Advertisement

ଋଷି ସୁନକଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ/ଲଣ୍ଡନ,୨୫ ।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବ୍ରିଟେନର ପ୍ରଧାନମନ୍ତ୍ରୀ ପଦ ସମ୍ଭାଳିବାକୁ ଯାଉଥିବା ଭାରତୀୟ ବଂଶୋଦ୍ଭବ ଋଷି ସୁନକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ମୁଁ ଆପଣଙ୍କ ସହ ବିଶ୍ୱର ଅନେକ ପ୍ରସଙ୍ଗକୁ ନେଇ କାମ କରବାକୁ ଉତ୍ସାହିତ ଅଛି । ଏହାସହ ମୋଦି ରୋଡମ୍ୟାପ ୨୦୩୦ କଥା ବି ଉଠାଇଛନ୍ତି । ସୂଚନାଯୋଗ୍ୟ, ଋଷି ସୁନକଙ୍କୁ ବ୍ରିଟେନର କଞ୍ଜରଭେଟିଭ ପାର୍ଟିର ନେତା ଭାବେ ନିର୍ବାଚିତ କରାଯାଇଛି । କଞ୍ଜରଭେଟିଭ ପାର୍ଟି ଏବେ ଶାସନ କ୍ଷମତାରେ ରହିଛି । ଏଠାରେ ଶାସକ ଦଳର ନେତା ହିଁ ପ୍ରଧାନମନ୍ତ୍ରୀ ହୋଇଥାଆନ୍ତି । ଋଷି ସୁନକଙ୍କୁ ନିର୍ଦ୍ଦେନ୍ଦ୍ୱରେ ପ୍ରଧାନମନ୍ତ୍ରୀ ଭାବେ ନିର୍ବାଚିତ କରାଯାଇଛି ।
ପ୍ରଧାନମନ୍ତ୍ରୀ ଟୁଇଟ କରି ଋଷି ସୁନକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଟୁଇଟରେ ମୋଦି ଲେଖିଛନ୍ତି, ଋଷି ସୁନକଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା! କାରଣ ଆପଣ ବ୍ରିଟେନର ପ୍ରଧାନମନ୍ତ୍ରୀ ହେବାକୁ ଯାଉଛନ୍ତି । ମୁଁ ବିଶ୍ୱର ଅନେକ ପ୍ରସଙ୍ଗକୁ ନେଇ ଆପଣଙ୍କ ସହକ ମିଶି କାମ କରିବା ଓ ରୋଡମ୍ୟାପ ୨୦୩୦କୁ ଲାଗୁ କରିବାକୁ ନେଇ ଉତ୍ସାହିତ ରହିଛି । ବ୍ରିଟିଶ ଭାରତୀୟଙ୍କ ‘ଜୀବନ ସେତୁ’କୁ ଦୀପାବଳୀର ବିଶେଷ ଅଭିନନ୍ଦନ । ଆମେ ଐତିହାସିକ ସମ୍ପର୍କକୁ ଆଧୁନିକ ଭାଗିଦାରୀରେ ପରିଣତ କରିଦେଉଛୁ ।


Enter your email to get our daily news in your inbox.

All Right Reserved By Dharitri.Com

୧୬୫ ଯାତ୍ରୀଙ୍କୁ ନେଇ ଅଟକି ରହିଛି ଥର୍‌ ଏକ୍ସପ୍ରେସ୍‌

ଜୟପୁର,୧୦।୮: ଗତ ଶୁକ୍ରବାର ପାକିସ୍ତାନ ଥର୍‌ ଏକ୍ସପ୍ରେସ୍‌ ଚଳାଚଳକୁ ବନ୍ଦ କରିବା ପରେ ଏବେ ଏଥିରେ ୧୬୫ ଯାତ୍ରୀ ଅଟକି ରହିଥିବା ସୂଚନା ମିଳିଛି। ଏମାନଙ୍କ...

ଭାରତ ଯୋଡ଼ ଯାତ୍ରାରେ ସୋନିଆ ସାମିଲ…

ବେଙ୍ଗାଲୁରୁ,୬।୧୦ : ଦୁଇ ଦିନିଆ ବିରତି ପରେ ଗୁରୁବାର କର୍ନାଟକର ମାଣ୍ଡ୍ୟା ଜିଲାରେ ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ କଂଗ୍ରେସର ଭାରତ ଯୋଡ ଯାତ୍ରା ପୁଣି ଆରମ୍ଭ...

ଗୋଆ ବିଧାନସଭା ନିର୍ବାଚନ: ଭାଜପା ତାଲିକାରେ ନାହିଁ ଉତ୍ପଳ ପାରିକରଙ୍କ ନାଁ, ଏଏପିକୁ କେଜରିୱାଲଙ୍କ ନିମନ୍ତ୍ରଣ

ପଣଜି,୨୦ ।୧: ଗୋଆ ବିଧାନସଭା ଲାଗି ଭାରତୀୟ ଜନତା ପାର୍ଟି(ଭାଜପା) ପ୍ରଥମ ପର୍ଯ୍ୟାୟରେ ୩୪ ଜଣ ପ୍ରାର୍ଥୀଙ୍କର ତାଲିକା ଘୋଷଣା କରିଛି । ହେଲେ ସେଥିରେ...

ସୁନା ଛୁଇଁବା ହେବ ସାତ ସପନ: ମାର୍ଚ୍ଚ-ଏପ୍ରିଲ୍‌ରେ ଟପିବ ୪୫ ହଜାର; ଡିସେମ୍ବରରେ ୫୦ ହଜାର !

ନୂଆଦିଲ୍ଲୀ,୨୦।୨: ଆଗକୁ ସୁନା ଛୁଇଁବା ସାତ ସପନ ପରି ହେବାକୁ ଯାଉଛି। ମାର୍ଚ୍ଚ-ଏପ୍ରିଲ୍‌ରେ ସୁନା ୧୦ ଗ୍ରାମ ପିଛା ଦାମ ୪୫ ହଜାର ଟଙ୍କା ଟପିବାର...

ଆଜିଠାରୁ ଦେଶବ୍ୟାପୀ ଅନ୍ଦୋଳନକୁ ଓହ୍ଲାଇବେ ଡାକ୍ତର, ପ୍ରଭାବିତ ହେବ ଓପିଡି ସେବା

ନୂଆଦିଲ୍ଲୀ,୨୭ ।୧୧: ନିଟ ପିଜି ଅର୍ଥାତ୍ ନ୍ୟାଶନାଲ ଇଲିଜିବିଲିଟି ଏଣ୍ଟ୍ରାନ୍ସ ଟେଷ୍ଟ ପୋଷ୍ଟଗ୍ରାଜୁଏଟ(ନିଟ ପିଜି)କାଉନସିଲିଂ ୨୦୨୧ରେ ବାରମ୍ବାର ହେଉଥିବା ବିଳମ୍ବ ଯୋଗୁ ଫେଡେରେଶନ ଅଫ୍ ରେସିଡେଣ୍ଟ...

୨୦୨୩ କର୍ନାଟକ ବିଧାନସଭା ନିର୍ବାଚନରେ ହିଜାବ୍‌ ହୋଇପାରେ ମୁଖ୍ୟ ପ୍ରସଙ୍ଗ !…

ବେଙ୍ଗାଲୁରୁ,୧୭।୩ : କର୍ନାଟକରେ ୨୦୨୩ରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନରେ ହିଜାବ୍‌ ଏକ ମୁଖ୍ୟ ପ୍ରସଙ୍ଗ ହୋଇପାରେ ବୋଲି ରାଜନୈତିକ ସମୀକ୍ଷକ ମତପୋଷଣ କରୁଛନ୍ତିି।...

ପ୍ରଧାନମନ୍ତ୍ରୀ କ’ଣ, ମୁଁ କିଛି ବି ହେବାକୁ ଚାହୁଁ ନାହିଁ: ନୀତୀଶ

ପାଟନା,୨୪।୮: ଭାଜପା ସହ ମେଣ୍ଟ ଭାଙ୍ଗି ପୁଣି ନୂଆ ସରକାର ଗଢ଼ିବା ପଛରେ ନୀତିଶ କୁମାରଙ୍କ ମହତ୍ତ୍ୱାକାଂକ୍ଷା ଥିବା କୁହାଯାଇଥିଲା। ତାଙ୍କର ପ୍ରଧାନମନ୍ତ୍ରୀ ହେବାର ଅଭିଳାଷ...

ଇମ୍ରାନଙ୍କୁ ହତ୍ୟା କରିବାକୁ ଆସିଥିଲି : ଅଭିଯୁକ୍ତ

ଇସ୍‌ଲାମାବାଦ୍‌,୩।୧୧: ପାକିସ୍ଥାନର ଗୁଜରାନଓ୍ବାଲରେ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କୁ ଗୁଳିମାଡ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଗିରଫ ପରେ ଅଭିଯୁକ୍ତ ଜଣଙ୍କ ପ୍ରତିକ୍ରିୟା ରଖିଛନ୍ତି। ମୁଁ...

Advertisement
Archives

Model This Week