Posted inଜାତୀୟ

ଆସାମକୁ ୧୪ ହଜାର କୋଟିର ଉପହାର ଦେଲେ ପ୍ରଧାନମନ୍ତ୍ରୀ, ଗୁଆହାଟୀ ଏମ୍ସର କଲେ ଉଦ୍‌ଘାଟନ

ଦିଶପୁର,୧୪।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଆସାମ ଗସ୍ତରେ ଅଛନ୍ତି। ଏହି ଗସ୍ତ ସମୟରେ ରାଜ୍ୟକୁ ୧୪ ହଜାର ୩୦୦ କୋଟି ଟଙ୍କାର ଉପହାର ଦେଇଛନ୍ତି। ଏଥିସହ ଉତ୍ତର-ପୂର୍ବ ଭାରତର ପ୍ରଥମ ଏମ୍ସ ଏବଂ ୩ଟି ମେଡିକାଲ କଲେଜର ଉଦ୍‌ଘାଟନ କରିଛନ୍ତି।

ପ୍ରଧାନମନ୍ତ୍ରୀ କହିଛନ୍ତି , ଗତ ୯ ବର୍ଷ ମଧ୍ୟରେ ଉତ୍ତର ପୂର୍ବର ସଂଯୋଗକୁ ନେଇ ଅନେକ ଆଲୋଚନା ହୋଇଛି। ଆଜି ଯିଏ ଏଠାକୁ ଆସନ୍ତି, ସେ ପ୍ରଶଂସା କରନ୍ତି। ସେ ଆହୁରି କହିଛନ୍ତି,ଏଠାରେ ସାମାଜିକ ଭିତ୍ତିଭୂମି ଉପରେ କାର୍ଯ୍ୟ କରାଯାଇଛି। ଏଥିସହ ଶିକ୍ଷା ଏବଂ ଚିକିତ୍ସା କ୍ଷେତ୍ରରେ ମଧ୍ୟ ଏଠାରେ ଅନେକ କାର୍ଯ୍ୟ କରାଯାଇଛି। ଆଜି ରାଜ୍ୟରେ ଗୋଟିଏ ଏମ୍ସ ଏବଂ ୩ଟି ମେଡିକାଲ କଲେଜର ଉଦ୍‌ଘାଟନ ସୌଭାଗ୍ୟ ପାଇଲି।

 


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

ମୋଦିଙ୍କ ଘର ଆଗରେ ଶୋଇଗଲେ ରାହୁଲ; ଉଠାଇ ନେଲା ପୋଲିସ, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍ ଏବଂ ଛାତ୍ରଛାତ୍ରୀଙ୍କ ଉପରେ ଦିଲ୍ଲୀ ପୋଲିସର ବଳପ୍ରୟୋଗ ବିରୋଧରେ ମଙ୍ଗଳବାର ଦିନ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ କଂଗ୍ରେସ ପକ୍ଷରୁ ଧାରଣା…

ଧାରଣାସ୍ଥଳରୁ ରାହୁଲ କଲେ ବଡ଼ ଘୋଷଣା, ଏବେଠୁ ମୁଁ… ରାଜନୀତିରେ ହଲଚଲ

ନୂଆଦିଲ୍ଲୀ,୨୧।୭: ମଙ୍ଗଳବାର ନିଟ୍ (NEET) ପେପର ଲିକ୍ ମାମଲାରେ କକରୋଚ ଜନତା ପାର୍ଟି ଏବଂ ଦେଶବାସୀଙ୍କ ବିରୋଧ ପ୍ରଦର୍ଶନ ଜାରି ରହିଛି। ଏଥିରେ ଏବେ କଂଗ୍ରେସ ନେତା…

୪ ମାସ ହେଲା ମିଳୁନି ଭତ୍ତା: ଅନ୍ଦୋଳନ ପାଇଁ ସଜବାଜ ହିତାଧିକାରୀ

ଭଞ୍ଜନଗର,୨୧।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକର କିଛି ହିତାଧିକାରୀ ବିଗତ ୪ ମାସ ହେଲା ବକେୟା ଭତ୍ତା ଅର୍ଥ ପାଇ ପାରିନାହାନ୍ତି। ଫଳରେ ଉକ୍ତ ହିତାଧିକାରୀ ମାନେ…

ଆନ୍ଦୋଳନ ଛାଡି ଖାଉଥିଲେ ବର୍ଗର! CJP ନେଲା କାର୍ଯ୍ୟାନୁଷ୍ଠାନ, ସଂଗଠନର ମୁଖପାତ୍ର ପଦରୁ…

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ପାର୍ଟି (CJP) ବିଜେତା ଦହିୟାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ତାଙ୍କୁ ସଂଗଠନର ମୁଖପାତ୍ର ପଦରୁ ହଟାଇ ଦେଇଛି। ଏହାର ସୂଚନା CJP…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri