Posted inଜାତୀୟ

ୟୁଟ୍ୟୁବ୍‌ରେ ବିଶ୍ୱର No1 ନେତା ପାଲଟିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ନୂଆଦିଲ୍ଲୀ,୨୬।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶ୍ୱର ନଂ୧ ନେତା ଭାବେ ୟୁଟ୍ୟୁବ୍‌ ଚ୍ୟାନେଲରେ ୨ କୋଟି ସବସ୍କ୍ରାଇବର୍ସର ଉପଲବ୍ଧି ହାସଲ କରିଛନ୍ତି। ତାଙ୍କର ଭିଡିଓଗୁଡ଼ିକ ୪୫୦ କୋଟି ଥର ଦେଖାଯାଇଥିବା ବେଳେ ସବସ୍କ୍ରାଇବର୍ସ, ଭିଡିଓ ଭ୍ୟୁ ଏବଂ ରାଜନୈତିକ ନେତାମାନଙ୍କ ଦ୍ୱାରା ୟୁଟ୍ୟୁବରେ ପୋଷ୍ଟ କରାଯାଇଥିବା ଭିଡିଓର ଗୁଣବତ୍ତା ମାମଲାରେ ସବୁଠାରୁ ଆଗରେ ରହିଛି। ଏକମାତ୍ର ନେତା ଭାବେ ନିଜର ବ୍ୟକ୍ତିଗତ ଚ୍ୟାନେଲରେ ସେ ସର୍ବାଧିକ ସବସ୍କ୍ରାଇବର୍ସ ହାସଲ କରିବାର ଗୌରବ ହାସଲ କରିଛନ୍ତି। ତାଙ୍କୁ ବାଦ ଦେଲେ ଦ୍ୱିତୀୟ ସ୍ଥାନରେ ବ୍ରାଜିଲର ପୂର୍ବତନ ରାଷ୍ଟ୍ରପତି ଜେୟର ବୋଲ୍ସନୋରା ଅଛନ୍ତି, ଯାହାଙ୍କ ସବସ୍କ୍ରାଇବର୍ସ ସଂଖ୍ୟା ରହିଛି ୬୪ ଲକ୍ଷ। ତାଙ୍କ ପରେ ୟୁକ୍ରେନ ରାଷ୍ଟ୍ରପତି ଭ୍ଲାଡିମିର ଜେଲେନ୍‌ସ୍କି ୧.୧ ମିଲିୟନ ସବସ୍କ୍ରାଇବର୍ସ ସହ ପଛରେ ରହିଛନ୍ତି। ତେବେ ମୋଦିଙ୍କ ଏହି ଉପଲବ୍ଧି ଦେଶ ତଥା ବିଦେଶରେ ତାଙ୍କର ରାଜନୈତିକ ପ୍ରଭାବକୁ ଦର୍ଶାଉଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିମାନ ଭଡ଼ା ସୀମା ଉଠାଇ ଦେଲା ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ; କାହିଁକି ଏହି ନିଷ୍ପତ୍ତି ନିଆଯାଇଛି ଜାଣନ୍ତୁ

ନୂଆଦିଲ୍ଲୀ,୨୨।୩: ଘରୋଇ ବିମାନ ଯାତ୍ରା ଉପରେ ଲାଗୁ ହୋଇଥିବା ଅସ୍ଥାୟୀ ସୀମା ୨୩ ମାର୍ଚ୍ଚ, ୨୦୨୬ ରୁ ପ୍ରତ୍ୟାହାର କରିବାକୁ ନିଷ୍ପତ୍ତି ନେଇଛି ବେସାମରିକ ବିମାନ ଚଳାଚଳ…

ହରମୁଜ ସଙ୍କଟ ଭିତରେ ଭାରତ ତେଲକୁ ନେଇ ନେଲା ବଡ଼ ନିଷ୍ପତ୍ତି, ମେ ମାସ ଆରମ୍ଭରୁ…

ନୂଆଦିଲ୍ଲୀ,୨୨।୩: ବଢ଼ୁଥିବା ବିଶ୍ୱ ଉତ୍ତେଜନା ଏବଂ ଯୋଗାଣ ସଙ୍କଟ ମଧ୍ୟରେ, ହିନ୍ଦୁସ୍ତାନ ପେଟ୍ରୋଲିୟମ କର୍ପୋରେସନ (HPCL) ଆଙ୍ଗୋଲାରୁ 2 ନିୟୁତ ବ୍ୟାରେଲ ଅଶୋଧିତ ତୈଳ କ୍ରୟ କରିବା…

ବାବର ଆଜମଙ୍କ ଭବିଷ୍ୟତକୁ ନେଇ ଉଠିଲା ପ୍ରଶ୍ନ, ଭିଡ଼ିଓ ଭାଇରାଲ, ୟୁଜର୍ସ କହିଲେ ଢାବା…

ଇସଲାମାବାଦ,୨୨।୩: ବାବର ଆଜମ ବର୍ତ୍ତମାନ କ୍ରିକେଟରୁ ବିରତି ନେଇଛନ୍ତି। ଆଘାତ ଯୋଗୁ ସେ ବାଂଲାଦେଶ ବିପକ୍ଷରେ ଏକଦିବସୀୟ ସିରିଜ ହରାଇଥିଲେ ଏବଂ ଜାତୀୟ ଟି-୨୦ କପ ମଧ୍ୟ…

ବିପଦରେ ଲଣ୍ଡନ, ପ୍ୟାରିସ, ବର୍ଲିନ: ଚେତାଇଲା IDF, ଘନ ଘନ ମିସାଇଲ ମାଡ଼ରେ… 

ଜେରୁଜେଲାମ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଥିବା ବେଳେ ଇସ୍ରାଏଲ ପ୍ରତିରକ୍ଷା ବାହିନୀ (IDF) ଇରାନର ବଢୁଥିବା ସାମରିକ ଶକ୍ତିକୁ ନେଇ ଏକ ଚାଞ୍ଚଲ୍ୟକର ତଥ୍ୟ ପ୍ରକାଶ…

ଗୋରକ୍ଷକ ଫାର୍ସା ବାବାଙ୍କୁ ଜାଣିଶୁଣି ଟ୍ରକ୍‌ ମଡ଼ାଇ ହତ୍ୟା ଅଭିଯୋଗ: ରାସ୍ତାରୋକୋ କରି ଲୋକେ…

ମଥୁରା,୨୨ା୩: ଉତ୍ତରପ୍ରଦେଶର ମଥୁରା ନିକଟ ଆଗ୍ରା-ଦିଲ୍ଲୀ ରାଜପଥରେ ଏକ ଟ୍ରକ୍‌ ମାଡ଼ିଯିବାରୁ ଫାର୍ସା ବାବା ଭାବେ ପରିଚିତ ଗୋରକ୍ଷକ ଚନ୍ଦ୍ରଶେଖରଙ୍କ ମୃତ୍ୟୁ ଘଟିଛି। ଶନିବାର ଭୋର ୪ଟା…

ଘର-ଘର LPG ସିଲିଣ୍ଡର ପହଞ୍ଚାଉଥିବା ବ୍ୟକ୍ତି ମାସକୁ କରନ୍ତି ୭୦ହଜାର ଟଙ୍କା ଯାଏ ରୋଜଗାର! କମିଶନ ବିଷୟରେ ଜାଣିଲେ ହୋଇଯିବେ ତାଜୁବ

ଏଲପିଜି ସିଲିଣ୍ଡର ଡେଲିଭରି କରୁଥିବା ବ୍ୟକ୍ତି କେତେ ରୋଜଗାର କରନ୍ତି? ଏଠାରେ ସେମାନଙ୍କର କମିଶନ ଏବଂ ମାସିକ ଆୟର ସମ୍ପୂର୍ଣ୍ଣ ବିବରଣୀ ଦିଆଯାଇଛି। ସାମ୍ପ୍ରତିକ ଦିନଗୁଡ଼ିକରେ, ଏଲପିଜି…

ଦୂର ହେବ LPG ସଙ୍କଟ: ଭାରତରେ ପହଞ୍ଚିଲା…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ଯୋଗୁ ଏସୀୟ ଦେଶଗୁଡ଼ିକ ଗମ୍ଭୀର ଗ୍ୟାସ ଏବଂ ତୈଳ ଅଭାବର ସମ୍ମୁଖୀନ ହେଉଛନ୍ତି। ଭାରତ ମଧ୍ୟ ଏଲପିଜି ସଙ୍କଟ ଅନୁଭବ କରୁଛି।…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌ ପରେ ବିପଜ୍ଜନକ ଧମକ ଦେଲା ଇରାନ, ଭୟରେ ଥରହର ସାରା ବିଶ୍ୱ

ଓ୍ବାଶିଂଟନ୍‌,୨୨।୩: ଆମେରିକା-ଇସ୍ରାଏଲ ଯୁଦ୍ଧ ଏବେ ଆରବ ଦେଶଗୁଡ଼ିକୁ ତୃଷାର୍ତ୍ତ କରିପାରେ। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟାର ଅଲ୍ଟିମେଟମ୍‌ ପରେ ଇରାନ ପ୍ରତିଆକ୍ରମଣ ଆରମ୍ଭ କରିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri