ବାଂଲାଦେଶ ଶହୀଦ ସ୍ମାରକରେ ପହଞ୍ଚିଲେ ମୋଦି: କଲେ ଚାରା ରୋପଣ

ଢାକା,୨୬।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ବାଂଲାଦେଶ ଗସ୍ତରେ ଅଛନ୍ତି। କରୋନା ଆରମ୍ଭ ହେବା ପରଠାରୁ ଏହା ତାଙ୍କର ପ୍ରଥମ ବିଦେଶ ଯାତ୍ରା। ସେ ଢାକାର ସାଭରରେ ଥିବା ଜାତୀୟ ଶହୀଦ ମେମୋରିଆଲ ପରିଦର୍ଶନ କରିଥିଲେ। ଏଠାରେ ସେ ଚାରା ରୋପଣ କରି ଭିଜିଟର୍‌ ବୁକ୍‌ରେ ତାଙ୍କ ବାର୍ତ୍ତା ଲେଖିଥିଲେ। ମୋଦି ଅପରାହ୍ନରେ ବାଂଲାଦେଶ ବୈଦେଶିକ ମନ୍ତ୍ରୀ ଏ.କେ ଅବଦୁଲ ମୋମନଙ୍କୁ ଭେଟିବେ। ଏହା ପରେ ସେ ଜାତୀୟ ଦିବସ କାର୍ଯ୍ୟକ୍ରମରେ ଯୋଗଦେବେ। ସନ୍ଧ୍ୟାରେ ସେ ବାପୁ ବଙ୍ଗବନ୍ଧୁ ଡିଜିଟାଲ ଭିଡିଓ ପ୍ରଦର୍ଶନୀକୁ ଉଦଘାଟନ କରିବେ। ଏହା ପୂର୍ବରୁ ଢାକା ବିମାନବନ୍ଦରରେ ପହଞ୍ଚିବା ପରେ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନା ମୋଦିଙ୍କୁ ସ୍ବାଗତ କରିଥିଲେ। ଏଠାରେ ତାଙ୍କୁ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଥିଲା। ବାଂଲାଦେଶର ସ୍ବାଧୀନତାର ୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ସୁବର୍ଣ୍ଣ ଜୟନ୍ତୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏଥିରେ ମୋଦି ମୁଖ୍ୟ ଅତିଥି ଭାବେ ଦେବେ। ବଙ୍ଗବନ୍ଧୁ ଶେଖ ମୁଜିବୁର ରେହମାନଙ୍କ ଜନ୍ମ ଶତବାର୍ଷିକୀ ଅବସରରେ ଆୟୋଜିତ ଏକ ସମାରୋହରେ ସେ ଅଂଶଗ୍ରହଣ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

୨୮ ଅଗଷ୍ଟରେ ଲାଗୁଛି ଗ୍ରହଣ: ୬ ରାଶି ହୋଇଯାଆନ୍ତୁ ସତର୍କ, ଖର୍ଚ୍ଚ ହୋଇଯିବ ସବୁ ଟଙ୍କା…

୨୮ ଅଗଷ୍ଟ ୨୦୨୬ରେ ବର୍ଷର ଶେଷ ଚନ୍ଦ୍ରଗ୍ରହଣ ଲାଗିବ। ଜ୍ୟୋତିଷ ଶାସ୍ତ୍ରର ମାନ୍ୟତା ଅନୁଯାୟୀ ଏହାର ପ୍ରଭାବ ୬ଟି ରାଶି ଉପରେ ପଡ଼ିପାରେ। ଜାଣନ୍ତୁ କେଉଁ କେଉଁ…

ବିବାଦ ପାଇଁ ଶବ ସତ୍କାର କରାଇ ଦେଉନାହାନ୍ତି ଗ୍ରାମବାସୀ, ୩ ଦିନ ହେଲା ଶାଶୁଙ୍କ ଶବକୁ ଜଗିବସିଛନ୍ତି ବୋହୂ

ରାଜନଗର,୨୧ା୮(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ତାଳଚୁଆ ସାମୁଦ୍ରିକ ଥାନା ଅନ୍ତର୍ଗତ ବୀରଭଞ୍ଜପୁର ଗାଁରେ ଏକ ଅଭାବନୀୟ ଘଟଣା ସାମ୍ନା ଆସିଛି। ଯେଉଁଠି ହଜିଯାଇଛି ମାନବିକତା।…

ସ୍ବାମୀଙ୍କ ହାତଗୋଡ଼ ବାନ୍ଧି ସ୍ତ୍ରୀଙ୍କ କାନ ଛିଣ୍ଡାଇ ସୁନାଫୁଲ ଝାମ୍ପିନେଲେ ଦୁର୍ବୃତ୍ତ, ନଗଦ ଟଙ୍କା ସହ ଆହୁରି…

ନବରଙ୍ଗପୁର,୨୧ା୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ଥାନା ଅନ୍ତର୍ଗତ ଦହଣା ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଉମେଶ ଚନ୍ଦ୍ର ରଥଙ୍କ ଘରେ ସଶସ୍ତ୍ର ଡକାୟତି ହୋଇଛି। ଲକ୍ଷାଧିକ…

ପାକିସ୍ତାନରେ କେତେ ଟଙ୍କାରେ ମିଳୁଛି ସେକେଣ୍ଡ ହ୍ୟାଣ୍ଡ୍‌ ଗାଡ଼ି, ଦାମ୍‌ ଜାଣିଲେ ଚମକି ପଡିବେ…

ଇସଲାମାବାଦ,୨୧।୮: ପାକିସ୍ତାନରେ ପ୍ରବଳ ମହଙ୍ଗା ମାଡ଼ ଯୋଗୁଁ ସାଧାରଣ ଲୋକଙ୍କ ବଜେଟ ସମ୍ପୂର୍ଣ୍ଣ ବିଗିଡ଼ି ଯାଇଛି। ନିତ୍ୟବ୍ୟବହାର୍ଯ୍ୟ ଜିନିଷଠାରୁ ଆରମ୍ଭ କରି ପେଟ୍ରୋଲ-ଡିଜେଲ ପର୍ଯ୍ୟନ୍ତ ସବୁକିଛି ମହଙ୍ଗା…

ହଠାତ୍‌ ଥାନାରେ ପହଞ୍ଚିଲେ ରାହୁଲ ଗାନ୍ଧୀ , ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୧। ୮: ଦିଲ୍ଲୀରେ ଛାତ୍ରମାନଙ୍କ ପ୍ରଦର୍ଶନ ସମୟରେ ପେଲେଟ ଗନ ବ୍ୟବହାରକୁ ନେଇ ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ପାର୍ଲାମେଣ୍ଟ ଷ୍ଟ୍ରିଟ ଥାନାରେ ପହଞ୍ଚିଛନ୍ତି।…

କ୍ରାଶ ହେଲା ଚାଟାର୍ଡ ପ୍ଲେନ; ୮ ମୃତ, ଜାଣନ୍ତୁ କିପରି ହେଲା ଦୁର୍ଘଟଣା

ଆଲାସ୍କା,୨୧।୮: ପଶ୍ଚିମ ଆଲାସ୍କାର ଏକ ଦୁର୍ଗମ ରାଡାର ସାଇଟ୍ ନିକଟରେ ୮ ଜଣଙ୍କୁ ନେଇ ଯାଉଥିବା ଏକ ଚାଟାର୍ଡ ପ୍ଲେନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଗୁରୁବାର ଏନେଇ…

ଆଉ ଶସ୍ତା ନୁହେଁ, ମହଙ୍ଗା ହୋଇପାରେ ପେଟ୍ରୋଲ-ଡିଜେଲ! ଜାଣନ୍ତୁ ଦାମ୍‌ ବଢ଼ିବାର ବଡ଼ କାରଣ

ନୂଆଦିଲ୍ଲୀ,୨୧। ୮: ପେଟ୍ରୋଲ-ଡିଜେଲ ଦାମକୁ ନେଇ ପୁଣି ବଢ଼ିପାରେ ସାଧାରଣ ଲୋକଙ୍କ ଚିନ୍ତା। ଅନ୍ତର୍ଜାତୀୟ ବଜାରରେ କ୍ରୁଡ ଅଏଲ ମୂଲ୍ୟରେ ହଠାତ୍‌ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି।…

Amarpali Nodal UP School: ୭ ଦିନରେ ଜଣେ ଶିକ୍ଷକଙ୍କ ଅବସର, ୨ ବଦଳି, ନିଯୁକ୍ତି ଦାବିରେ ଆନ୍ଦୋଳନ ଚେତାବନୀ

ଅମରପାଲି,୨୧ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଅନ୍ତର୍ଗତ ବୀରମହାରାଜପୁର ବ୍ଲକର ଏକ ପ୍ରତିଷ୍ଠିତ ଶିକ୍ଷାନୁଷ୍ଠାନ ଅମରପାଲି ନୋଡାଲ ୟୁପି ସ୍କୁଲ। ଏହି ସ୍କୁଲ ଏବେ ଶିକ୍ଷକ ଅଭାବରେ ଘାଣ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri