Posted inଜାତୀୟ

ପ୍ରଧାନମନ୍ତ୍ରୀଙ୍କୁ ସମ୍ମାନୀତ କଲେ ମୁଖ୍ୟମନ୍ତ୍ରୀ, ରାଜ୍ୟକୁ ମିଳିଲା ୭୫୦୦କୋଟିର ଉପହାର

ରାୟପୁର,୭।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଛତିଶଗଡର ରାୟପୁର ଗସ୍ତରେ ଅଛନ୍ତି। ସକାଳ ୧୦ଟା ୪୫ରେ ସେ ରାୟପୁରରେ ପହଞ୍ଚିଛନ୍ତି। ଏହାପରେ ସେ ବିମାନ ବନ୍ଦରରୁ ହେଲିକପ୍ଟର ଯୋଗେ ସାଇନ୍ସ କଲେଜ ଗ୍ରାଉଣ୍ଡ ପହଞ୍ଚିଛନ୍ତି। ଏହି ସମୟରେ ସଡ଼କ ସହ ଜଡିତ ୫ କେନ୍ଦ୍ରୀୟ ପରିଯୋଜନାକୁ ପ୍ରଧାନମନ୍ତ୍ରୀ ଲଞ୍ଚ କରିଛନ୍ତି। ଏଥିରେ ରାଜ୍ୟବାସୀଙ୍କୁ ପ୍ରାୟ ୭୫୦୦ କୋଟିର ଉପହାର ମିଳିଛି। ଏହିସବୁ ପରିଯୋଜନାର ଶୁଭାରମ୍ଭ କରି ମୋଦି ଏକ ସଭାକୁ ସମ୍ବୋଧିତ କରିଛନ୍ତି। ସେ କହିଛନ୍ତି, ଛତିଶଗଡରେ ଭିତ୍ତିଭୁମି ବିକାଶ ତଥା ରାଜ୍ୟର ଅଗ୍ରଗତିକୁ ତ୍ୱରାନ୍ବିତ କରିବ।
ଏହି ଅବସରରେ ଛତିଶଗଡ ମୁଖ୍ୟମନ୍ତ୍ରୀ ଭୁପେଶ ବାଘେଲ ମଞ୍ଚ ଉପରେ ମୋଦିଙ୍କୁ ସମ୍ମାନୀତ କରିଛନ୍ତି। ଏହି ସମୟରେ ମଞ୍ଚ ଉପରେ ପୂର୍ବତନ ମୁଖ୍ୟମନ୍ତ୍ରୀ ରମଣ ସିଂ ଓ ଭାଜପାର ଅନ୍ୟ ବରିଷ୍ଠ ନେତା ବି ଉପସ୍ଥିତ ଥିଲେ।
ସୂଚନାଯୋଗ୍ୟ, ଛତିଶଗଡର ମୁଖ୍ୟମନ୍ତ୍ରୀ ଭୁପେଶ ବାଘେଲ ହେଲିକପ୍ଟରରୁ ଓହ୍ଲାଇବା ମାତ୍ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସ୍ବାଗତ କରିଛନ୍ତି। ଏହାର କିଛି ଫଟୋ ମୁଖ୍ୟମନ୍ତ୍ରୀ ବାଘେଲ ତାଙ୍କ ଟୁଇଟର ହ୍ୟାଣ୍ଡେଲରେ ଶେୟାର କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମାତା କୌଶଲ୍ୟା ଏବଂ ପ୍ରଭୁ ରାମଙ୍କ ରାଜ୍ୟକୁ ସ୍ବାଗତ କରିଛନ୍ତି ବୋଲି ଟୁଇଟ କରି ଲେଖିଛନ୍ତି।
ରମଣ ସିଂ ଟୱିଟ କରି ଲେଖିଛନ୍ତି ଯେ ଛତିଶଗଡର ଏହି ପବିତ୍ର ରାଜ୍ୟକୁ ଆମେ ଆପଣଙ୍କୁ ସ୍ବାଗତ କରୁଛୁ।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ଦୀପାବଳି ପୂର୍ବରୁ କର୍ମଚାରୀ, ପେନସନଭୋଗୀଙ୍କୁ ବଡ଼ ଉପହାର ଦେଲେ ସରକାର: ବଢିଲା…

ନୂଆଦିଲ୍ଲୀ,୧।୧୦: କେନ୍ଦ୍ରୀୟ କର୍ମଚାରୀମାନେ ଅଷ୍ଟମ ବେତନ କମିଶନର ସୁପାରିସକୁ ବେଶ ଉତ୍ସୁକତାର ସହ ଅପେକ୍ଷା କରିଛନ୍ତି। ଏହାରି ମଧ୍ୟରେ ଦୀପାବଳି ପୂର୍ବରୁ ବିଭିନ୍ନ ରାଜ୍ୟ ସରକାର ନିଜ…

ଆରାଧନାଙ୍କୁ ମିଳିପାରେ ଗୁରୁ ଦାୟିତ୍ୱ; ଅଜୟ ରାୟଙ୍କୁ ମିଳିପାରେ ଛୁଟି

ନୂଆଦିଲ୍ଲୀ,୧।୧୦: ମିଳିଥିବା ସୂତ୍ର ଅନୁଯାୟୀ, ଆରାଧନା ମିଶ୍ର ୟୁପି (ଉତ୍ତର ପ୍ରଦେଶ) କଂଗ୍ରେସର ରାଜ୍ୟ ସଭାପତି ହୋଇପାରନ୍ତି। ଉତ୍ତର ପ୍ରଦେଶରେ ଆଗାମୀ ବର୍ଷ ହେବାକୁ ଥିବା ବିଧାନସଭା…

ରୁଷିଆ ଯାତ୍ରା କରୁଥିବା ବ୍ୟକ୍ତିଙ୍କ ପାଇଁ MEA ପକ୍ଷରୁ ଆଡଭାଇଜରୀ ଜାରି; କୁହାଯାଇଛି ଯେ, ‘ରିପୋର୍ଟରୁ ଜଣାପଡ଼ୁଛି ଯେ…’

ନୂଆଦିଲ୍ଲୀ,୧।୧୦: ଭାରତ ସରକାର ରୁଷିଆ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ଆଡଭାଇଜରୀ ଜାରି କରିଛନ୍ତି। ଗୁରୁବାର ‘ଏକ୍ସ’ (X) ରେ ଏକ ପୋଷ୍ଟ ମାଧ୍ୟମରେ ବୈଦେଶିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?