ପୁରସ୍କାର ପାଇବା ପରେ ଗ୍ରୀସ ସରକାରଙ୍କୁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ/ଏଥେନ୍ସ,୨୫।୮: ଗ୍ରୀସ ଶୁକ୍ରବାର ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଦ୍ୱିତୀୟ ସର୍ବୋଚ୍ଚ ନାଗରିକ ପୁରସ୍କାର ପ୍ରଦାନ କରିଛି। ଏଥେନ୍ସରେ ଗ୍ରୀସର ରାଷ୍ଟ୍ରପତି କାଟେରିନା ଏନ. ସାକେଲାରାପୋଲୁ ଗ୍ରାଣ୍ଡ କ୍ରସ ଅଫ ଅର୍ଡର ଅଫ ଅନରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସମ୍ମାନିତ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ଏହି ସମ୍ମାନ ପାଇଁ ଗ୍ରୀସକୁ ଧନ୍ୟବାଦ ଜଣାଇଛନ୍ତି। ସେ ଟୁଇଟରରେ ଲେଖିଛନ୍ତି, ମୁଁ ରାଷ୍ଟ୍ରପତି କାଟେରିନା ଏନ, ଗୀସ ସରକାର, ଲୋକଙ୍କୁ ଧନ୍ୟବାଦ ଦେବାକୁ ଚାହୁଁଛି। ଏହା ଗ୍ରୀସବାସୀଙ୍କ ଭାରତ ପ୍ରତି ସମ୍ମାନ ଦର୍ଶାଉଛି।
ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ମୋଦି ଦକ୍ଷିଣ ଆଫ୍ରିକା ଗସ୍ତ ଶେଷ କରି ଶୁକ୍ରବାର ଗ୍ରୀସରେ ପହଞ୍ଚିଛନ୍ତି। ସୋରେ ତାଙ୍କୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଲଟିଲା କୋଇଲା ବୋଝେଇ ଟ୍ରକ୍‌, ଓଡ଼ିଶା-ଆନ୍ଧ୍ର ରାସ୍ତା ଜାମ୍‌

ଗୁଣପୁର,୧୦ା୮(ସୁଜାତା ପାଢ଼ୀ): କୋଇଲା ବୋଝେଇ ଟ୍ରକ୍‌ ଓଲଟିଯିବା ଫଳରେ ଓଡ଼ିଶା ଆନ୍ଧ୍ର ରାସ୍ତା ଦୀର୍ଘ ୬ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଧରି ଜାମ ହୋଇ ରହିଛି। ରବିବାର…

ସରକାରୀ କାର୍ଯ୍ୟକ୍ରମରେ ତାମିଲ ସଙ୍ଗୀତ ଗାନ ବାଧ୍ୟତାମୂଳକ; ତାମିଲନାଡୁ ବିଧାନସଭାରେ ପ୍ରସ୍ତାବ ଉପସ୍ଥାପିତ; ସମର୍ଥନ କଲେ DMK-AIADMK

ଚେନ୍ନାଇ,୧୦।୮: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ସୋମବାର ବିଧାନସଭାରେ ଏକ ପ୍ରସ୍ତାବ ଆଗତ କରିଛନ୍ତି। ଏହି ପ୍ରସ୍ତାବ ଅନୁଯାୟୀ, ରାଜ୍ୟ ସାରା ସରକାରୀ କାର୍ଯ୍ୟ ଆରମ୍ଭରେ…

ଅଧିକ ସମୟ ଭିଡିଓଗେମ୍‌ ଖେଳୁଥିଲେ…

ଭିଡିଓ ଗେମ୍‌ ଖେଳିବା ଆଜିକାଲି ଯୁବପିଢ଼ିଙ୍କର ଏକ ଅଭ୍ୟାସରେ ପରିଣତ ହୋଇଯାଇଛି କହିଲେ ଆଦୌ ଭୁଲ ହେବ ନାହିଁ। ଏହା ମନକୁ ସାମୟିକ ଆନନ୍ଦ ଦେଇଥାଏ। କିନ୍ତୁ…

ବୈଭବ ସୂର୍ଯ୍ୟବଂଶୀଙ୍କ ବୟସକୁ ନେଇ ଏମିତି ବୟାନ ଦେଲେ ବ୍ରେଟ ଲି, ସଭିଏଁ ହୋଇଗଲେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୮: ଯୁବ ଭାରତୀୟ ବ୍ୟାଟ୍ସମ୍ୟାନ ବୈଭବ ସୂର୍ଯ୍ୟବଂଶୀ କମ ବୟସରେ ତାଙ୍କ ଖେଳ ଦ୍ୱାରା କ୍ରିକେଟ ଜଗତର ଦୃଷ୍ଟି ଆକର୍ଷଣ କରିଛନ୍ତି। ଏବେ, ପୂର୍ବତନ ଅଷ୍ଟ୍ରେଲୀୟ ଦ୍ରୁତ…

ଅନ୍ୟ ଗ୍ରହରେ ବସତି ସମସ୍ୟା

ପ୍ରଥମେ ସୌର ଗ୍ରହମାନଙ୍କ ତଥ୍ୟାବଳୀ ସମ୍ପର୍କରେ ଜ୍ଞାତ ହେବା ପ୍ରାସଙ୍ଗିକ ହେବ। ଗ୍ରହଗୁଡିକରେ ବସତି ସ୍ଥାପନ ନେଇ ଅନେକ ଆଲୋଚନା ଚାଲିଛି। ତେବେ ଏ ବିଷୟରେ କେତେକ…

ଗାଜା ଶାନ୍ତି ଯୋଜନାକୁ ଇସ୍ରାଏଲ୍‌ର ପ୍ରତ୍ୟାଖ୍ୟାନ

ଜେରୁଜେଲମ୍‌, ୧୦ା୮: ଗାଜା କିମ୍ବା ଓ୍ବେଷ୍ଟ ବ୍ୟାଙ୍କରେ ପାଲେଷ୍ଟାଇନ୍‌ ରାଷ୍ଟ୍ର ଗଠନ ହୋଇପାରିବ ନାହଁି ବୋଲି ଇସ୍ରାଏଲ୍‌ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ କହିବା ସହ ୧୫-ସୂତ୍ରୀ ଗାଜା…

ମୋଜତାବାଙ୍କ ଭିଡିଓ ଜାରି କଲା ଇରାନ

ତେହରାନ୍‌, ୧୦ା୮: ଇରାନ ସୁପ୍ରିମ ଲିଡର ମୋଜତାବା ଖାମେନେଇଙ୍କ ସ୍ବାସ୍ଥ୍ୟାବସ୍ଥା ଅତ୍ୟନ୍ତ ଗୁରୁତର ଥିବାରୁ ସେ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ନେଇ ଇସ୍ରାଏଲ୍‌ ଗଣମାଧ୍ୟମରେ ଖବର ପ୍ରକାଶ…

ବିଶ୍ୱ ସିଂହ ଦିବସ: ସୁରକ୍ଷା ପାଇଁ ସଚେତନତା ଜରୁରୀ

ପ୍ରତିବର୍ଷ ଅଗଷ୍ଟ ୧୦ରେ ପାଳନ କରାଯାଇଆସୁଛି ‘ବିଶ୍ୱ ସିଂହ ଦିବସ’। ଜଙ୍ଗଲର ରାଜା କୁହାଯାଉଥିବା ସିଂହର ସୁରକ୍ଷା, ବଂଶ ବୃଦ୍ଧି ଏବଂ ସେମାନଙ୍କର ହ୍ରାସ ପାଉଥିବା ବାସସ୍ଥଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri