ଜାପାନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ବିଶ୍ୱର ଏକ ବ୍ରାଣ୍ଡ କହି…

ଟୋକିଓ/ନୂଆଦିଲ୍ଲୀ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାପାନର ରାଜଧାନୀ ଟୋକିଓରେ ପହଞ୍ଚିଛନ୍ତି। ସେଠାରେ ରହୁଥିବା ପ୍ରବାସୀ ଭାରତୀୟଙ୍କ ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କୁ ଭବ୍ୟ ସ୍ବାଗତ କରାଯାଇଛି। ଏଥିସହିତ ପ୍ରବାସୀମାନେ ମୋଦିଙ୍କୁ ବିଶ୍ୱର ଏକ ବ୍ରାଣ୍ଡ କହି ପ୍ରଶଂସା ମଧ୍ୟ କରିଛନ୍ତି। ମୋଦିଙ୍କ ପାଇଁ ବିଶ୍ବରେ ଭାରତୀୟଙ୍କ ପରିଚୟ ବଦଳିଯାଇଛି ବୋଲି ପ୍ରବାସୀ କହିଛନ୍ତି। ୧୫ତମ ଭାରତ-ଜାପାନ ଶିଖର ବୈଠକରେ ଯୋଗଦେବା ପାଇଁ ମୋଦି ଜାପାନ ଗସ୍ତରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାକୁ ବଡ଼ ଝଟକା, ଦଳ ଛାଡ଼ିଲେ ପୁନାଓ୍ବାଲା ହେଲେ କାହିଁକି? ଜାଣନ୍ତୁ ଏହାର ଭିତିରି କଥା

ନୂଆଦିଲ୍ଲୀ,୨୧।୯: ଭାରତୀୟ ଜନତା ପାର୍ଟି (ଭାଜପା)ର ପୂର୍ବତନ ମୁଖପାତ୍ର ଶେହଜାଦ ପୁନାୱାଲାଙ୍କ ଦଳ ଛାଡ଼ିବା ପଛର ପ୍ରକୃତ କାରଣ କ’ଣ ଥିଲା? ସେ ଏହି ବିଷୟରେ ଖୋଲାଖୋଲି…

ନିର୍ବାଚନ ପ୍ରଚାର ସମୟରେ ପ୍ରାର୍ଥୀଙ୍କୁ ହତ୍ୟା, ଦେଖନ୍ତୁ ଛାତିଥରା ଭିଡ଼ିଓ

ଲିମା,୨୧।୯: ପେରୁର ଆଙ୍କାଶ (Ancash) ଅଞ୍ଚଳରେ ଏକ ନିର୍ବାଚନ ପ୍ରଚାର ସମୟରେ ସାମ୍ବାଦିକା ତଥା ଆଞ୍ଚଳିକ ଗଭର୍ଣ୍ଣର ପ୍ରାର୍ଥୀ ସୁସି ଆପୋଣ୍ଟେ ପୋଲୋଙ୍କୁ ଗୁଳି କରି ହତ୍ୟା…

ଗୋରୁ ବୋଝେଇ ପିକଅପ ଜବତ: ୯ ଗୋରୁ ଉଦ୍ଧାର, ୨ ଜଣ ଅଟକ

ପାଟଣା, ୨୧।୯,(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ କର୍ମଚାରୀଙ୍କୁ ବଡ ସଫଳତା ମିଳିଛି। ବିଶସ୍ତ ସୂତ୍ରରୁ ଖବର ପାଇ କେନ୍ଦୁଝର ଡି ଏଫ ଓ…

ବଦଳୁଛି ନିଯୁକ୍ତି ରଣନୀତି: ଛୋଟ ସହରରେ ବଡ଼ ସୁଯୋଗ

ମୁମ୍ବାଇ, ୨୧ା୯ (ପି.ଟି.): ‘ଜିନିୟସ ଏଚ୍‌ଆର୍‌ଟେକ୍‌’ର ରିପୋର୍ଟ ଅନୁଯାୟୀ, ଗତ ଦୁଇ ବର୍ଷ ମଧ୍ୟରେ ୬୯ ପ୍ରତିଶତ ବ୍ୟବସାୟିକ ପ୍ରତିଷ୍ଠାନ ଟାୟାର-୨ ଓ ୩ ସହରଗୁଡ଼ିକରୁ ନିଜ…

ଦେହ ବ୍ୟବସାୟରୁ ବର୍ତ୍ତିବା ପାଇଁ କରାଯାଏ ବାଲ୍ୟ ନିର୍ବନ୍ଧ

ଓ୍ବାଡିଆ,୨୧ା୯: ବାଲ୍ୟ ନିର୍ବନ୍ଧ ନା ଦେହ ବ୍ୟବସାୟ। ଗାଁର ବାଳିକାମାନଙ୍କୁ ଏଭଳି ଏକ କଠିନ ପସନ୍ଦର ସମ୍ମୁଖୀନ ହେବାକୁ ପଡ଼ିଥାଏ। ଯେଉଁଠାରେ ଏହି ଅପମାନଜନକ ନାମକରଣ କୌଣସି…

ସ୍ମୃତିଶକ୍ତି ହ୍ରାସର ୬ ବର୍ଷ ପୂର୍ବରୁ ସୂଚନା ଦେବ ସାଧାରଣ ରକ୍ତ ପରୀକ୍ଷା

ୱାଶିଂଟନ,୨୧ା୯: ମାନସିକ ସ୍ମୃତିଶକ୍ତି ହ୍ରାସ ପାଇବା କିମ୍ବା ଆଲଜାଇମର୍ସ ରୋଗର ଲକ୍ଷଣ ପ୍ରକାଶ ପାଇବାର ବହୁ ବର୍ଷ କିମ୍ବା ଦଶନ୍ଧି ପୂର୍ବରୁ ମାନବ ଶରୀରରେ ଏହାର ଜୈବିକ…

ଆମେରିକା ଗସ୍ତ କରିବେ ସି ଜିନପିଙ୍ଗ, ଚାଇନା ସମ୍ପର୍କରେ ଟ୍ରମ୍ପ କାହିଁକି ନିଜ ନିଷ୍ପତ୍ତି ବଦଳାଇଲେ? ଜାଣନ୍ତୁ…

ଓ୍ବାଶିଂଟନ,୨୧।୯: ଏପରି ଏକ ସମୟ ଥିଲା ଯେତେବେଳେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଇନା ନାମ ନ ନେଇ ଆମେରିକୀୟ ଅର୍ଥନୀତି ଉପରେ ଆଲୋଚନା କରୁ ନଥିଲେ।…

କ୍ଷଣସ୍ଥାୟୀ କରୁଛନ୍ତି କ୍ଷତି

ଭାରତ ନୂଆଦିଲ୍ଲୀଠାରେ ବ୍ରିକ୍ସ ଶିଖର ସମ୍ମିଳନୀ ଆୟୋଜନ କରି ବାହାବା ନେଲା। ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ ଓ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ଗସ୍ତକୁ ବିରାଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?