Posted inଜାତୀୟ

ମୋଦିଙ୍କ ଦୀପାବଳି ଭେଟି, ୭୫ ହଜାର ନବ ନିଯୁକ୍ତ କର୍ମୀଙ୍କୁ ମିଳିଲା ନିଯୁକ୍ତ ପତ୍ର

ନୂଆଦିଲ୍ଲୀ,୨୨ ।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ରୋଜଗାର ମେଳାର ଶୁଭାରମ୍ଭ କରିଛନ୍ତି । ୧୦ ଲକ୍ଷ କର୍ମୀଙ୍କ ପାଇଁ ଏହି ରୋଜଗାର ମେଳାର ଆରମ୍ଭ କରାଯାଇଛି । ମୋଦି ଭିଡିଓ କନଫରେନସିଂ ଜରିଆରେ ରୋଜଗାର ମେଳାର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ମୋଦି ୭୫ ହଜାର ଯୁବବର୍ଗଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି ।
ପ୍ରଧାନମନ୍ତ୍ରୀ ତାଙ୍କ ସମ୍ବୋଧନରେ କହିଛନ୍ତି, ଗତ ୮ ବର୍ଷ ମଧ୍ୟରେ ଦେଶରେ ରୋଜଗାର ଓ ସ୍ୱରୋଜଗାରର ଯେଉଁ ଅଭିଯାନ ଚାଲିଛି ଆଜି ସେଥିରେ ଆଉ ଏକ ଅଧ୍ୟାୟ ଯୋଡି ହୋଇଗଲା । ଏହା ହେଉଛି ରୋଜଗାର ମେଳା । ଆଜି କେନ୍ଦ୍ର ସରକାର ୭୫ ହଜାର ଯୁବବର୍ଗଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରୁଛନ୍ତି ।

ମୋଦି ଆହୁରି ମଧ୍ୟ କହିଛନ୍ତି, ବିକଶିତ ଭାରତର ସଂଳ୍ପର ସିଦ୍ଧି ପାଇଁ ଆମେ ଆତ୍ମନିର୍ଭର ଭାରତର ରାସ୍ତାରେ ଚାଲୁଛେ । ଏଥିରେ ଆମର ଇନୋଭେଟର୍ସ, ଏଣ୍ଟରପ୍ରିନ୍ୟୁୟର୍ସ, ଉଦ୍ଦ୍ୟୋଗି, କୃଷକ, ସର୍ଭିସେସ ଓ ମ୍ୟାନ୍ୟୁଫ୍ୟାକ୍‌ଚରିଂ ସହ ଜଡିତ ସାଥିଙ୍କର ବଡ ଭୂମିକା ରହିଛି । ସେ କହିଛନ୍ତି ଆଜି କେନ୍ଦ୍ର ସରକାରଙ୍କ ବିଭାଗରେ ଏତେ ତତ୍ପରତା.ଏତେ କ୍ଷମତା ଆସିଛି ଯେ ଏହା ପଛରେ ୭-୮ ବର୍ଷର କଠିନ ପରିଶ୍ରମ ରହିଛି, କର୍ମଯୋଗୀଙ୍କ ସଂକଳ୍ପ ବି ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଏ କେଉଁ ପ୍ରକାର ସଙ୍କେତ? ଶ୍ରୀମନ୍ଦିର ନୀଳଚକ୍ର ଉପରେ ପୁଣି ବସିଲା ଚିଲ

ପୁରୀ,୩୦।୩( ଅଜିତ୍ କୁମାର ମହାନ୍ତି)ଶ୍ରୀମନ୍ଦିର ନୀଳଚକ୍ର ଉପରେ ଲଗାତାର ଚିଲ ବସୁଥିବା ଦେଖିବାକୁ ମିଳୁଛି ।  ସୋମବାର ସକାଳୁ ଚିଲ ବସିଥିବା ଦେଖିବାକୁ ମିଳିଛି । ଏକ…

ଧାନମଣ୍ଡିରେ ବ୍ୟାପକ ଅନିୟମିତତା: ରାସ୍ତାରେ ଧାନ ରଖି ପ୍ରତିବାଦ କଲେ ଚାଷୀ

ପରଜଙ୍ଗ,୩୦ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକସ୍ଥିତ ସାଆନ୍ଦା କୃଷି ସମବାୟ ସମିତି କାର୍ଯ୍ୟାଳୟ ଅଧିନରେ ହେଉଥିବା ଧାନମଣ୍ଡିରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। ଯେଉଁ ଚାଷୀମାନେ…

ଲୋମ ଟାଙ୍କୁରି ଉଠିବ…. ଅବୈଧ ସମ୍ପର୍କ ପାଇଁ ପ୍ରେମିକାକୁ ମାରି ଖଣ୍ଡ ଖଣ୍ଡ କଲା ପ୍ରେମିକ, ଫ୍ରିଜରେ ପୁରାଇ….

ନୂଆଦିଲ୍ଲୀ,୩୦।୩: ବିଶାଖାପାଟଣାରେ ଏକ ଲୋମହର୍ଷଣକାରୀ ଘଟଣା ବର୍ତ୍ତମାନ ସାରା ଦେଶରେ ଚର୍ଚ୍ଚାର ବିଷୟ ପାଲଟିଛି । ଏଠାରେ ଜଣେ ବ୍ୟକ୍ତି ସାମାନ୍ୟ ଯୁକ୍ତିତର୍କ ପରେ ଜଣେ ମହିଳାଙ୍କୁ…

ସୁସ୍ଥ ରହିବେ ବୟସ୍କ ବ୍ୟକ୍ତି

ଦଶ ବର୍ଷ ପୂର୍ବେ ମନୁଷ୍ୟର ହାରାହାରି ଜୀବନକାଳ ପ୍ରାୟ ୬୩ ବର୍ଷ ଥିଲା। ଡାକ୍ତରୀ ବ୍ୟବସ୍ଥାର ସୁବ୍ୟବସ୍ଥା ଏବଂ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗୁଁ ଆମର ହାରାହାରି ବୟସ…

‘ଧରିତ୍ରୀ’ ବିରୋଧରେ ଅଭିଯୋଗ ଭିତ୍ତିହୀନ, ମାମଲା ଖାରଜ କଲେ କୋର୍ଟ

ପୁରୀ/ଗୋପ,୩୦ା୩( ଅଜିତ ମହାନ୍ତି/ ଭାରତୀ ଭୂଷଣ ଉପାଧ୍ୟାୟ): ଜାଲ ସାର୍ଟିଫିକେଟ ରାକେଟ ସମ୍ପର୍କିତ ଖବର ପ୍ରକାଶନ ବିରୋଧରେ ଧରିତ୍ରୀ ଏବଂ ଏହାର ଖବରଦାତାଙ୍କ ବିରୋଧରେ ହୋଇଥିବା ଏକ…

ଫୁଲ ତୋଳିବା ହେଲା କାଳ, କୂଅରେ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ନନ୍ଦପୁର,୩୦।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ବାହିରିପଡ଼ା ଜମି ଭିତରେ ଥିବା ଏକ ପରିତ୍ୟକ୍ତ କୂଅରେ ପଡ଼ି ଜଣେ ବୃଦ୍ଧା ମହିଳାଙ୍କ…

ଅପମାନିତ ହେଲା ପାକିସ୍ତାନ: PSLରେ ବଲ ଟ୍ୟାମ୍ପରିଂ? ଫଖର ଜମାନଙ୍କ କାର୍ଯ୍ୟ କ୍ୟାମେରାରେ କଏଦ

ଇସଲାମାବାଦ,୩୦।୩: ପାକିସ୍ତାନ ସୁପର ଲିଗ (PSL 2026) ଆରମ୍ଭ ହେବାର ମାତ୍ର କିଛି ଦିନ ହେଲାଣି, ତଥାପି ଏହା ମଧ୍ୟରେ ଏକ ବଡ଼ ବିବାଦ ଦେଖାଦେଇଛି। ମ୍ୟାଚରେ…

ହୋଟେଲ କିମ୍ବା ରେଷ୍ଟୁରାଣ୍ଟରେ ଆପଣଙ୍କ ବିଲରେ LPG ଦେୟ ଯୋଡୁଥିଲେ ତୁରନ୍ତ କରିପାରିବେ ଅଭିଯୋଗ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୩୦।୩: ଗ୍ରାହକମାନଙ୍କୁ ଆଶ୍ୱସ୍ତି ପ୍ରଦାନ କରିବା ପାଇଁ, କେନ୍ଦ୍ରୀୟ ଗ୍ରାହକ ସୁରକ୍ଷା ପ୍ରାଧିକରଣ (CCPA) ହୋଟେଲ ଏବଂ ରେଷ୍ଟୁରାଣ୍ଟଗୁଡ଼ିକୁ ସ୍ପଷ୍ଟ ନିର୍ଦ୍ଦେଶନାମା ଜାରି କରିଛି, ସେମାନଙ୍କୁ ଗ୍ରାହକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri