Posted inଜାତୀୟ

୨ ଦିନିଆ ବାଂଲାଦେଶ ଗସ୍ତରେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୬।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୁଇ ଦିନିଆ ବାଂଲାଦେଶ ଗସ୍ତ ଆଜିଠାରୁ ଆରମ୍ଭ ହୋଇଛି। ଶୁକ୍ରବାର ସକାଳେ ନୂଆଦିଲ୍ଲୀରୁ ଢାକା ଅଭିମୁଖେ ଯାତ୍ରା କରିଛନ୍ତି ପ୍ରଧାନମନ୍ତ୍ରୀ। ବାଂଲାଦେଶ ଗଠନର ୫୦ ବର୍ଷ ପୂରଣ କାର୍ଯ୍ୟକ୍ରମରେ ସେ ଅଂଶଗ୍ରହଣ କରିବେ। ଢାକା ବିମାନବନ୍ଦରରେ ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନା ସ୍ବାଗତ କରିବେ। ବାଂଲାଦେଶ ଗଠନରେ ଭାରତ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲା, ସେଥିପାଇଁ ଭାରତର ପ୍ରଧାନମନ୍ତ୍ରୀ ଏହି ବିଶେଷ ଉତ୍ସବରେ ଯୋଗ ଦେଉଛନ୍ତି। ମୋଦିଙ୍କ ଗସ୍ତ ପୂର୍ବରୁ ବାଂଲାଦେଶକୁ ଖୁବ୍‌ ସୁନ୍ଦର ଭାବେ ସଜାଯାଇଛି, ଢାକାରେ ଏକ ଉତ୍ସବର ମାହୋଲ ରହିଛି। ପ୍ରଧାନମନ୍ତ୍ରୀ ତାଙ୍କ ଗସ୍ତର ପ୍ରଥମ ଦିନରେ ଅନେକ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ। ସୂଚନାଯୋଗ୍ୟ, ଦୀର୍ଘ ଏକ ବର୍ଷ ପରେ ମୋଦିଙ୍କ ଏହା ପ୍ରଥମ ବିଦେଶ ଗସ୍ତ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ପ୍ରାର୍ଥୀ ଦେବାଶିଷଙ୍କ ନାମାଙ୍କନ ରଦ୍ଦ, ଯିବେ ହାଇକୋର୍ଟ

କୋଲକାତା,୨୬।୪: ନିର୍ବାଚନ ଆୟୋଗ ପଶ୍ଚିମବଙ୍ଗର ବୀରଭୂମ ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ଦେବାଶିଷ ଧରଙ୍କ ନାମାଙ୍କନକୁ ବାତିଲ କରିଛନ୍ତି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଭାଜପା...

ବାଇକ୍‌ ରାଇଡ୍‌ରେ ବାହାରିଲେ ’ସ୍ପାଇଡର୍‌ମ୍ୟାନ, ସ୍ପାଇଡର୍‌ ଓମେନ୍‌’, ଗିରଫ କଲା ପୋଲିସ

ନୂଆଦିଲ୍ଲୀ,୨୬।୪: ସୁପରହିଟ୍, ସ୍ପାଇଡରମ୍ୟାନ୍ ଏବଂ ସ୍ପାଇଡର୍-ଓମେନ୍‌ ପୋଷାକ ପିନ୍ଧି ବାଇକ୍‌ ରାଇଡ୍‌ କରୁଥିବା ଜଣେ ଯୁବକ ଏବଂ ଯୁବତୀଙ୍କୁ ପୋଲିସ ଗିରଫ କରିଛି। ଦକ୍ଷିଣ ପଶ୍ଚିମ...

ଆଜି ଗଣତନ୍ତ୍ର ପାଇଁ ବିଜୟର ଦିନ:ମୋଦି

ନୂଆଦିଲ୍ଲୀ,୨୬।୪: ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟରେ ପ୍ରଚାର ଚାଲିଛି। ତୃତୀୟ ପର୍ଯ୍ୟାୟରେ ବିହାରର ଅରାରିଆରେ ଏକ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧିତ କରିଛନ୍ତି।...

ସନ୍ଦେଶଖାଲି ମାମଲାରେ ସିବିଆଇ ଚଢ଼ାଉ

କୋଲକାତା,୨୬ା୪: କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସି (ସିବିଆଇ) ପଶ୍ଚିମବଙ୍ଗର ସନ୍ଦେଶଖାଲି ମାମଲାରେ ଶୁକ୍ରବାର ଅନେକ ସ୍ଥାନରେ ଚଢ଼ାଉ କରିଛି। ଅନୁସନ୍ଧାନକାରୀ ସଂସ୍ଥା ବହୁ ପରିମାଣର ଅସ୍ତ୍ରଶସ୍ତ୍ର ଏବଂ...

ନୋଟାକୁ ସର୍ବାଧିକ ଭୋଟ ମିଳିବାରୁ ପୁନର୍ବାର ନିର୍ବାଚନ କରିବାକୁ ଦାବି, ନିର୍ବାଚନ କମିଶନଙ୍କୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬।୪: ଭୋଟ ସମ୍ବନ୍ଧୀୟ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଶୁକ୍ରବାର ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ସମୟରେ ସୁପ୍ରିମକୋର୍ଟରେ ଶୁଣାଣି ହୋଇଥିଲା।...

ସିସୋଡିଆଙ୍କୁ ଝଟ୍‌କା, ମେ’ ୮ ପର୍ଯ୍ୟନ୍ତ ରହିବେ ଜେଲରେ

ନୂଆଦିଲ୍ଲୀ,୨୬।୪: ଦିଲ୍ଲୀ ଏକ୍ସାଇଜ ମାମଲାରେ ହୋଇଥିବା ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ମନୀଷ ସିସୋଡିଆଙ୍କ ନ୍ୟାୟିକ ହେପାଜତକୁ ଆସନ୍ତା ମେ ୮ ପର୍ଯ୍ୟନ୍ତ...

ରାହୁଲଙ୍କୁ ଶାହାଙ୍କ ପ୍ରଶ୍ନ

ନୂଆଦିଲ୍ଲୀ,୨୬।୪: ଲୋକ ସଭା ନିର୍ବାଚନ ପାଇଁ ଚାଲିଥିବା ଦ୍ୱିତୀୟ ପର୍ଯ୍ୟାୟ ମତଦାନ ମଧ୍ୟରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ ଦାବି କରିଛନ୍ତି...

ପୂର୍ବାହ୍ନ ୧୧ଟା ସୁଦ୍ଧା ଏହି ରାଜ୍ୟରେ ହୋଇଛି ସବୁଠୁ ଅଧିକ ମତଦାନ

ନୂଆଦିଲ୍ଲୀ,୨୬ା୪: ଆଜି ଅର୍ଥାତ୍‌ ଏପ୍ରିଲ ୨୬ରେ ଲୋକ ସଭାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ମତଦାନ ଚାଲିଛି। ଏହି ପର୍ଯ୍ୟାୟରେ ୧୨୦୦ରୁ ଅଧିକ ପ୍ରାର୍ଥୀ ୧୩ଟି ରାଜ୍ୟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri