Posted inଜାତୀୟ

ଜଳବାୟୁ ପରିବର୍ତ୍ତନକୁ ନେଇ ଏକଜୁଟ ହେବା ଆବଶ୍ୟକ: ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର ୧୫ତମ ଜି -୨୦ ଶିଖର ସମ୍ମିଳନୀକୁ ସମ୍ବୋଧିତ କରିଛନ୍ତି। ମୋଦି ତାଙ୍କ ଭାଷଣରେ ଜଳବାୟୁ ପରିବର୍ତ୍ତନ ସମେତ ପରିବେଶ ଭଳି ଅନେକ ପ୍ରସଙ୍ଗରେ ନିଜର ମତ ଦେଇଛନ୍ତି। ସେ କହିଛନ୍ତି ଯେ, ଜଳବାୟୁ ପରିବର୍ତ୍ତନ ବିରୋଧରେ ଲଢି଼ିବା ଉପରେ ମଧ୍ୟ ଧ୍ୟାନ କେନ୍ଦ୍ରିତ କରିବା ଆବଶ୍ୟକ। ଜଳବାୟୁ ପରିବର୍ତ୍ତନ କେବଳ ବନ୍ଦ ଦ୍ୱାର ପଛରେ ନୁହେଁ ବରଂ ଏକୀକୃତ, ବ୍ୟାପକ ଏବଂ ସାମଗ୍ରିକ ଢଙ୍ଗରେ ଲଢେଇ କରାଯିବା ଉଚିତ। ନାଗରିକ ତଥା ଅର୍ଥନୀତିକୁ ମହାମାରୀରୁ ରକ୍ଷା କରିବା ଉପରେ ଆମର ଧ୍ୟାନ ରହିଛି, କିନ୍ତୁ ଜଳବାୟୁ ପରିବର୍ତ୍ତନ ବିରୋଧରେ ଲଢେଇ ଉପରେ ଧ୍ୟାନ ଦେବା ମଧ୍ୟ ଗୁରୁତ୍ୱପୂର୍ଣ୍ଣ ବୋଲି ସେ କହିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି,୨୦୩୦ ସୁଦ୍ଧା ଆମେ ୨୬ ନିୟୁତ ହେକ୍ଟର ଅବନତି ହୋଇଥିବା ଜମିକୁ ସଂଶୋଧନ କରିବାର ଲକ୍ଷ୍ୟ ସ୍ଥିର କରିଛୁ। ଆମେ ଏକ ଗୋଲାକାର ଅର୍ଥନୀତିକୁ ପ୍ରେତ୍ସାହିତ କରୁଛୁ। ପରିବେଶ ସହ ସୁସମ୍ପର୍କରେ ବଞ୍ଚିବାର ପାରମ୍ପରିକ ନୈତିକତା ପ୍ରତି ମୋ ସରକାରଙ୍କ ପ୍ରତିବଦ୍ଧତା ହେତୁ ଭାରତ ସ୍ବଳ୍ପ ଅଙ୍ଗାରକାମ୍ଳ ଏବଂ ଜଳବାୟୁ-ସ୍ଥିର ବିକାଶ ପନ୍ଥା ଆପଣାଇଛି। ଭାରତ କେବଳ ଆମର ପ୍ୟାରିସ ଚୁକ୍ତିନାମାଗୁଡିକର ଲକ୍ଷ୍ୟ ପୂରଣ କରୁନାହିଁ, ବରଂ ଏହା ଆଗରେ ମଧ୍ୟ ଅଛି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।ବହୁ ପ୍ରତୀକ୍ଷିତ ଏହି ସମ୍ମିଳନୀରେ ବ୍ରିଟିଶ ପ୍ରଧାନମନ୍ତ୍ରୀ ବୋରିସ ଜନସନ, ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଜାପାନର ପ୍ରଧାନମନ୍ତ୍ରୀ ୟୋଶିହିଦା ସୁଗା, ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ, ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ, ଜର୍ମାନୀର ଚାନ୍ସେଲର ଆଞ୍ଜେଲା ମର୍କେଲ ଏବଂ ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ ମାକ୍ରୋଂ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri