Posted inଜାତୀୟ

୫୧ ହଜାର ନିଯୁକ୍ତି ପତ୍ର ବାଣ୍ଟିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୮।୧୦: ଶନିବାର ଦିଲ୍ଲୀରେ ଅନୁଷ୍ଠିତ ଜାତୀୟ ନିଯୁକ୍ତି ମେଳା ଅଧୀନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୫୧ ହଜାର ଯୁବକଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦg କହିଛନ୍ତି, ବର୍ତ୍ତମାନ ଚାକିରି ପାଇବା ସହଜ ହୋଇଛି। ରୋଜଗାର ମେଳାର ଯାତ୍ରା ଏହି ମାସରେ ଏକ ଗୁରୁତ୍ୱପୂର୍ଣ୍ଣ ପର୍ଯ୍ୟାୟରେ ପହଞ୍ଚିଛି। ଗତ ବର୍ଷ ଅକ୍ଟୋବରରେ ଆମେ ଏହି ମେଳା ଆରମ୍ଭ କରିଥିଲୁ । ସେବେଠାରୁ ନିରନ୍ତର ଭାଜପା ଶାସିତ ରାଜ୍ୟଗୁଡ଼ିକ ରୋଜଗାର ମେଳାର ଆୟୋଜନ କରୁଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ଲକ୍ଷ ଲକ୍ଷ ଯୁବକଙ୍କୁ ସରକାରୀ ଚାକିରି ପାଇଁ ନିଯୁକ୍ତି ପତ୍ର ଦିଆଯାଇଛି। ଆଜି ବି ୫୦ ହଜାରରୁ ଅଧିକ ଯୁବକଙ୍କୁ ସରକାରୀ ଚାକିରି ଦିଆଯାଇଛି। ଦୀପାବଳି ପାଇଁ ଆଉ କିଛି ଦିନ ବାକି ଅଛି, କିନ୍ତୁ ନିଯୁକ୍ତି ପତ୍ର ଗ୍ରହଣ କରିଥିବା ୫୦ ହଜାର ଯୁବକଙ୍କ ପରିବାର ପାଇଁ, ଏହି ସୁଯୋଗ ଦୀପାବଳିଠାରୁ କମ୍‌ ନୁହେଁ ।


Enter your email to get our daily news in your inbox.

All Right Reserved By Dharitri.Com

ୟୁରିଆ ଦର ବଢ଼ାଇବାକୁ ପ୍ରସ୍ତାବ; ଚାଷୀଙ୍କୁ ମିଳିପାରେ ସିଧାସଳଖ ସହାୟତା

ନୂଆଦିଲ୍ଲୀ,୩୦।୧: ବଢିବାକୁ ଯାଉଛି ୟୁରିଆ ଦାମ୍। ଦେଶରେ ୟୁରିଆ ସାରର ଅତ୍ୟଧିକ ବ୍ୟବହାର ରୋକିବା ଏବଂ ବଢ଼ୁଥିବା ସବ୍‌ସିଡି ବୋଝକୁ କମ୍ କରିବା ପାଇଁ ଏହାର ଖୁଚୁରା…

ଭାରତୀୟ ମୁଦ୍ରା, ଡଲାର ଖସୁଛି

ନୂଆଦିଲ୍ଲୀ, ୩୦।୧: ଜାନୁଆରୀ ୨୦୨୬ ଶେଷ ଆଡ଼କୁ ଆମେରିକୀୟ ଡଲାର (ୟୁଏସ୍‌ଡି) ଓ ଭାରତୀୟ ମୁଦ୍ରା (ଆଇଏନ୍‌ଆର୍‌) ଉଭୟ ଭିନ୍ନ ଭାବରେ ହ୍ରାସ ପାଇବାରେ ଲାଗିଛି। ଡଲାର…

ଶିଳ୍ପ ଅଭିବୃଦ୍ଧିରେ ସଂଘବାଦ ପ୍ରତିବନ୍ଧକ

ନୂଆଦିଲ୍ଲୀ,୩୦ା୧: ଘରୋଇ ସହାୟକମାନଙ୍କ ନିମନ୍ତେ ଏକ ବିସ୍ତୃତ ଆଇନଗତ ଢାଞ୍ଚା ପ୍ରସ୍ତୁତ କରିବା ସହ ସର୍ବନିମ୍ନ ମଜୁରି ଲାଗୁ କରିବା ପାଇଁ ନିର୍ଦ୍ଦେଶ ଦେବା ଲାଗି ଦାଏର…

ବିରାଟ କୋହଲିଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ବନ୍ଦ, ୨୭ କୋଟିରୁ ଅଧିକ ଥିଲେ ଫୋଲର୍ସ

ନୂଆଦିଲ୍ଲୀ,୩୦।୧: ବିଶ୍ୱର ଷ୍ଟାର କ୍ରିକେଟରମାନଙ୍କ ମଧ୍ୟରୁ ଜଣେ ପୂର୍ବତନ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ଗୁରୁବାର ବିଳମ୍ବିତ ରାତିରେ ହଠାତ୍ ନିଷ୍କ୍ରିୟ ହୋଇଯାଇଛି ।…

ପରିମାଣ ନୁହେଁ, ଗୁଣବତ୍ତାକୁ ଗୁରୁତ୍ୱ ଦେଉଛନ୍ତି ଔଷଧ କମ୍ପାନୀ

ନୂଆଦିଲ୍ଲୀ,୨୯ା୧: ଭାରତୀୟ ଔଷଧ ଶିଳ୍ପଗୁଡ଼ିକ ପରିମାଣଯୁକ୍ତ ଆଭିମୁଖ୍ୟରୁ ମୂଲ୍ୟଯୁକ୍ତ ଆଭିମୁଖ୍ୟକୁ ବଦଳୁଛନ୍ତି। ଜଟିଳ ଜେନେରିକ୍ସ, ବାୟୋସିମିଲାର୍ସ ଉପରେ ଅଧିକ ଗୁରୁତ୍ୱ ଦିଆଯିବା ସହ ଔଷଧ ଶିଳ୍ପ ମୂଲ୍ୟ ଶୃଙ୍ଖଳ…

ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ହୋଇପାରନ୍ତି ସୁନେତ୍ରା, ପ୍ରସ୍ତାବ ଦେବ ଏନ୍‌ସିପି

ମୁମ୍ବାଇ,୩୦।୧: ବିମାନ ଦୁର୍ଘଟଣାରେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ତଥା ଏନ୍‌ସିପି ନେତା ଅଜିତ ପାଓ୍ବାରଙ୍କ ପରଲୋକ ପରେ ଦଳ ମଧ୍ୟରେ କ୍ଷମତା ଲଢ଼େଇ ଆରମ୍ଭ ହୋଇଛି। ଉପମୁଖ୍ୟମନ୍ତ୍ରୀ ପଦ…

ଅସଲି ଟ୍ରେଡିଂ କମ୍ପାନୀର ଫେକ୍‌ ଆପ୍‌, ହ୍ବାଟ୍ସଆପ୍‌ ଗ୍ରୁପ କରି ଲୁଟିଥିଲେ ୯୪.୬୨ ଲକ୍ଷ ଟଙ୍କା; ୩ ଯୁବକଙ୍କୁ ବାନ୍ଧିଲା…

ଦେବଗଡ, ୨୯ା୧ (ଶଶାଙ୍କ ଶେଖର ଝାଙ୍କର): ଅବସର ପ୍ରାପ୍ତ ଜଣେ ସରକାରୀ କର୍ମଚାରୀଙ୍କ ଠାରୁ ୯୪ ଲକ୍ଷ ୬୨ ହଜାର ୪୬୧ ଟଙ୍କା ସାଇବର ଠକେଇ ଅଭିଯୋଗରେ…

ମୋରମ ପାଇଁ ପାହାଡ଼ କାଟିଦେଲା ପୂର୍ତ୍ତ ବିଭାଗ, ବାରିଝୋଲା ଗ୍ରାମବାସୀ…

ରାୟଗଡ଼ା,୨୯।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ପଞ୍ଚାୟତ ଅନ୍ତର୍ଗତ ବାରିଝୋଲା ଗ୍ରାମସ୍ଥିତ ପଦ୍ମାବତୀ ହରିକୁପା ପାହାଡ଼ରୁ ଚାଲିଛି ମୋରମ ଖନନ। ତେବେ ମୋରମ ଖନନ ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri