ବାଲଙ୍କୁ ଏକ ଝଗଡ଼ା ପାଇଁ ଦଣ୍ଡିତ କରିଛି। ଶ୍ରୀଲଙ୍କା ବୋଲର…

IVF ମାଧ୍ୟମରେ ଏହି ରାଜ୍ୟରେ ଜନ୍ମ ନେଲା ବାଛୁରୀ: ବିଶ୍ୱରେ ପ୍ରଥମ

ଗୌହାଟି,୨୪।୮: ଆସାମ ପଶୁପାଳନ ବାୟୋଟେକ୍ନୋଲୋଜି କ୍ଷେତ୍ରରେ ଏକ ପ୍ରମୁଖ ସଫଳତା ହାସଲ କରିଛି। IVF (ଇନ-ଭିଟ୍ରୋ ଫର୍ଟିଲାଇଜେସନ) ପ୍ରଯୁକ୍ତିବିଦ୍ୟା ବ୍ୟବହାର କରି ରାଜ୍ୟରେ ସ୍ବଦେଶୀ ‘ଲଖିମୀ’ ପ୍ରଜାତିର…

ଶିକ୍ଷକ ଅଭାବରୁ ତାତିଲେ ଲୋକେ, ସ୍କୁଲରେ ADEO-BEOଙ୍କୁ ପକାଇଲେ ତାଲା

ଭଦ୍ରକ,୨୪ା୮(ସନାତନ ରାଉତ): ଶିକ୍ଷକ ଅଭାବକୁ ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି ଛାତ୍ରୀଛତ୍ର । ଅତିରିକ୍ତ ଜିଲା ଶିକ୍ଷାଧିକାରୀ ଏବଂ ବ୍ଲକ ଶିକ୍ଷାଧିକାରୀଙ୍କୁ ସ୍କୁଲ ଭିତରେ ତାଲା ପକାଇଦେଇଛନ୍ତି ।…

ଚିନି ଦରରେ ନିଆଁ: କେନ୍ଦ୍ର ସରକାର ସ୍ପଷ୍ଟ କଲେ ଦରବୃଦ୍ଧିର କାରଣ, କମିଯିବ କି….

ନୂଆଦିଲ୍ଲୀ,୨୪ା୮: ଦେଶରେ ପର୍ବପର୍ବାଣୀ ଋତୁ ଆରମ୍ଭ ହୋଇଥିବା ବେଳେ ଦୈନନ୍ଦିନ ଆବଶ୍ୟକ ସାମଗ୍ରୀ ଚିନିର ଦର ବଢ଼ିବା ନେଇ ଚିନ୍ତା ବଢ଼ିଛି । ଚିନି ମହଙ୍ଗା ହେବା…

ଦିଲ୍ଲୀ ଏନ୍‌ସିଆରରେ ପ୍ରବଳ ବର୍ଷା: ବଦଳିଲା ୧୫ ବିମାନର ରୁଟ୍‌

ନୂଆଦିଲ୍ଲୀ,୨୪।୮: ଦିଲ୍ଲୀ ଏନ୍‌ସିଆରରେ ପ୍ରବଳ ବର୍ଷା ହୋଇଛି। ପ୍ରବଳ ବର୍ଷା ଯୋଗୁ ବିମାନ ସେବା ପ୍ରଭାବିତ ହୋଇଛି। ବର୍ଷାକୁ ଦୃଷ୍ଟିରେ ରଖି ଦିଲ୍ଲୀ ବିମାନବନ୍ଦରରେ ୧୫ଟି ବିମାନର…

‘ରସୁଣ-ପିଆଜ ନପଡ଼ିଲେ ମାଛ ଆମିଷ ନୁହେଁ’, ମନ୍ତ୍ରୀଙ୍କ ଦାବିକୁ ନେଇ ତେଜିଲା ଚର୍ଚ୍ଚା

ଲକ୍ଷ୍ନୌ,୨୪ା୮: ମାଛ ଆମିଷ ନା ନିରାମିଷ? ଏହି ପ୍ରଶ୍ନକୁ ନେଇ ଉତ୍ତରପ୍ରଦେଶରେ ଏବେ ରାଜନୈତିକ ବିବାଦ ଦେଖାଦେଇଛି । ମାଛକୁ ନିରାମିଷ ବୋଲି ମନ୍ତ୍ରୀ ସଞ୍ଜୟ ନିଷାଦଙ୍କ…

‘ପ୍ରଧାନମନ୍ତ୍ରୀ ହେବେ ଥଲାପତି ବିଜୟ’, TVKର ଦାବିରେ କଂଗ୍ରେସର କଟାକ୍ଷ- ‘୨୭୨ ସାଂସଦ…’

ଚେନ୍ନାଇ, ୨୪।୮: ତାମିଲନାଡୁର ରାଜନୀତିରେ ଅଭିନେତାରୁ ନେତା ପାଲଟିଥିବା ସି. ଜୋସେଫ ବିଜୟ ଅର୍ଥାତ୍‌ ଥଲାପତି ବିଜୟଙ୍କୁ ନେଇ ରାଜନୈତିକ ବୟାନବାଜି ତୀବ୍ର ହୋଇଛି। ବିଜୟଙ୍କ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri