Posted inଜାତୀୟ

ସ୍ୱଦେଶ ଫେରିଲେ ମୋଦି

ନୂଆଦିଲ୍ଲୀ,୫ ।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୩ ଦିନିଆ ୟୁରୋପ ଗସ୍ତ ଶେଷ ହୋଇଛି । ବୁଧବାର ସେ ଏହି ଗସ୍ତ ଶେଷ କରି ଫ୍ରାନ୍ସରୁ ସ୍ୱଦେଶ ଫେରିଛନ୍ତି । ପ୍ୟାରିିସ ଗସ୍ତ ସମୟରେ ମୋଦି ଫ୍ରାନ୍ସର ନବ ନିର୍ବାଚିତ ରାଷ୍ଟ୍ରପତି ଇମ୍ୟାନୁଏଲ ମ୍ୟାକ୍ରନଙ୍କୁ ଭେଟିଥିଲେ । ଏହି ସମୟରେ ପ୍ରତିରକ୍ଷା, ମହାକାଶ ଓ ଅସୈନ୍ୟ ପରମାଣୁ ଓ ଜନତାଙ୍କ ମଧ୍ୟରେ ସମ୍ପର୍କ ସହ କ୍ଷେତ୍ରୀୟ ଓ ବିଭିନ୍ନ ଦ୍ୱିପାକ୍ଷିକ ବିଷୟବସ୍ତୁ ଉପରେ ଚର୍ଚ୍ଚା ହୋଇଥିଲା ।
ଫ୍ରାନ୍ସରୁ ଫେରିବା ପୂର୍ବରୁ ମୋଦି ଟୁଇଟ୍ କରି ଜଣାଇଛନ୍ତି କି ଇମ୍ୟାନୁଏଲଙ୍କ ସହ କିଛି ଗୁରୁତ୍ୱପୂର୍ଣ୍ଣ ବିଷୟରେ ଚର୍ଚ୍ଚା କରିବାର ସୁଯୋଗ ମିଳିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଓକିଲ ସଙ୍ଘର ନିର୍ବାଚନ ସଭାପତି ଉମେଶ, ସମ୍ପାଦକ ରାମଚନ୍ଦ୍ର

ଦାରିଙ୍ଗବାଡ଼ି,୨୯।୩ (ଅରୁଣ ସାହୁ): ଦାରିଙ୍ଗବାଡ଼ି ଓକିଲ ସଙ୍ଘର ନିର୍ବାଚନ ଶନିବାର ବିଧିବଧ ଭାବେ ଅନୁଷ୍ଠିତ ହୋଇଛି। ଚଳିତ ଥର ନିର୍ବାଚନ ଫଳାଫଳ ଅତି ରୋମାଞ୍ଚକର ରହିଥିଲା। କେବଳ…

୧୦୦ ତମ ଭଞ୍ଜ ସଙ୍ଗୀତ ଆସର: ପ୍ରଚାର, ପ୍ରସାର ଲକ୍ଷ୍ୟ ନେଇ…

ଭଞ୍ଜନଗର, ୨୯।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଆନନ୍ଦ ସଙ୍ଗୀତାୟନ ପକ୍ଷରୁ ଭଞ୍ଜ ସଙ୍ଗୀତର ପ୍ରଚାର ପ୍ରସାର ଲକ୍ଷ୍ୟ ନେଇ ଆଜକୁ କିଛି ବର୍ଷ ହେବ ମାସକୁ…

ହର୍ମୁଜକୁ ନେଇ ଇରାନ ସହ ପାକିସ୍ତାନ କଲା ବଡ଼ ଡିଲ୍‌, ତାଟକା ହେଲା ସାରା ବିଶ୍ୱ!

ଇସଲାମାବାଦ,୨୯।୩: ଆମେରିକା ଏବଂ ଇସ୍ରାଏଲ ବିରୋଧରେ ଇରାନର ସଂଘର୍ଷ ବନ୍ଦ କରିବା ପାଇଁ ଚାଲିଥିବା ପ୍ରୟାସ ମଧ୍ୟରେ, ପାକିସ୍ତାନ ଏକ ବଡ଼ କୂଟନୈତିକ ସଫଳତା ହାସଲ କରିଛି।…

କିଏ ଜାଣିଥିଲା ଆଜି ହେବ ଶେଷ ଫେରି: ବାଇକ୍‌ ଉପରେ ମାଡିଗଲା ବାଲି ବୋଝେଇ ହାଇୱା

ଧର୍ମଗଡ଼,୨୯।୩(ଘାସିରାମ ଜଗତ): କଳାହାଣ୍ଡି ଧର୍ମଗଡ-ବୋଡ଼େନ ରାସ୍ତା ବିଅରବାର ନିକଟରେ ରବିବାର ସକାଳୁ  ଦୁର୍ଘଟଣା ଘଟିଛି।  ବାଲି ବୋଝେଇ ହାଇୱା ଧକ୍କାରେ ଜଣେ ଫେରିବାଲାଙ୍କ ମୃତ୍ୟୁ ଘଟିଛି। ମୃତୁ…

ତାରିଣୀ ଛକ ମାର୍କେଟରେ ଅଗ୍ନିକାଣ୍ଡ: ଜଳିଗଲା ୭ଦୋକାନର ଲକ୍ଷାଧିକ…

ଧର୍ମଶାଳା/ବ୍ରହ୍ମବରଦା (ଶିବ ପ୍ରସାଦ ମହାନ୍ତି/ଯଯାତି କେଶରୀ ବେହେରା): ଯାଜପୁର ଜିଲା ବ୍ରହ୍ମବରଦା ଥାନା ତାରିଣୀ ଛକ ମାର୍କେଟରେ ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ପାଖାପାଖି ୭…

ପେଟ୍ରୋଲ ରେଟ୍‌ ଆଗକୁ ବଢିବ କି? ମୋଦି କହିଦେଲେ ସତକଥା…

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇସ୍ରାଏଲ ଏବଂ ଆମେରିକା ଇରାନ ଉପରେ ଆକ୍ରମଣ ଆରମ୍ଭ କଲେ। ପ୍ରତିଶୋଧ ସ୍ୱରୂପ, ଇରାନ ହର୍ମୁଜ…

ଶିକ୍ଷା ବୋଝ ନୁହେଁ, ଆବିଷ୍କାର ଭଳି ଅନୁଭବ ହେବା ଉଚିତ

ପ୍ର- ଶିକ୍ଷା ଶିଳ୍ପର ଜଣେ ପ୍ରମୁଖ ବ୍ୟକ୍ତିତ୍ୱ ଭାବେ ଦେଶରେ ଶିକ୍ଷା କ୍ଷେତ୍ର କେଉଁ ସବୁ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଛି ବୋଲି ଆପଣ ଭାବନ୍ତି? ଉ- ଛାତ୍ରୀଛାତ୍ର…

ପକ୍ଷପାତିତା ଭାର

ଏକ ପରିକଳ୍ପିତ ସ୍ଥିତିର ପରିଣାମ ସମ୍ପର୍କରେ ବିଚାର କରାଯାଉ। କଳ୍ପନା କରନ୍ତୁ ଯେ ଦୁଇଟି ବଡ଼ କ୍ଷେପଣାସ୍ତ୍ର ହ୍ୱାଇଟ୍‌ ହାଉସ ଉପରେ ମାଡ଼ କଲା। ପ୍ରଥମଟି ଏପରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri