Posted inଜାତୀୟ

କଂଗ୍ରେସ ସମୟରେ ପାକିସ୍ତାନ ଭାରତର ଛାତି ଉପରେ ଚଢି ନାଚୁଥିଲା: ଏମିତି କାହିଁକି କହିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୪।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ ଏକ ସମୟରେ ପାକିସ୍ତାନ ଭାରତର ଛାତି ଉପରେ ଚଢି ନାଚୁଥିଲା। କିନ୍ତୁ ଯେତେବେଳେ ମୋଦି ନିଷ୍ପତ୍ତି ନେଲେ ଯେ ଭାରତ ଘରେ ପଶି କରି ହତ୍ୟା କରିବ, ଦେଖନ୍ତୁ ଆଜି ଏହାର ଅବସ୍ଥା କ’ଣ ହୋଇଛି। ହିମାଚଳ ପ୍ରଦେଶର ସିରମୈରରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିବାବେଳେ ସେ କଂଗ୍ରେସ ଉପରେ ଆକ୍ରମଣ କରି ଏହାର ସରକାରକୁ ଦୁର୍ବଳ ବୋଲି କହିଛନ୍ତି ମୋଦି। ପ୍ରଧାନମନ୍ତ୍ରୀ କହିଛନ୍ତି , ଶାସନକାଳରେ ଦଳ ବିଶ୍ୱରୁ ସାହାଯ୍ୟ ମାଗୁଥିଲା। ଦେଶରେ ଭାଜପା ସରକାର ଗଠନ ହେବା ନିଶ୍ଚିତ ବୋଲି ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି।

ସାଧାରଣ ସଭାକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ମୋଦି କଂଗ୍ରେସ ଉପରେ କଡ଼ା ଆକ୍ରମଣ କରିଛନ୍ତି। ସେ କହିଛନ୍ତି ଯେ କ୍ଷମତା ପାଇବା ପାଇଁ କଂଗ୍ରେସ ବହୁତ ମିଛ କହିଛି। ପ୍ରଥମ କ୍ୟାବିନେଟରେ କିଛି ଘଟିଲା ନାହିଁ, ବରଂ କ୍ୟାବିନେଟ ହିଁ ଭାଙ୍ଗିଯାଇଥଇଲା। କଂଗ୍ରେସ ଗୋବର ପାଇଁ ଟଙ୍କା ଦେବାକୁ ପ୍ରତିଶ୍ରୁତି ଦେଇଥିଲା। ତାହା ମଧ୍ୟ ଦିଆଯାଇନଥିଲା। ଭୟ କର ନାହିଁ, ଏଗୁଡିକ ଅଧିକ ଦିନ ରହିବ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା କାର୍ଯ୍ୟାଳୟ ନିକଟରୁ ମିଳିଲା ବୋମା! ଖେଳିଲା ଆତଙ୍କ

କୋଲକାତା,୧୬।୬: ପଶ୍ଚିମବଙ୍ଗର କୋଲକାତାଠାରେ ଥିବା ଭାଜପାର କେନ୍ଦ୍ରୀୟ କାର୍ଯ୍ୟାଳୟ ନିକଟରେ ଏକ ବୋମା ଭଳି ଜିନିଷ ଦେଖିବାକୁ ମିଳିଛି। ଏହି ସୂଚନା ପରେ ଘଟଣାସ୍ଥଳରେ ଆତଙ୍କ...

ଆଇଏମଡି ଦେଲା ଖୁସି ଖବର

ନୂଆଦିଲ୍ଲୀ,୧୬।୬: ମୌସୁମୀ ଦେଶରେ ପହଞ୍ଚିଛି ଏବଂ ଦେଶର ଅନେକ ସ୍ଥାନରେ ମୌସୁମୀ ପୂର୍ବରୁ ମଧ୍ୟ ଏହର କାର୍ଯ୍ୟକଳାପ ଆରମ୍ଭ ହୋଇଛି। ତଥାପି ଉତ୍ତରପ୍ରଦେଶ ଏବଂ ରାଜଧାନୀ...

୨୦୨୨ ନିର୍ବାଚନ ପୂର୍ବରୁ ଯୋଗୀଙ୍କୁ ହଟାଇବାକୁ ହୋଇଥିଲା ପ୍ରସ୍ତୁତି! ଏଠାରେ କରାଯାଇଛି ଦାବି

ନୂଆଦିଲ୍ଲୀ,୧୬।୬: ୨୦୨୪ ଲୋକ ସଭା ନିର୍ବାଚନର ଫଳାଫଳ ଭାଜପାକୁ ଏକ ବଡ ଝଟକା ଦେଇଛି। ଦେଶକୁ ସର୍ବାଧିକ ଏମପି ପ୍ରଦାନ କରୁଥିବା ଉତ୍ତରପ୍ରଦେଶରେ ଭାଜପାର ପ୍ରଦର୍ଶନ...

ଚିରାଗ ପାସଓ୍ବାନଙ୍କୁ ନିଜର କ୍ରସ ବୋଲି କହିଲେ ଏହି ଭୋଜପୁରୀ ଅଭିନେତ୍ରୀ

ନୂଆଦିଲ୍ଲୀ,୧୬।୬: ବଲିଉଡ ଅଭିନେତା ତଥା କେନ୍ଦ୍ର ମନ୍ତ୍ରୀ ଚିରାଗ ପାସୱାନଙ୍କ ପ୍ରଶଂସକଙ୍କ ସଂଖ୍ୟା ବୃଦ୍ଧି ପାଉଛି। ସୋସିଆଲ ମିଡିଆରେ ଚିରାଗ ପାସୱାନଙ୍କ ଭିଡିଓଗୁଡ଼ିକ ଭାଇରାଲ ହେବାରେ...

କିଏ ହେବେ ବାଚସ୍ପତି: ରାଜନାଥଙ୍କ ଘରେ ଚାଲିଲା ମନ୍ଥନ

ନୂଆଦିଲ୍ଲୀ,୧୬।୬:ଜୁନ ୨୬ ରେ ଲୋକ ସଭା ବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହେବ। ଏହାର ଦୁଇ ଦିନ ପୂର୍ବରୁ ଅର୍ଥାତ୍‌ ଜୁନ ୨୪ରୁ ଲୋକ ସଭାର ଅଧିବେଶନ...

ଆକ୍ସନ ମୁଡ୍‌ରେ ଅମିତ ଶାହା: ଡାକିଲେ ଉଚ୍ଚସ୍ତରୀୟ ବୈଠକ

ଶ୍ରୀନଗର,୧୬।୬: ନିକଟରେ ଜମ୍ମୁ କଶ୍ମୀରରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ ସରକାର କାର୍ଯ୍ୟାନୁଷ୍ଠାନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା...

‘ଜଷ୍ଟିସ କେଉଁଠି?’ ଆଇଏଏସଙ୍କ ଏମିତି ପ୍ରଶ୍ନର ଉତ୍ତର ହସି ହସି ଦେଇଥିଲେ ସିଜେଆଇ, କହିଥିଲେ, ପଛରୁ ଆସୁଛନ୍ତି

ନୂଆଦିଲ୍ଲୀ,୧୬।୬: ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି (ସିଜେଆଇ) ତାଙ୍କ ସରଳତା ପାଇଁ ଅତ୍ୟନ୍ତ ପ୍ରସିଦ୍ଧ। ତାଙ୍କ ମୁହଁରେ ଅନେକ ସମୟରେ ହସ ଦେଖଇବାକୁ ମିଳିଥାଏ। ସିଜେଆଇଙ୍କ ସହିତ...

ନିଟ୍‌ ପ୍ରସଙ୍ଗରେ ଖୋଲାଖୋଲି ଏମିତି କହିଦେଲେ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ,୧୬।୬: ଚଳିତ ବର୍ଷ ଡାକ୍ତରୀ ପାଠ୍ୟକ୍ରମରେ ନାମଲେଖା ଲାଗି ଅନୁଷ୍ଠିତ ନ୍ୟାଶନାଲ ଏଲିଜିବିଲିଟି କମ୍‌ ଏଣ୍ଟ୍ରାନ୍ସ ଟେଷ୍ଟ (ଏନ୍‌ଇଇଟି)-ୟୁଜି ପରୀକ୍ଷାରେ ପ୍ରଶ୍ନପତ୍ର ଲିକ୍‌ ସହ ବ୍ୟାପକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri