Posted inଜାତୀୟ

୫୧ ହଜାର ନିଯୁକ୍ତି ପତ୍ର ବାଣ୍ଟିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୮।୧୦: ଶନିବାର ଦିଲ୍ଲୀରେ ଅନୁଷ୍ଠିତ ଜାତୀୟ ନିଯୁକ୍ତି ମେଳା ଅଧୀନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୫୧ ହଜାର ଯୁବକଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦg କହିଛନ୍ତି, ବର୍ତ୍ତମାନ ଚାକିରି ପାଇବା ସହଜ ହୋଇଛି। ରୋଜଗାର ମେଳାର ଯାତ୍ରା ଏହି ମାସରେ ଏକ ଗୁରୁତ୍ୱପୂର୍ଣ୍ଣ ପର୍ଯ୍ୟାୟରେ ପହଞ୍ଚିଛି। ଗତ ବର୍ଷ ଅକ୍ଟୋବରରେ ଆମେ ଏହି ମେଳା ଆରମ୍ଭ କରିଥିଲୁ । ସେବେଠାରୁ ନିରନ୍ତର ଭାଜପା ଶାସିତ ରାଜ୍ୟଗୁଡ଼ିକ ରୋଜଗାର ମେଳାର ଆୟୋଜନ କରୁଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ଲକ୍ଷ ଲକ୍ଷ ଯୁବକଙ୍କୁ ସରକାରୀ ଚାକିରି ପାଇଁ ନିଯୁକ୍ତି ପତ୍ର ଦିଆଯାଇଛି। ଆଜି ବି ୫୦ ହଜାରରୁ ଅଧିକ ଯୁବକଙ୍କୁ ସରକାରୀ ଚାକିରି ଦିଆଯାଇଛି। ଦୀପାବଳି ପାଇଁ ଆଉ କିଛି ଦିନ ବାକି ଅଛି, କିନ୍ତୁ ନିଯୁକ୍ତି ପତ୍ର ଗ୍ରହଣ କରିଥିବା ୫୦ ହଜାର ଯୁବକଙ୍କ ପରିବାର ପାଇଁ, ଏହି ସୁଯୋଗ ଦୀପାବଳିଠାରୁ କମ୍‌ ନୁହେଁ ।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟୁଜିଲାଣ୍ଡ ସିରିଜ୍‌ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଆଶ୍ୱସ୍ତି, ସୁସ୍ଥ ହେଲେ ଏହି ଷ୍ଟାର ବୋଲର

ନୂଆଦିଲ୍ଲୀ,୩।୧୧: ନ୍ୟୁଜିଲାଣ୍ଡ ଗସ୍ତରେ ଭାରତୀୟ ଦଳକୁ ମିଳିଛି ବଡ଼ ଆଶ୍ୱସ୍ତି । ଟିମ୍ ଇଣ୍ଡିଆର ଷ୍ଟାର୍‌ ଦ୍ରୁତ ବୋଲର ପ୍ରସିଦ୍ଧ କୃଷ୍ଣାଙ୍କୁ ତିନୋଟି ଯାକ ଫର୍ମାଟ୍‌ ପାଇଁ…

ରାହୁଲଙ୍କୁ ଅମିତ ଶାହାଙ୍କ ଚ୍ୟାଲେଞ୍ଜ: ସବୁ ପ୍ରସଙ୍ଗରେ ସଂସଦରେ ଆଲୋଚନା….

ନୂଆଦିଲ୍ଲୀ,୩।୧୧ : ସଂସଦରେ ପ୍ରତ୍ୟେକ ପ୍ରସଙ୍ଗରେ ଆଲୋଚନା କରିବାକୁ ମୋଦି ସରକାର ପ୍ରସ୍ତୁତ। ଏଥିରେ SIR ପ୍ରସଙ୍ଗ ମଧ୍ୟ ସାମିଲ ରହିଛି । ଏଥିପାଇଁ ଲୋକସଭାର ବିରୋଧୀ…

ରାଜନୀତିରେ ବଡ଼ ହଲଚଲ! ହଠାତ୍ ଇସ୍ତଫା ଦେଲେ ଏମପି…

ବଡଗାମ,୩ା୧୧: ଶ୍ରୀନଗର ଲୋକସଭା ସାଂସଦ ସୟଦ ଆଗା ରୁହୁଲ୍ଲା ମେହେଦି ମଙ୍ଗଳବାର ନ୍ୟାଶନାଲ କନ୍‌ଫରେନ୍ସ(ଏନ୍‌ସି)ରୁ ଇସ୍ତଫା ଦେଇଛନ୍ତି । ଏଥିସହ ସେ ଏକ ନୂଆ ରାଜନୈତିକ ଦଳ…

ଟିମ୍ ଚୟନକୁ ନେଇ ମୁହଁ ଖୋଲିଲେ ଗିଲ୍, କହିଲେ ମୋ ହାତରେ ଥିଲେ….

ନୂଆଦିଲ୍ଲୀ, ୩।୧୧: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ନଭେମ୍ବର ୪ ତାରିଖ ବୁଧବାରଠାରୁ ୫ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍‌ ଆରମ୍ଭ ହେବାକୁ ଯାଉଛି। ଏହା ପୂର୍ବରୁ…

ମୋଦିଙ୍କୁ ପୁଣି ରାହୁଲଙ୍କ ଚ୍ୟାଲେଞ୍ଜ, କହିଲେ ଡରନ୍ତୁ ନାହିଁ….

ନୂଆଦିଲ୍ଲୀ, ୩।୧୧: ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମଙ୍ଗଳବାର ପୁଣିଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ୍‌ କରିଛନ୍ତି । ପ୍ରଧାନମନ୍ତ୍ରୀଙ୍କୁ ସର୍ବସାଧାରଣରେ ବିତର୍କ ପାଇଁ ଦେଇଥିବା…

ହରଦୀପ ପୁରୀଙ୍କୁ ନେଇ ୩ ବଡ଼ ଆପତ୍ତି ଉଠାଇଲେ ବିଧାୟକ, ରାଜ୍ୟ ସଭା ନାମାଙ୍କନ….

ଭୋପାଳ,୩।୧୧: ମଧ୍ୟପ୍ରଦେଶରେ ରାଜ୍ୟ ସଭା ଉପନିର୍ବାଚନକୁ ନେଇ ରାଜନୈତିକ ମାହୋଲ ସରଗରମ ହୋଇଛି । ଭାଜପା ପ୍ରାର୍ଥୀ ହରଦୀପ ପୁରୀଙ୍କ ନାମାଙ୍କନକୁ ନେଇ ଆପତ୍ତି ଉଠାଇଛି କଂଗ୍ରେସ।…

ନ୍ୟୁଜିଲାଣ୍ଡ ୨୬, ଭାରତ ମାତ୍ର ୧୪! କିୱି ମାଟିରେ ଟିମ୍‌ ଇଣ୍ଡିଆର ରେକର୍ଡ ନିରାଶାଜନକ, ୭ ବର୍ଷ…

ନୂଆଦିଲ୍ଲୀ,୩।୧୧: ନ୍ୟୁଜିଲାଣ୍ଡ ଗସ୍ତରେ ଟି-୨୦ ସିରିଜ୍‌କୁ ୩-୨ରେ ଜିତିଛି ଟିମ୍‌ ଇଣ୍ଡିଆ। ସିରିଜ୍‌ର ପ୍ରଥମ ତିନୋଟି ମ୍ୟାଚ୍‌ରେ ଭାରତୀୟ ବ୍ୟାଟର୍‌ମାନେ କିୱି ବୋଲରଙ୍କୁ ନାକେଦମ୍‌ କରିଥିବା ବେଳେ…

ଧନତେରସ ପୂର୍ବରୁ ଖୁସି ଖବର: ୧ଲକ୍ଷ ୬ ହଜାର ଶସ୍ତା ହେଲା ରୂପା, ବିଶେଷଜ୍ଞ କହିଲେ ଆହୁରି…

ନୂଆଦିଲ୍ଲୀ,୩।୧୧: ଦୀପାବଳିରେ ଏଥର ରୂପାର ଶୁଭ ଉପହାର କିଣିବା ପାଇଁ (ଅଳଙ୍କାର) ବଜାରରେ ବେଶ ଉତ୍ସାହ ଦେଖିବାକୁ ମିଳିଛି। ଗତ କିଛି ମାସ ମଧ୍ୟରେ ରୂପା ଦରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?