Posted inଜାତୀୟ

୬ ବନ୍ଦେ ଭାରତ ସମେତ ୮ ଟ୍ରେନକୁ ସବୁଜ ପତାକା ଦେଖାଇଲେ ପ୍ରଧାନମନ୍ତ୍ରୀ

ଲକ୍ଷ୍ନୌ,୩୦।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଅଯୋଧ୍ୟାରେ ଏକ ଗ୍ରାଣ୍ଡ ରୋଡ ଶୋ’ କରିଛନ୍ତି। ଯେଉଁଠାରେ ରାସ୍ତାର ଉଭୟ ପାର୍ଶ୍ୱରେ ଲୋକଙ୍କ ଭିଡ ଦେଖିବାକୁ ମିଳିଥିଲା। ଏହି ସମୟରେ ଲୋକମାନେ ତାଙ୍କ ଉପରେ ଫୁଲ ବର୍ଷା କରିଛନ୍ତି ଏବଂ ଜୟ ଶ୍ରୀ ରାମ ନାରା ଦେଇ ସ୍ବାଗତ ଜଣାଇଛନ୍ତି। ରୋଡ ଶୋ’ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁନଃ ବିକଶିତ ଅଯୋଧ୍ୟା ରେଳ ଷ୍ଟେଶନର ଉଦ୍‌ଘାଟନ କରିଛନ୍ତି। ଦୁଇଟି ନୂଆ ଅମୃତ ଭାରତ ଏବଂ ୬ଟି ନୂତନ ବନ୍ଦେ ଭାରତ ଟ୍ରେନକୁ ମଧ୍ୟ ସବୁଜ ପତାକା ଦେଖାଇଛନ୍ତି। ଏହା ବ୍ୟତୀତ ପ୍ରଧାନମନ୍ତ୍ରୀ ଦେଶ ପାଇଁ ଅନ୍ୟାନ୍ୟ ରେଳ ପ୍ରକଳ୍ପକୁ ମଧ୍ୟ ଉତ୍ସର୍ଗ କରିଛନ୍ତି। ଏହି ସମୟରେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମଧ୍ୟ ତାଙ୍କ ସହ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ହେବେ ତାମିଲନାଡୁର ମୁଖ୍ୟମନ୍ତ୍ରୀ! ପଥ ହେଲା ସ୍ପଷ୍ଟ, ସମର୍ଥନ ଦେଲେ ଏମାନେ…

ଚେନ୍ନାଇ,୮।୫: ବିଜୟଙ୍କ ଦଳ, ଟିଭିକେ, ତାମିଲନାଡୁରେ ସରକାର ଗଠନ କରିବା ପାଇଁ ପଥ ପରିଷ୍କାର ହୋଇଛି। ସିପିଆଇ, ସିପିଏମ ଏବଂ ଭିସିକେ ଟିଭିକେକୁ ସମର୍ଥନ କରିବାକୁ ନିଷ୍ପତ୍ତି…

ଭବାନୀପୁର ନା ନନ୍ଦୀଗ୍ରାମ, କେଉଁ ଆସନ ଛାଡ଼ିବେ ଶୁଭେନ୍ଦୁ ଅଧିକାରୀ, ମୁଖ୍ୟମନ୍ତ୍ରୀ ରେସ୍‌ରେ ଅଛନ୍ତି…

କୋଲକାତା,୮ା୫: ପଶ୍ଚିମବଙ୍ଗ ନିର୍ବାଚନରେ ବିପୁଳ ବିଜୟ ପରେ ଭାଜପା ପ୍ରଥମଥର ପାଇଁ ସରକାର ଗଠନ କରିବାକୁ ଯାଉଛି। ଭାଜପା ନେତା ଶୁଭେନ୍ଦୁ ଅଧିକାରୀ ଦୁଇଟି ଆସନରୁ ପ୍ରତିଦ୍ୱନ୍ଦ୍ୱିତା…

‘ଆମ ଦ୍ୱାରା ଦୁଇଟି ଭୁଲ ହୋଇଛି…’, ମମତାଙ୍କୁ ଭେଟିବା ପରେ ଏମିତିି କାହିଁକି କହିଲେ ଅଖିଳେଶ

କୋଲକାତା,୮।୫: ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ଏସପି ସୁପ୍ରିମୋ ବର୍ତ୍ତମାନ ପଶ୍ଚିମବଙ୍ଗରେ ଅଛନ୍ତି। ଟିଏମସିର ପରାଜୟ ପରେ ଅଖିଳେଶ ଯାଦବ ମମତା ବାନାର୍ଜୀଙ୍କୁ ଭେଟିବା ପାଇଁ…

ତାମିଲନାଡୁରେ ପୁଣିଥରେ ହେବ ନିର୍ବାଚନ! ଜାତୀୟ ରାଜନୀତିରେ ଚହଳ

ଚେନ୍ନାଇ,୮।୫: ତାମିଲନାଡୁ ରାଜନୀତିରେ ଉଷ୍ମତା କେବଳ ମେ ମାସ ଖରା ପାଗ ଯୋଗୁଁ ନୁହେଁ, ବରଂ କ୍ଷମତାର ପରିବର୍ତ୍ତନଶୀଳ ସମୀକରଣରୁ ଉତ୍ପନ୍ନ ହୋଇଛି। ଅଭିନେତାରୁ ରାଜନେତା ହୋଇଥିବା…

ସ୍କୁଟିକୁ ଧକ୍କାଦେଲା ‘ଆମ ବସ୍‌’

ସମ୍ବଲପୁର,୮ା୫(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲା ଥାନା ଅନ୍ତର୍ଗତ ପିସି ବ୍ରିଜ୍‌ ନିକଟରେ ଜାତୀୟ ରାଜପଥ(୫୩) ଉପରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦୁର୍ଘଟଣାରେ ବୁର୍ଲାର…

କରଣଙ୍କ ଚମତ୍କାର ଡେବ୍ୟୁ: ଏମିତି ଡ୍ରେସ୍‌ ପିନ୍ଧିଲେ ଚାହିଁ ରହିଗଲେ ସମସ୍ତେ

ପ୍ରଖ୍ୟାତ ଚଳଚ୍ଚିତ୍ର ନିର୍ମାତା କରଣ ଜୋହର ୨୦୨୬ ମେଟ ଗାଲାରେ ଏକ ଚମତ୍କାର ଡେବ୍ୟୁ କରିଥିଲେ। ଏହି ବିଶେଷ ଅବସର ପାଇଁ ସେ ପ୍ରଖ୍ୟାତ ଚିତ୍ରକର ରାଜା…

ସୁଧୁରି ଯାଅ, ନଚେତ୍‌ କାଶୀରୁ ଇସଲାମାବାଦ ପର୍ଯ୍ୟନ୍ତ… ଚର୍ଚ୍ଚାରେ ରାଘବଙ୍କ ଏହି ଚେତାବନୀ

ନୂଆଦିଲ୍ଲୀ,୮ା୫: ଆମ୍‌ ଆଦ୍‌ମୀ ପାର୍ଟି (AAP) ଛାଡ଼ି ଭାଜପାରେ ଯୋଗ ଦେଇଥିବା ରାଜ୍ୟ ସଭା ଏମ୍‌ପି ରାଘବ ଚଢ଼ା ‘ଅପରେଶନ ସିନ୍ଦୂର’ର ପ୍ରଥମ ବାର୍ଷିକୀରେ ତାଙ୍କ ଇନ୍‌ଷ୍ଟାଗ୍ରାମ…

ଗୋଟିଏ ଟଙ୍କା ବି ଦରମା ନେଉ ନଥିଲେ ମମତା ବାନାର୍ଜୀ, କେମିତି ଚଳୁଥିଲେ ଦିଦି? ଜାଣିଲେ…

କୋଲକାତା,୮।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ଆଶ୍ଚର୍ଯ୍ୟଜନକ ଫଳାଫଳ ପରେ, ପ୍ରଶାସନିକ ପୁନର୍ଗଠନ ତୀବ୍ର ହୋଇଛି। ରାଜ୍ୟପାଳ ମେ ୭ ତାରିଖରେ ପଶ୍ଚିମବଙ୍ଗ ବିଧାନସଭାକୁ ଭାଙ୍ଗି ଦେଇ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri