Posted inଜାତୀୟ

ନିଜ ଜମି ଦାନ କରିଦେଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହାକୁ ଦେଲେ

ନୂଆଦିଲ୍ଲୀ,୧୧୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁଜରାଟର ରାଜଧାନୀ ଗାନ୍ଧୀନଗରସ୍ଥିତ ତାଙ୍କ ପ୍ଲଟକୁ ନାଦବ୍ରହ୍ମା କଳା କେନ୍ଦ୍ର ପ୍ରତିଷ୍ଠା ପାଇଁ ଦାନ କରିଛନ୍ତି। ଭାରତର ସାଂସ୍କୃତିକ ଐତିହ୍ୟ ପ୍ରତି ତାଙ୍କର ସମ୍ମାନ ଏବଂ ପ୍ରତିବଦ୍ଧତା ପ୍ରକାଶ କରି ପ୍ରଧାନମନ୍ତ୍ରୀ ମୋଦି ଏହି ଜମି ଦାନ କରିଛନ୍ତି। ଏହି ଜମି ପ୍ରଧାନମନ୍ତ୍ରୀ ମୋଦି ଏବଂ ଭାଜପାର ଦିବଙ୍ଗତ ନେତା ଅରୁଣ ଜେଟଲୀଙ୍କୁ ଦିଆଯାଇଥିଲା। ତେବେ ସଂଗୀତ ପରମ୍ପରାକୁ ପ୍ରୋତ୍ସାହିତ ତଥା ସଂରକ୍ଷଣ କରିବା ପାଇଁ ପ୍ରଧାନମନ୍ତ୍ରୀ ମୋଦି ଏହାକୁ ଦାନ କରିଛନ୍ତି।

ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଦାନ କରାଯାଇଥିବା ଜମି ଗାନ୍ଧୀନଗରର ସେକ୍ଟର -୧ରେ ଅବସ୍ଥିତ। ବର୍ତ୍ତମାନ ଏଠାରେ ନାଦବ୍ରହ୍ମା କଳା କେନ୍ଦ୍ର ପ୍ରତିଷ୍ଠା ହେବ। ଏହି ଜମି ମୂଳତଃ ସରକାରଙ୍କ ମାଧ୍ୟମରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ଭାଜପା ନେତା ଅରୁଣ ଜେଟଲୀଙ୍କୁ ହସ୍ତାନ୍ତର କରାଯାଇଥିଲା। ତେବେ ବର୍ତ୍ତମାନ ଏହାକୁ ମାନମନ୍ଦର ଫାଉଣ୍ଡେସନକୁ ହସ୍ତାନ୍ତର କରାଯାଇଛି ଯାହାକି ନାଦବ୍ରହ୍ମା ପ୍ରତିଷ୍ଠାନ ପ୍ରତିଷ୍ଠା ଦାୟିତ୍ୱ ତୁଲାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିର ଦର୍ଶନ ସାରି ଘରକୁ ଫେରୁଥିବାବେଳେ ମାରିଲା ଘଡ଼ଘଡ଼ି: ଆଉ ତା’ପରେ ଘଟିଲା…

ଦେବଗଡ଼,୨୨।୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ବଜ୍ରାଘାତରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ବାରକୋଟ ବ୍ଲକ ବସାଲଇ ଅଞ୍ଚଳ…

ମହିଳାଙ୍କୁ ବଳାତ୍କାର ପୋଲିସ ବାବୁଙ୍କୁ ପଡ଼ିଲା ମହଙ୍ଗା: ଶରଣକୂଳ ଥାନା ପୂର୍ବତନ ଆଇଆଇସି ନିଲମ୍ବିତ

ନୟାଗଡ଼,୨୨।୬(ଲୋକନାଥ ମିଶ୍ର):ନୟାଗଡ଼ ଜିଲା ଶରଣକୂଳ ଥାନାର ପୂର୍ବତନ ଆଇଆଇସି ସୁଜିତ କୁମାର ଦାସ ନିଲମ୍ବିତ। ଆଇଆଇସି ସୁଜିତ ଦାସଙ୍କୁ ନିଲମ୍ବନ କଲେ ଡିଜିପି। ଆଇଆଇସିଙ୍କ ବିରୋଧରେ ଯୌନ…

ଜୁନ ୨୯ରୁ ଶିମିଳିପାଳ ବନ୍ଦ: ଜାଣନ୍ତୁ କାହିଁକି

ବାରିପଦା,୨୨ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନ ପର୍ଯ୍ୟଟକ ଓ ଭ୍ରମଣକାରୀଙ୍କ ନିମନ୍ତେ ଜୁନ ୨୯ରୁ ବନ୍ଦ ରହିବ । ଏନେଇ ଶିମିଳିପାଳ ବ୍ୟାଘ୍ର…

କୋଚିଂ ସେଣ୍ଟରରେ ୧୫ ଛାତ୍ର ଜୀବନ୍ତ ଦଗ୍ଧ ଘଟଣା: ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ଲକ୍ଷ୍ନୌ,୨୨।୬: ଲକ୍ଷ୍ନୌର ଆଲିଗଞ୍ଜ ଅଞ୍ଚଳରେ ଏକ କୋଠାରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ୧୫ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଚାରି ଜଣ ଆହତ ହୋଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି…

IRCTC New Rules: ବଦଳିଲା ତତ୍କାଳ ଟିକେଟ ବୁକିଂ ନିୟମ: ଏବେ ଆଧାର କାର୍ଡ ବିନା ହେବନି କୌଣସି କାମ

ନୂଆଦିଲ୍ଲୀ,୨୨।୬: ଆଜିକାଲି ସମୟରେ ଟ୍ରେନ ଟିକେଟ ମିଳିବା ବହୁତ କଷ୍ଟକର ହୋଇପଡ଼ିଛି। ପର୍ବପର୍ବାଣୀ ସମୟରେ ଯଦି ଘରକୁ ଯିବାକୁ ଥାଏ, ତେବେ ଟିକେଟ ଆଦୌ ମିଳିନଥାଏ। ଏଭଳି…

କୁଲାଡ ଯାଉଥିଲେ ସାଗର, ଧକ୍କା ଦେଲା କାର୍‌: ଆଉ ତା’ପରେ…

ଭଞ୍ଜନଗର,୨୨/୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ସୋମବାର ଅପରାହ୍ନରେ ଏକ ସ୍କୁଟି ସହ କାର ଗାଡି ମଧ୍ୟରେ ମୁହାଁମୁହିଁ ଧକ୍କା…

କୋଚିଂ ସେଣ୍ଟରରେ ଭୟଙ୍କର ଅଗ୍ନିକାଣ୍ଡ: ୧୧ ଛାତ୍ର ଜୀବନ୍ତ ଦଗ୍ଧ

ଲକ୍ଷ୍ନୌ,୨୨।୫: ଲକ୍ଷ୍ନୌର ଆଲିଗଞ୍ଜରେ ଏକ କୋଚିଂ ସେଣ୍ଟରରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏଥିରେ ୧୧ ଜଣ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଅନେକ ଛାତ୍ର କୋଚିଂ ସେଣ୍ଟର…

ଲାଲୁ ଜଣେ ବଡ଼ ଖଳନାୟକ: କାହିଁକି ଏମିତି କହିଲେ ମୁଖ୍ୟମନ୍ତ୍ରୀ

ପାଟନା,୨୨।୬:ବିହାର ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ପୁଣି ଥରେ ରାଷ୍ଟ୍ରୀୟ ଜନତା ଦଳ (RJD) ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ ଏବଂ ତାଙ୍କ ପରିବାରକୁ ଟାର୍ଗେଟ୍‌ କରିଛନ୍ତି। ଲାଲୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri