Posted inଜାତୀୟ

ବିପୁଳ ବିଜୟ ପରେ ଏବେ ଫୋକସ୍‌ରେ ଗୁଜରାଟ

ଗାନ୍ଧିନଗର,୧୧।୩: ୟୁପି, ଗୋଆ, ମଣିପୁର ଏବଂ ଉତ୍ତରାଖଣ୍ଡର ନିର୍ବାଚନ ଫଳାଫଳ ଘୋଷଣା ହେବା ପରେ ପ୍ରଧାନମନ୍ତ୍ରୀ ମୋଦି ଗୁଜରାଟରେ ପହଞ୍ଚିଛନ୍ତି। ପାଞ୍ଚଟି ରାଜ୍ୟ ମଧ୍ୟରୁ ଚାରିଟିରେ ବିରାଟ ବିଜୟର ଗୋଟିଏ ଦିନ ପରେ ପ୍ରଧାନମନ୍ତ୍ରୀ ଗୁଜରାଟ ବିଧାନସଭା ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ସେ ଗୁଜରାଟକୁ ଦୁଇ ଦିନିଆ ଗସ୍ତରେ ଅଛନ୍ତି। ଚଳିତ ବର୍ଷ ଶେଷରେ ଏଠାରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏଭଳି ପରିସ୍ଥିତିରେ ପ୍ରଧାନମନ୍ତ୍ରୀ ମୋଦି ଶୁକ୍ରବାର ଏକ ମେଗା ରୋଡ ଶୋ’ ମାଧ୍ୟମରେ ଭାଜପାର ନିର୍ବାଚନ ପ୍ରସ୍ତୁତି ଆରମ୍ଭ କରିଦେଇଛି।
ଏହି କ୍ରମରେ ପ୍ରଧାନମନ୍ତ୍ରୀ ମୋଦି ଅହମ୍ମଦାବାଦରେ ପହଞ୍ଚିଛନ୍ତି। ଏଠାରେ ଥିବା ବିମାନବନ୍ଦରରୁ ସେ ଗାନ୍ଧିନଗର ଭାଜପା କାର୍ଯ୍ୟାଳୟ ‘କମଲମ’ ଅଭିମୁଖେ ବାହାରିଛନ୍ତି। ଏକ ଖୋଲା ଗାଡିରେ ଛିଡା ହୋଇ ପ୍ରଧାନମନ୍ତ୍ରୀ ଲୋକଙ୍କୁ ଅଭିବାଦନ ଜଣାଇଥିଲେ। ଏହି ସମୟରେ ପ୍ରଧାନମନ୍ତ୍ରୀ ମୋଦି ଏକ ଘଣ୍ଟାରେ ପ୍ରାୟ ନଅ କିଲୋମିଟର ଦୂରତା ଅତିକ୍ରମ କରିବେ। ଏହି ରୋଡ ଶୋ’ରେ ଚାରି ଲକ୍ଷରୁ ଅଧିକ ଲୋକ ଅଂଶଗ୍ରହଣ କରିଛନ୍ତି। କରୋନା ଅବଧି ପରେ ଏହା ସବୁଠାରୁ ବଡ ଜନସାଧାରଣ କାର୍ଯ୍ୟକ୍ରମ। ଭାଜପା କାର୍ଯ୍ୟାଳୟରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ସ୍ଥାନୀୟ ନେତାଙ୍କ ସହ ଏକ ବୈଠକ କରିବେ। ସାରେ ସେ ପଞ୍ଚାୟତ ପ୍ରତିନିଧୀଙ୍କୁ ମଧ୍ୟ ସମ୍ବୋଧିତ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri