ଗ୍ରୀସରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦି

ଏଥେନ୍ସ,୨୫।୮: ଦକ୍ଷିଣ ଆଫ୍ରିକାର ଜୋହାନ୍ସବର୍ଗରେ ଅନୁଷ୍ଠିତ ୧୫ ତମ ବ୍ରିକ୍ସ ସମ୍ମିଳନୀ ସମାପ୍ତ ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଗ୍ରୀସରେ ପହଞ୍ଚିଛନ୍ତି। ଏହି ସମୟରେ ସେ ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହେବେ। ଗ୍ରୀସରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଏକ ଆନୁଷ୍ଠାନିକ ସ୍ବାଗତ କରାଯିବ। ଏହା ପରେ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ସହ ବୈଠକ କରିବେ। ଏହା ବ୍ୟତୀତ ସେ ଉଭୟ ଦେଶର ବ୍ୟବସାୟ ସମ୍ପ୍ରଦାୟ ଏବଂ ପ୍ରବାସୀ ଭାରତୀୟଙ୍କୁ ମଧ୍ୟ ଭେଟିବେ।


Enter your email to get our daily news in your inbox.

All Right Reserved By Dharitri.Com

ଛୋଲେ-ଭଟୁରେ ତିଆରି କଲେ ପ୍ରିୟଙ୍କା ଗାନ୍ଧୀ, ସୋସିଆଲ ମିଡିଆରେ ଫଟୋ ସେୟାର କରି ରାହୁଲ କହିଲେ…

ନୂଆଦିଲ୍ଲୀ,୧୩।୯: କଂଗ୍ରେସ ନେତା ତଥା ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ରବିବାର ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଛୋଲେ-ଭଟୁରେର ଏକ ଫଟୋ ସେୟାର କରିଛନ୍ତି…

ଭୋପାଳ-ଦିଲ୍ଲୀ ଏୟାର ଇଣ୍ଡିଆ ବିମାନର ଜରୁରୀ ଅବତରଣ, ଟଳିଲା ବଡ଼ ବିପଦ

ଭୋପାଳ/ନୂଆଦିଲ୍ଲୀ: ଭୋପାଳରୁ ଦିଲ୍ଲୀ ଯାଉଥିବା ଏୟାର ଇଣ୍ଡିଆର ବିମାନ (AI-୧୮୮୬) ଜୟପୁର ବିମାନବନ୍ଦରରେ ଜରୁରୀକାଳିନ ଅବତରଣ କରିଛି। ଉଡ଼ାଣ ସମୟରେ ବିମାନଟିକୁ ଜୟପୁରକୁ ଡାଇଭର୍ଟ କରାଯାଇ ସୁରକ୍ଷିତ…

ଆକାଶ ଆନନ୍ଦଙ୍କ ଉପରେ ପୁଣି ବର୍ଷିଲେ ମାୟାବତୀ, ମୁଁ ଅସୁସ୍ଥ…..

ଲକ୍ଷ୍ନୌ,୧୩।୯: ବହୁଜନ ସମାଜ ପାର୍ଟି (ବିଏସ୍‌ପି) ସୁପ୍ରିମୋ ମାୟାବତୀ ରବିବାର ଗଣମାଧ୍ୟମ ସହ ଆଲୋଚନା କରି ଆକାଶ ଆନନ୍ଦଙ୍କୁ ନେଇ ପୁଣି ବଡ଼ ଅଭିଯୋଗ ଆଣିଛନ୍ତି ।…

ଗୋବିନ୍ଦାଙ୍କ ସହ ସମ୍ପର୍କରେ ତିକ୍ତତା ମଧ୍ୟରେ, ସୁନିତା ଆହୁଜା କରିବାକୁ ଯାଉଛନ୍ତି ଏମିତି କାମ ଯାହାକୁ ନେଇ ଉଠିପାରେ ବିରାଟ ଝଡ଼! କହିଲେ ଗଣେଶ ପୂଜା ସୁଦ୍ଧା…

ମୁମ୍ବାଇ,୧୩।୯: ବଲିଉଡ ଅଭିନେତା ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ମଧ୍ୟରେ ଚାଲିଥିବା ମନୋମାଳିନ୍ୟ ସମ୍ପ୍ରତି ସୋସିଆଲ ମିଡିଆ ଏବଂ ଚଳଚ୍ଚିତ୍ର ଜଗତରେ ଚର୍ଚ୍ଚାର ବିଷୟ…

ଦିନ ଦ୍ୱିପ୍ରହରରେ ବିଚ୍‌ ରାସ୍ତାରେ ସ୍ତ୍ରୀଙ୍କ ବେକ କାଟି ହତ୍ୟା କଲେ ସ୍ବାମୀ

ବାରିପଦା,୧୩ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ବାରିପଦା ଟାଉନ ଥାନା ଅନ୍ତର୍ଗତ ବାଗଡିହା ଛକ ନିକଟରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ସ୍ବାମୀ ତାଙ୍କ ସ୍ତ୍ରୀଙ୍କ ବେକକୁ ଏକ…

ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ: ୧୦୦ ଶଯ୍ୟା ବିଶିଷ୍ଟ ଛାତ୍ରୀ ନିବାସ ଉଦ୍‌ଘାଟନ କରି ବିଧାୟକ କହିଲେ…

ଭଞ୍ଜନଗର,୧୩ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ଜିଲୁଣ୍ଡିପଲ୍ଲୀସ୍ଥିତ ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ଶନିବାର ବିଦ୍ୟାଳୟ ପରିସରରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ…

କେନ୍ଦ୍ର ସରକାରଙ୍କ ବଡ଼ ସୂଚନା, ୧୫ ସେପ୍ଟେମ୍ୱରରୁ ଏମାନଙ୍କୁ ଆଉ ମିଳିବନି LPG ସିଲିଣ୍ଡର!

ନୂଆଦିଲ୍ଲୀ,୧୩।୯: ସରକାର ଏବଂ ତୈଳ କମ୍ପାନୀଗୁଡ଼ିକ ପକ୍ଷରୁ ବୃଦ୍ଧି କରାଯାଇଥିବା ସମୟସୀମା ଅନୁଯାୟୀ, ବର୍ତ୍ତମାନ ୧୪ ସେପ୍ଟେମ୍ୱର ୨୦୨୬ ସୁଦ୍ଧା ଇ-କେୱାଇସି (eKYC) କରିବାକୁ ପଡ଼ିବ। ର୍ନିଦ୍ଧାରିତ…

ଗାଜଲବାଡ଼ି ଘାଟିରେ ବାରମ୍ବାର ଘଟୁଛି ଦୁର୍ଘଟଣା: ଓଲଟିଲା କଣ୍ଟେନର, ସମ୍ପ୍ରସାରଣରେ ବିଳମ୍ବକୁ ନେଇ ତେଜୁଛି ଅସନ୍ତୋଷ

ଦାରିଙ୍ଗବାଡ଼ି/ସୋରଡ଼ା,୧୩ା୯(ଅରୁଣ ସାହୁ/ରଜନୀ ମହାପାତ୍ର): ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ବାରମ୍ବାର ଦୁର୍ଘଟଣା ଘଟୁଛି। ଗୋଟିଏ ସପ୍ତାହରେ ୨ଟି ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?