Posted inଜାତୀୟ

୯୧ ଏଫ୍‌ଏମ ଟ୍ରାନ୍ସମିଟର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୮।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ଶୁକ୍ରବାର ୧୮ ରାଜ୍ୟ ଓ ୨ କେନ୍ଦ୍ରଶାସିତ ଅଞ୍ଚଳର ୮୪ଟି ଜିଲାରେ ୯୧ ଏଫ୍‌ଏମ ଟ୍ରାନ୍ସମିଟରର ଉଦ୍‌ଘାଟନ କରିଛନ୍ତି। ଏହା ସୀମା ଅଞ୍ଚଳ ଏବଂ ଆକାଂକ୍ଷା ଜିଲାଗୁଡିକର ଏଫ୍‌ଏମ ଟ୍ରାନ୍ସମିଟରର ସେବାକୁ ବଢାଇବ। ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଛନ୍ତି, ଆଜି ଅଲ ଇଣ୍ଡିଆ ରେଡିଓର ଏଫ୍‌ଏମ ସେବାର ଏହି ବିସ୍ତାର ଅଲ ଇଣ୍ଡିଆ ଏଫ୍‌ଏମ ହେବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ। ତେବେ ଏଫ୍‌ଏମ ଟ୍ରାନ୍ସମିଟର ସ୍ଥାପନ ହୋଇଥିବା ଅନ୍ୟ ରାଜ୍ୟଗୁଡ଼ିକ ହେଲା ବିହାର, ଝାଡଖଣ୍ଡ, ପଶ୍ଚିମବଙ୍ଗ, ଓଡ଼ିଶା, ଆସାମ, ମେଘାଳୟ, ନାଗାଲାଣ୍ଡ, ହରିୟାଣା, ରାଜସ୍ଥାନ, ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ, ତେଲେଙ୍ଗାନା, କେରଳ, ଛତିଶଗଡ଼, ଗୁଜରାଟ, ମଧ୍ୟପ୍ରଦେଶ, ମହାରାଷ୍ଟ୍ର ଓ ଲଦାଖ।

ପ୍ରଧାନମନ୍ତ୍ରୀ କହିଛନ୍ତି, ଭାରତ ଏହାର ସାମର୍ଥ୍ୟର ସମ୍ପୂର୍ଣ୍ଣ ଉପଯୋଗ କରିବାରେ ସକ୍ଷମ ହେବା ଆବଶ୍ୟକ। ଆଜି ଭାରତର ପ୍ରତ୍ୟେକ ଗାଁକୁ ଅପ୍ଟିକାଲ ଫାଇବର ବିତରଣ କରାଯାଉଛି। ଉଭୟ ମୋବାଇଲ ଏବଂ ମୋବାଇଲ ତଥ୍ୟର ମୂଲ୍ୟ ଏତେ ହ୍ରାସ ପାଇଛି ଯେ ଏହା ‘ଏକ୍ସେସ ଅଫ ଇନଫରମେଶନ’ କୁ ସହଜ କରିଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୀବନ ହାରିଲେ କୁମକୁମ୍ ଭାଗ୍ୟର ଅଭିନେତ୍ରୀ, ୨୨ ବର୍ଷରେ….

“କୁମକୁମ ଭାଗ୍ୟ” ରେ ତାଙ୍କ ଭୂମିକା ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ ହୋଇଛି । ସେ ନାଲାସୋପାରାରେ ତାଙ୍କ ବାସଭବନରେ ଆତ୍ମହତ୍ୟା କରିଛନ୍ତି।…

ଇରାନ ସହ ଡିଲ୍‌ରେ ପାକିସ୍ତାନର ଲଟେରୀ! ଟ୍ରମ୍ପ ଦେବେ ବଡ଼ ପ୍ୟାକେଜ୍‌, ଜାଣନ୍ତୁ କଣ

ଇସଲାମବାଦ,୧୫।୬: ଆମେରିକା ଏବଂ ଇରାନ ମଧ୍ୟରେ ଦୀର୍ଘ ଦିନ ଧରି ଚାଲିଥିବା ଉତ୍ତେଜନା ଏବେ କମିବା ପରି ମନେ ହେଉଛି । ଦୁଇ ରାଷ୍ଟ୍ର ମଧ୍ୟରେ ଏକ…

ପୋଡାମରାଇ-ଆଳକଣା ପୋଷ୍ଟ ଅଫିସରେ ମହାଘୋଟାଲା ଆଶଙ୍କା! ପୋଷ୍ଟମାଷ୍ଟର ନିଖୋଜ, ଡାକଘର ଆଗରେ ଜମାକାରୀ….

ଆଳି,୧୫।୬(ବନମାଳୀ ସେନାପତି ): କେନ୍ଦ୍ରାପଡ଼ା ଜିଲା ଆଳି ପୋଷ୍ଟଅଫିସ ଅଧୀନରେ ଥିବା ପୋଡାମରାଇ -ଆଳକଣା ଶାଖା ଡାକଘରେ ତାଲା ଝୁଲାଇ ଦେଇ ଫେରାର ହୋଇ ଯାଇଛନ୍ତି ପୋଷ୍ଟମାଷ୍ଟର…

ଅଶୋଧିତ ତୈଳ ମୂଲ୍ୟ ହ୍ରାସ:ଆମେରିକା-ଇରାନ ଚୁକ୍ତି ପରେ ପ୍ରଥମ ଜାହାଜ ଭାବେ ହର୍ମୁଜ ଛାଡ଼ିଲା ‘ଦିଶା’

ଓ୍ବାଶିଂଟନ,୧୫।୬: ପାକିସ୍ତାନ ଏବଂ କତାର ମଧ୍ୟସ୍ଥତା ମାଧ୍ୟମରେ ଶେଷରେ ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି ଚୁକ୍ତିନାମା ହୋଇଛି। ବିବାଦ ଯୋଗୁ ମାସ ମାସ ଧରି…

ଆମେରିକା-ଇରାନ ମଧ୍ୟରେ ଶାନ୍ତି ଚୁକ୍ତିକୁ ଭାରତର ସ୍ବାଗତ: ପ୍ରଧାନମନ୍ତ୍ରୀ ମୋଦି କହିଲେ, ମୁଁ ଏହି ଚୁକ୍ତିକୁ…

ନୂଆଦିଲ୍ଲୀ,୧୫।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଶାନ୍ତି ଚୁକ୍ତିକୁ ସ୍ବାଗତ କରିଛନ୍ତି। ଏହି ଚୁକ୍ତି ଏହି ଅଞ୍ଚଳରେ ଶାନ୍ତି ଏବଂ ସ୍ଥିରତା…

ପୋଖରୀର ଦୂଷିତ ପାଣି ପିଉଛନ୍ତି ଗ୍ରାମବାସୀ

ମହାକାଳପଡ଼ା,୧୫ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟ୍‌ଛେଲା ଗ୍ରାମରେ ପାନୀୟ ଜଳ ସଙ୍କଟ ଦେଖାଦେଇଛି। ମହିଳାମାନେ ପାନୀୟଜଳ ସମସ୍ୟା ଯୋଗୁ ଗଡ଼ିଆ, ପୋଖରୀର…

ଆମେରିକା-ଇରାନ ଚୁକ୍ତି ଭାରତର ବଲ୍ଲେ-ବଲ୍ଲେ: ପାଇବ ସର୍ବାଧିକ ଲାଭ

ନୂଆଦିଲ୍ଲୀ,୧୫।୬: ମାସ ମାସର ସଂଘର୍ଷ ପରେ, ଶେଷରେ ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି ଚୁକ୍ତିନାମା ହୋଇଛି। ଡୋନାଲ୍ଡ ଟ୍ରମ୍ପ ଏବଂ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଶେହବାଜ…

ସର୍ଟସର୍କିଟ୍‌ରୁ ଅଗ୍ନିକାଣ୍ଡ: ୩ ବଖରା ଘର ଜଳିପୋଡ଼ି ଛାରଖାର

ତିହିଡି,୧୫।୬(କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନସ୍ଥ କୋଠାର ପଞ୍ଚାୟତର ମହନ୍ତ ସାହିରେ ସୋମବାର ଏକ ଅଭାବନୀୟ ଅଗ୍ନିକାଣ୍ଡ ଘଟିଛି। ଗ୍ରାମର ସୁବାସ ଚନ୍ଦ୍ର ସେଠୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri