ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାରିଟିକୁ ଦାନ କଲେ ପୁରସ୍କାର ରାଶି

ନୂଆଦିଲ୍ଲୀ,୨୭ ।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଗତ ମାସରେ ଲତା ଦିନାନାଥ ମଙ୍ଗେସକର ପୁରସ୍କାରରେ ସମ୍ମାନୀତ କରାଯାଇଥିଲା । ମୁମ୍ବାଇରେ ଏକ ପୁରସ୍କାର ସମାରୋହରେ ମୋଦି ନିଜେ ଏହି ପୁରସ୍କାର ଗ୍ରହଣ କରିଥିଲେ । ସେହି ସମୟରେ ଦେବେନ୍ଦ୍ର ଫଡନବିଶ, ଆଦିତ୍ୟ ଠାକରେ, ରାଜ୍ୟପାଳ ଭଗତ ସିଂ କୋଶିୟାରି ମୋଦିଙ୍କୁ ସ୍ୱାଗତ କରିଥିଲେ । ଏହି ପୁରସ୍କାର ବାବଦକୁ ମିଳିଥିବା ୧ ଲକ୍ଷ ଟଙ୍କାର ଧନରାଶିକୁ ମୋଦି ଏବେ ଚାରିଟିକୁ ଦାନ କରିଦେଇଛନ୍ତି ।
ସଙ୍ଗିତକାର ତଥା ସ୍ୱର୍ଗତ ଲତା ମଙ୍ଗେସକରଙ୍କ ସାନ ଭାଇ ଦିନାନାଥ ମଙ୍ଗେସକର କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ପ୍ରଥମଥର ଲତା ଦିନାନାଥ ମଙ୍ଗେସକର ପୁରସ୍କାରର ନଗଦ ରାଶିଦାନ କରି ଦୟାଳୁ ଓ ଏକ ଉଦାହାର ସୃଷ୍ଟି କଲାଭଳି କାମ କରିଛନ୍ତି । ଆମର ଟ୍ରଷ୍ଟ ଏହାକୁ ପିଏମ କେୟାର୍ସ ଫଣ୍ଡକୁ ଦାନ କରିବାକୁ ନିଷ୍ପତ୍ତି ନେଇଛି ।
ସୂଚନାଯୋଗ୍ୟ, ନରେନ୍ଦ୍ର ମୋଦି ଗାୟିକା ତଥା ଭାରତରନ୍ନ ଲତା ମଙ୍ଗେସକରଙ୍କୁ ନିଜ ଭଉଣୀ ବୋଲି ଭାବନ୍ତି । ଦିଦି ପ୍ରତିବର୍ଷ ପ୍ରଧାନମନ୍ତ୍ରୀଙ୍କୁ ରାକ୍ଷୀ ବାନ୍ଧନ୍ତି । ଏଥର ମୋଦି ଯେତେବେଳେ ଲତା ଦିନାନାଥ ମଙ୍ଗେସକର ପୁରସ୍କାର ଗ୍ରହଣ କଲେ ସେତେବେଳେ ସେ କହିଥିଲେ ଲତା ଦିଦି ମୋତେ ବଡ ଭଉଣୀର ସ୍ନେହ ଦେବା ମୋ ପାଇଁ ବଡ ଗର୍ବର ବିଷୟ । ଏଥର କିନ୍ତୁ ରାକ୍ଷୀ ଆସିବ ଦିଦିଙ୍କ ବିନା ।


Enter your email to get our daily news in your inbox.

All Right Reserved By Dharitri.Com

ଭାଇସ ଆଡମିରାଲ ଦୀନେଶ ତ୍ରିପାଠୀ ହେବେ ପରବର୍ତ୍ତି ନୌସେନା ମୁଖ୍ୟ

ନୂଆଦିଲ୍ଲୀ,୧୯।୪: କେନ୍ଦ୍ର ସରକାର ଉପ-ଆଡମିରାଲ ଦୀନେଶ ତ୍ରିପାଠୀଙ୍କୁ ପରବର୍ତ୍ତୀ ନୌସେନା ମୁଖ୍ୟ ଭାବରେ ନିଯୁକ୍ତ କରିଛନ୍ତି। ସେ ଏପ୍ରିଲ ୩୦ରେ ତାଙ୍କର ନୂତନ ପଦ ଗ୍ରହଣ...

ଲୋକ ସଭା ନିର୍ବାଚନ: ଭୋଟ ବର୍ଜନ କରି ଅନଶନରେ ବସିଲେ ଗ୍ରମାବାସୀ

ନୋଏଡା,୧୯।୪: ଉତ୍ତର ପ୍ରଦେଶରେ ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟର ୮ଟି ଆସନରେ ମତଦାନ ଚାଲିଛି। ଶୁକ୍ରବାର ୮୦ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା ହେବ।...

୨୧ ରାଜ୍ୟର ୧୦୨ ଆସନ ପାଇଁ ଆରମ୍ଭ ହେଲା ମତଦାନ, ମୋଦି କହିଲେ ଗଣତନ୍ତ୍ରର ସବୁଠାରୁ ବଡ ଉତ୍ସବ

ନୂଆଦିଲ୍ଲୀ,୧୯।୪: ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ଶୁକ୍ରବାର ସକାଳୁ ମତଦାନ ଆରମ୍ଭ ହୋଇଛି। ଏହା ସହିତ ବିଶ୍ୱର ବୃହତ୍ତମ ଗଣତନ୍ତ୍ରରେ ନିର୍ବାଚନ ମହା ଉତ୍ସବ...

ଇଭିଏମ୍‌ ମକ୍‌ ପୋଲ୍‌: ଭାଜପାକୁ ଯାଇଛି ଅତିରିକ୍ତ ଭୋଟ

ନୂଆଦିଲ୍ଲୀ,୧୯ା୪(ପି.ଟି.):ଦେଶରେ ଲୋକ ସଭା ନିର୍ବାଚନ ଚାଲିଥିବାବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ୍‌ରେ ଜାଲିଆତି ଅଭିଯୋଗକୁ ନେଇ ବିବାଦ ଲାଗିରହିଛି। ସେଥିପାଇଁ ଭୋଟର ଭେରିଫାଏବଲ୍‌ ପେପର ଅଡିଟ୍‌ ଟ୍ରେଲ୍‌...

ଆଜି ପ୍ରଥମ ପର୍ଯ୍ୟାୟ ଭୋଟ:ଏହିସବୁ ହେଭିଓ୍ବେଟ୍‌ଙ୍କ ହେବ ଭାଗ୍ୟ ନିର୍ଦ୍ଧାରଣ

ନୂଆଦିଲ୍ଲୀ,୧9ା୪(ପି.ଟି.):ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ଶୁକ୍ରବାର ୨୧ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ ଆସନରେ ମତଦାନ ହେବାକୁ ଯାଉଛି। ଏହି ପର୍ଯ୍ୟାୟର ପ୍ରମୁଖ...

ରାମନବମୀରେ ଭାଜପା ହିଂସାକୁ ଉସୁକାଇଥିଲା: ମମତା

କୋଲକାତା,୧୮ା୪: ପଶ୍ଚିମବଙ୍ଗରେ ରାମନବମୀ ପାଳନ ବେଳେ ଭାଜପା ହିଂସାକୁ ଉସୁକାଇଥିଲା ବୋଲି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ଅଭିଯୋଗ କରିଛନ୍ତି। ମୁର୍ଶିଦାବାଦ ଜିଲାରେ ଯେଉଁ ହିଂସାକାଣ୍ଡ...

ଖୁବ ଶୀଘ୍ର ଆଈ ହେବାକୁ ଯାଉଛନ୍ତି ନୀନା ଗୁପ୍ତା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ନୀନା ଗୁପ୍ତାଙ୍କ ଘରକୁ କୁନି ଅତିଥି ଆସିବାକୁ ଆଉ ବେଶୀ ସମୟ ବାକି ନାହିଁ। ଅଭିନେତ୍ରୀଙ୍କ ଝିଅ ମାସାବା ଖୁବଶୀଘ୍ର ମା’...

ଏପ୍ରିଲ ୨୨ରୁ ସ୍କୁଲ ଛୁଟି

କୋଲକାତା,୧୮।୪: ରାଜ୍ୟରେ ଅତ୍ୟଧିକ ଉତ୍ତାପ ପରିସ୍ଥିତିକୁ ଦୃଷ୍ଟିରେ ରଖି ପଶ୍ଚିମବଙ୍ଗ ସରକାର ୨୨ ଏପ୍ରିଲରୁ ସରକାରୀ ଏବଂ ସରକାରୀ ସହାୟତା ପ୍ରାପ୍ତ ବିଦ୍ୟାଳୟରେ ଗ୍ରୀଷ୍ମ ଛୁଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri