Posted inଜାତୀୟ

‘ଭାରତର ଜି-୨୦ ଅଧ୍ୟକ୍ଷତାରୁ ଅନେକ ସକରାତ୍ମକ ପ୍ରଭାବ, କିଛି ମୋ ହୃଦୟର ବହୁତ ନିକଟତର’, ମୋଦି

ନୂଆଦିଲ୍ଲୀ,୩।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମାଚାର ଏଜେନ୍ସି ପିଟିଆଇକୁ ଏକ ଏକ୍ସକ୍ଲୁସିଭ ଇଣ୍ଟରଭ୍ୟୁ ଦେଇଛନ୍ତି। ଏହା ଏମିତି ସମୟରେ ଆସିଛି, ଯେତେବେଳେ ଅଗାମୀ ୯-୧୦ ସେପ୍ଟେମ୍ବରରେ ନୂଆଦିଲ୍ଲୀରେ ଜି-୨୦ ଦେଶର ବୈଠକ ହେବାକୁ ଯାଉଛି। ଏହା ବ୍ୟତୀତ କେନ୍ଦ୍ର ୧୮-୨୨ସେପ୍ଟେମ୍ବର ମଧ୍ୟରେ ସଂସଦର ଏକ ସ୍ବତନ୍ତ୍ର ଅଧିବେଶନ ଡାକିଛି।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପିଟିଆଇକୁ ଦେଇଥିବା ଏକ ସ୍ବତନ୍ତ୍ର ସାକ୍ଷାତକାରରେ କହିଛନ୍ତି, ଭାରତର ଜି -୨୦ ଅଧ୍ୟକ୍ଷତାରୁ ଅନେକ ସକାରାତ୍ମକ ପ୍ରଭାବ ପଡିଛି, ସେଥିମଧ୍ୟରୁ କିଛି ମୋ ହୃଦୟର ନିକଟତର ବୋଲି ସେ କହିଛନ୍ତି।
ସେ ଆହୁରି ମଧ୍ୟ କହିଛନ୍ତି, ବିଶ୍ୱ ଜିଡିପି କେନ୍ଦ୍ରିକ ଦୃଷ୍ଟିକୋଣ ବର୍ତ୍ତମାନ ମାନବ-କେନ୍ଦ୍ରିକରେ ପରିବର୍ତ୍ତନ ହେଉଛି। ଭାରତ ଏଥିରେ ଏକ ଅନୁକ୍ରମଣିକା ଭୂମିକା ଗ୍ରହଣ କରୁଛ। ସେ କହିଛନ୍ତି, ସବକା ସାଥ, ସବକା ବିକାଶ ମଧ୍ୟ ବିଶ୍ୱ କଲ୍ୟାଣ ପାଇଁ ମାର୍ଗଦର୍ଶିକା ହୋଇପାରେ।
ସାକ୍ଷାତକାର ସମୟରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଯେ ୨୦୪୭ ସୁଦ୍ଧା ଭାରତ ଏକ ବିକଶିତ ରାଷ୍ଟ୍ରରେ ପରିଣତ ହେବ। ଦୁର୍ନୀତି, ଜାତିବାଦ ଏବଂ ସାମ୍ପ୍ରଦାୟିକତା ଆମର ଜାତୀୟ ଜୀବନରେ ସ୍ଥାନ ପାଇବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ସ୍ବାଧୀନତା ଦିବସରେ ଲାଲ୍‌କିଲ୍ଲାରେ ପ୍ରଥମଥର ଘଟିବ ଏମିତି: ଘୋଷଣା କଲେ ସରକାର

ନୂଆଦିଲ୍ଲୀ, ୧୦ା୮:ଆସନ୍ତା ୧୫ ତାରିଖ ସ୍ବାଧୀନତା ଦିବସ ପାଳନ ବେଳେ ଦିଲ୍ଲୀର ଲାଲ୍‌କିଲ୍ଲାରେ ପ୍ରଥମ ଥର ପାଇଁ ଜାତୀୟ ଗାନ ‘ବନ୍ଦେ ମାତରମ୍‌’ ଗାୟନ କରାଯିବ। ୨୦୪୭…

ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ: ଜାଣନ୍ତୁ କିଏ କେଉଁଠି ଉତ୍ତୋଳନ କରିବେ ପତାକା

ଭୁବନେଶ୍ୱର,୧୦।୮:ସ୍ବାଧୀନତା ଦିବସରେ କିଏ କେଉଁଠାରେ ପତାକା ଉତ୍ତୋଳନ କରିବେ ସେନେଇ ରାଜ୍ୟ ସରକାରଙ୍କ ତାଲିକା ପ୍ରକାଶ ପାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜଧାନୀର ରାଜ୍ୟସ୍ତରୀୟ ସ୍ବାଧୀନତା…

୩ ନାବାଳିକାଙ୍କୁ ଆନ୍ଧ୍ରପ୍ରଦେଶ ନେଉଥିଲେ ଦଲାଲ: ମାଡ଼ିବସିଲା ଶିଶୁ ସୁରକ୍ଷା ବିଭାଗ

ଛତ୍ରପୁର,୧୦।୮(ଦିଲ୍ଲୀପସାମଲ/ଦ୍ୱାରିକା ପଟ୍ଟନାୟକ): ଆନ୍ଧ୍ରପ୍ରଦେଶର ଗୁଡ଼ିୱାଡା ଅଞ୍ଚଳର ଏକ ଚିଙ୍ଗୁଡ଼ି ଫ୍ୟାକ୍ଟ୍ରିରେ କାମ କରିବା ପାଇଁ ଚାଲାଣ ହେଉଥିବା ୩ ଜଣ ନାବାଳିକାଙ୍କୁ ଛତ୍ରପୁର ରେଳ ଷ୍ଟେଶନରୁ ଉଦ୍ଧାର…

ନକଲି ଆଇଏଏସ୍‌ ଅଫିସର ଗିରଫ

ନୂଆଦିଲ୍ଲୀ, ୧୦ା୮: ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଅଜିତ ଡୋଭାଲଙ୍କ ଗୁପ୍ତ ଏଜେଣ୍ଟ ବୋଲି ପରିଚୟ ଦେଉଥିବା ଜଣେ ନକଲି ଆଇଏଏସ୍‌ ଅଫିସରଙ୍କୁ ପୋଲିସ ସୋମବାର ଗିରଫ…

ଶକ୍ତିଶାଳୀ ଭୂକମ୍ପ ଅନୁଭୂତ: ଭୟରେ ଘର ଛାଡ଼ି ପଳାଇଲେ ଲୋକେ

ବୋଗୋଟା, ୧୦।୮: ପଶ୍ଚିମ କୋଲମ୍ବିଆରେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହା ୭.୬ ତୀବ୍ରତାର ଏହି ଭୂକମ୍ପ ଯୋଗୁ ଆମେରିକୀୟ ଦେଶ କୋଲମ୍ବିଆ ଏବଂ ଏହାର…

ବଡ଼ ଯା’ ହତ୍ୟା ମାମଲା: ସାନ ଯା’ ନିର୍ଦ୍ଦୋଷରେ ଖଲାସ

ଭଞ୍ଜନଗର,୧୦।୮(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବିଞ୍ଜିଗିରି ଗ୍ରାମର ବଡ ଯାଆ ସଙ୍ଗୀତା ସାଇଁଙ୍କୁ ତାଙ୍କ ସାନ ଯା’ ଅମି ସାଇଁ ଯୋଜନାବଦ୍ଧ ଭାବେ ଗତ…

ମହିଳାଙ୍କୁ ମିଳିବ ଗୋଟିଏ ବର୍ଷ ପାଇଁ ମାଗଣା ମୋବାଇଲ ରିଚାର୍ଜ! ଶେଷରେ ମୋଦି ସରକାର ଦେଲେ ସଫେଇ

ନୂଆଦିଲ୍ଲୀ,୧୦।୮: ସୋସିଆଲ ମିଡିଆରେ ଅନେକ ଫଟୋ ଏବଂ ଭିଡିଓ ପ୍ରାୟତଃ ଭାଇରାଲ ହୁଏ। ଏଥିରେ ପ୍ରାୟତଃ ସରକାରୀ ଘୋଷଣା ଏବଂ ଯୋଜନା ବିଷୟରେ ସୂଚନା ଥାଏ। ଏହି…

ପଛକୁ ପଛ ଲଘୁଚାପ: ଏହି ସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ଓଡ଼ିଶାକୁ ଜାରି ହେଲା…

ଭୁବନେଶ୍ୱର,୧୦।୮: ରାଜ୍ୟରେ ଜାରି ରହିଛି ବର୍ଷାର ପ୍ରଭାବ। ଏହାରି ମଧ୍ୟରେ ଆସୁଛି ଆଉ ଏକ ଲଘୁଚାପ। ଅଗଷ୍ଟ ୧୨ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri