କରୋନା ବିରୋଧରେ ମୋଦି ଆରମ୍ଭ କରିବେ ଜନ ଆନ୍ଦୋଳନ

ନୂଆଦିଲ୍ଲୀ,୮ ।୧୦: କରୋନା ମହାମାରୀ ତା’ର କାୟା ବିସ୍ତାର କରି ଚାଲିଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅକ୍ଟୋବରରେ ଆରମ୍ଭ ହେଉଥିବା ପର୍ବପର୍ବାଣୀ, ଶୀତ ତଥା ଅର୍ଥବ୍ୟବସ୍ଥାକୁ ଦେଖି କରୋନା ବିରୋଧରେ ଗୁରୁବାରଠାରୁ ଏକ ଜନ ଆନ୍ଦୋଳନ ଆରମ୍ଭ କରିବାକୁ ଯାଉଛନ୍ତି । ଏଥିପାଇଁ ଆଜିଠାରୁ ‘ଜନ ଆନ୍ଦୋଳନ’ ଆରମ୍ଭ କରାଯାଇଛି । ପ୍ରଧାନମନ୍ତ୍ରୀ ମୋଦି ଟୁଇଟ୍ କରି କହିଛନ୍ତି ଯେପର୍ଯ୍ୟନ୍ତ କରୋନା ପାଇଁ ଔଷଧ ନାହିଁ ସେପର୍ଯ୍ୟନ୍ତ ଛାଡ ନାହିଁ ମୋଦି ଲେଖିଛନ୍ତି, ଯବ୍‌ତକ୍ ଦୱାଇ ନେହି ତବ୍‌ତକ୍ ଢିଲାଇ ନେହି । ସୂଚନାଯୋଗ୍ୟ, ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ଦଶହରା. ଦୀପାବଳୀ, ନବରାତ୍ରୀ, ଛଟପୂଜା ଆଦି ପର୍ବପର୍ବାଣୀ ପଡୁଛି । ଏହାସହ ଶୀତଋତୁ ମଧ୍ୟ ଆରମ୍ଭ ହେବାକୁ ଯାଉଛି । ତେଣୁ ଆଜିର କାର୍ଯ୍ୟକ୍ରମର ଫୋକସ କରୋନାଠାରୁ ଦୂରେଇ ରହିବା ପାଇଁ କରାଯାଇଛି ବୋଲି କୁହାଯାଇଛି । ମୋଦି ଟୁଇଟ୍ କରି କହିଛନ୍ତି ଆମେ ଭାରତୀୟ କରୋନାକୁ ଯେଉଁଭଳି ଭାବେ ମୁକାବିଲା କରୁଛେ ତାହା ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛି । ତେଣୁ ଆସନ୍ତୁ ଏକାଠି ହୋଇ କରୋନାର ମୁକାବିଲା କରିବା । ମାସ୍କ ପିନ୍ଧିବା, ହାତ ଧୋଇବା, ସାମାଜିକ ଦୂରତା ବଜାୟ ରଖିବା । ଅତିକମ୍‌ରେ ଦୁଇ ଫୁଟ ଦୂରତା ରଖିବା । ଆମେ କରୋନା ବିରୋଧରେ ଯେଉଁ ଲଢେଇ ଲଢୁଛୁ ତାହା ଆମ କରୋନା ଯୋଦ୍ଧାଙ୍କୁ ପ୍ରେରଣା ଯୋଗାଉଛି । ତେଣୁ ଏଡାକୁ ଆଗକୁ ଜାରି ରଖିବା ବୋଲି ମୋଦି କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷର ଶେଷ ଶନିବାରରେ ବିରଳ ସଂଯୋଗ, ମୀନ ସମେତ ଏହି ୫ ରାଶି ହେବେ ମାଲାମାଲ; ବଢିବ ବ୍ୟାଙ୍କ୍‌ ବାଲାନ୍ସ

ଆସନ୍ତାକାଲି ହେଉଛି 2025 ମସିହାର ଶେଷ ଶନିବାର। ଶନିବାର ନ୍ୟାୟ ଏବଂ କର୍ମର ଗ୍ରହ ଶନିଦେବଙ୍କୁ ଉତ୍ସର୍ଗୀକୃତ, ଏବଂ ତାଙ୍କୁ ପୂଜା କରିବା ଦ୍ୱାରା ଧୈଯ୍ୟ...

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

୨୦୨୬ରେ ତୁଳା ରାଶିରେ ଶନିଙ୍କ ଗୋଚରରେ ହେବ ଧନହାନୀ, ସିଂହ ରାଶି ପାଇବେ ଚାକିରି, ମିଳିବ ବଡ଼ ପଦବୀ!

୨୦୨୬ ତୁଳା ରାଶି ପାଇଁ ସନ୍ତୁଳିତ, ବିଚକ୍ଷଣ ଏବଂ ଜ୍ଞାନୀ ନିଷ୍ପତ୍ତିର ବର୍ଷ ହେବ। ଏହି ବର୍ଷ ଆପଣଙ୍କୁ ଶିଖାଇବ ଯେ ସବୁବେଳେ ଶୀଘ୍ର ନିଷ୍ପତ୍ତି...

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri