Posted inଜାତୀୟ

ଭାଜପାର ସେବା, ସମର୍ପଣ ଅଭିଯାନ, ଗୋଟିଏ ଦିନରେ ଦ୍ୱିପ୍ରହର ସୁଦ୍ଧା ଦିଆ ସରିଲାଣି ୧ କୋଟିରୁ ଊର୍ଦ୍ଧ୍ୱ କରୋନା ଟିକା

ନୂଆଦିଲ୍ଲୀ,୧୭ ।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୧ ତମ ଜନ୍ମଦିନ ଉପଲକ୍ଷେ ଭାରତୀୟ ଜନତା ପାର୍ଟି(ଭାଜପା) ପକ୍ଷରୁ ସେବା ଓ ସମର୍ପଣ ଅଭିଯାନ ଆରମ୍ଭ କରାଯାଇଛି । ଏଥିରେ ଗୋଟିଏ ଦିନ ମଧ୍ୟରେ ଅର୍ଥାତ୍ ଶୁକ୍ରବାର ଦ୍ୱିପ୍ରହର ସୁଦ୍ଧା ୧ କୋଟିରୁ ଊର୍ଦ୍ଧ୍ୱ ଲୋକଙ୍କୁ କରୋନା ଟିକା ଦିଆ ସରିଥିବା ଜଣାପଡିଛି । ଦେଶର ବିଭିନ୍ନ ସ୍ଥାନରେ ଏହି ଟିକାକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ଦ୍ୱିପ୍ରହର ପ୍ରାୟ ୧ଟା ସୁଦ୍ଧା ୧ ଲକ୍ଷ କେନ୍ଦ୍ରରେ କୋଟିଏରୁ ଊର୍ଦ୍ଧ୍ୱ ଲୋକଙ୍କୁ ଟିକା ଲଗାଯାଇଥିବା ସୂଚନା ମିଳିଛି । ଭାଜପା ଦ୍ୱାରା ମୋଦିଙ୍କ ଜନ୍ମଦିନରେ ଆରମ୍ଭ କରାଯାଇଥିବା ଏହି ସେବା ଓ ସମର୍ପଣ କାର୍ଯ୍ୟକ୍ରମ ୨୦ ଦିନ ଧରି ଚାଲିବ । ଅର୍ଥାତ୍ ଏହା ଅକ୍ଟୋବର ୭ ପର୍ଯ୍ୟନ୍ତ ଦେଶର ବିଭିନ୍ନ ଭାଗରେ ଦେଖିବାକୁ ମିଳିବ ।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜ ପ୍ରଣାଳୀରେ ବଡ଼ ଗେମ୍‌ ଖେଳିବ ଭାରତ, ବାଧା ସୃଷ୍ଟି କରିପାରିବେନି ଆମେରିକା-ଇରାନ, ଧଡ଼ାଧଡ଼ ଆସିବ…

ନୂଆଦିଲ୍ଲୀ,୯।୪: ଇରାନ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଭାରତ ଉପସାଗରୀୟ ଅଞ୍ଚଳରେ ଫସି ରହିଥିବା ଏହାର ଜାହାଜ ଏବଂ ନାବିକମାନଙ୍କୁ ସୁରକ୍ଷିତ ଭାବରେ…

ତେଲଙ୍ଗାନାରେ ବର୍ବରତାର ସୀମାପାର୍, ଅଙ୍ଗନୱାଡି ଶିକ୍ଷୟିତ୍ରୀଙ୍କୁ ଗଛରେ ବାନ୍ଧି….

ହାଇଦ୍ରାବାଦ,୯।୪: ତେଲଙ୍ଗାନା ସଙ୍ଗାରେଡ୍ଡି ଜିଲାର କାଙ୍ଗଟି ମଣ୍ଡଳରେ ଅବସ୍ଥିତ ରାସୋଲ ଗାଁରୁ ଅମାନବୀୟ ଘଟଣା ସାମ୍ନାକୁ ଆସିଛି, ଯାହା ସ୍ଥାନୀୟ ଅଞ୍ଚଳରେ ଆଲୋଡନ ସୃଷ୍ଟି କରିଛି ।…

ବିବାହ ଭୋଜିରୁ ଫେରୁଥିବାବେଳେ ଅଘଟଣ: ଜଣେ ମୃତ,୨ ଗୁରୁତର

ମୁନିଗୁଡ଼ା,୯।୪ (ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ଲିଟିଗୁଡା ଛକ ନିକଟରେ ଗୁରୁବାର ଦୁଇ ବାଇକ ମୁହାମୁହିଁ ଧକ୍କା ହୋଇଛି। ଫଳରେ ଘଟଣାସ୍ଥଳରେ ଜଣକର ମୃତ…

ବିଳମ୍ବିତ ରାତିରେ ପୂଜା ପାଆନ୍ତି ମା’ ରକ୍ଷାକାଳୀ, ୬୮ ବର୍ଷ ପୂର୍ବେ ଲୋକେ…

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ୧୯୪୯, ୫୦, ୫୧ ଓ ୫୨ ମସିହାଠାରୁ ଅନେକ ବଙ୍ଗୀୟ ଶରଣାର୍ଥୀ ପରିବାରଙ୍କୁ ଉଭୟ କେନ୍ଦ୍ର…

ପାକିସ୍ତାନର ଗୁମର ଖୋଲିଦେଲେ ଇସ୍ରାଏଲ ରାଷ୍ଟ୍ରଦୂତ: ଉଠାଇଲେ ପ୍ରଶ୍ନ

ନୂଆଦିଲ୍ଲୀ,୯।୪: ଦୁଇ ସପ୍ତାହର ଅସ୍ତ୍ରବିରତି ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଏକ ଚୁକ୍ତି ହୋଇଛି। ପାକିସ୍ତାନ ସଂଘର୍ଷ ବନ୍ଦ କରିବାର ଶ୍ରେୟ ଦାବି କରୁଛି। ଏହି…

ବ୍ୟାଙ୍କରେ ଆକାଉଣ୍ଟ ନ ଥିଲେ ମଧ୍ୟ ନେଇପାରିବେ ଲୋନ୍‌, ଜାଣନ୍ତୁ ପୂରା ବିବରଣୀ

ପ୍ରତ୍ୟେକ ବ୍ୟକ୍ତି ନିଜର ଦୈନନ୍ଦିନ ଆବଶ୍ୟକତା ପୂରଣ କରିବା ପାଇଁ ଲୋନ୍‌ ବା ଋଣ ନିଅନ୍ତି। କେତେବେଳେ ଗାଡ଼ି ପାଇଁ ତ କେତେବେଳେ ଘର ପାଇଁ। ଆଉ…

ଆମେରିକା-ଇରାନ ମଧ୍ୟରେ କିପରି ଯୁଦ୍ଧବିରତି କରାଇଲା ଚାଇନା, ସାମ୍ନାକୁ ଆସିଲା ସେହି ୨୬ ଫୋନ କଲ୍‌ର ରହସ୍ୟ

ବେଜିଂ,୯।୪: ପାକିସ୍ତାନ ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଯୁଦ୍ଧବିରତି ପାଇଁ ମଧ୍ୟସ୍ଥତା କରିବା ପାଇଁ ନିଜକୁ ପିଠି ଥାପୁଡ଼ାଉଛି, କିନ୍ତୁ ଏହାକୁ ହାସଲ କରିବାରେ…

୧୧ ଯାଏ କୁଆପଥର ବର୍ଷା: ୫୦ରୁ ୬୦ କିମି ବେଗରେ ବହିବ ପବନ

ଭୁବନେଶ୍ୱର,୯ା୪(ଅନୁରାଧା ମହାରଣା) – କଟକ, ନୟାଗଡ଼, ଖୋର୍ଦ୍ଧା ସମେତ ରାଜ୍ୟର ବିଭିନ୍ନ ଜିଲାରେ ବୁଧବାର ପ୍ରବଳ ବର୍ଷା ପବନ ସହ କୁଆପଥର ମାଡ଼ ହୋଇଥିଲା। ୫୦ରୁ ୬୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri