Posted inଜାତୀୟ

ଜର୍ମାନୀ ଗସ୍ତରେ ମୋଦି

ନୂଆଦିଲ୍ଲୀ,୨୬ ।୬: ଜର୍ମାନୀରେ ହେବାକୁ ଯାଉଥିବା ଦୁଇ ଦିବସୀୟ ଜି-୭ ଶିଖର ସମ୍ମିଳନୀରେ ଭାଗନେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ତାଙ୍କ ଯାତ୍ରା ଆରମ୍ଭ କରିଛନ୍ତି । ଏହି ସମୟରେ ସେ ୟୁଏଇ ଗସ୍ତ କରିବେ । ଏହି ଗସ୍ତ ପୂର୍ବରୁ ମୋଦି କହିଥିଲେ ଶିଖର ସମ୍ମିଳନୀରେ ଭାଗ ନେଉଥିବା ଦେଶ ଗୁଡିକର ନେତାଙ୍କ ସହ ସେ ଦ୍ୱିପାକ୍ଷିକ ବୈଠକ ଓ ଚର୍ଚ୍ଚା କରିବେ । ଏହାସହ ଏକ କାର୍ଯ୍ୟକ୍ରମରେ ସେ ଭାରତୀୟଙ୍କୁ ସମ୍ବୋଧିତ କରିବେ । ୨୬ ଓ ୨୭ ଜୁନକୁ ହେବାକୁ ଥିବା ଏହି ଶିଖର ସମ୍ମିଳନୀରେ ୟୁକ୍ରେନ୍‌-ରୁଷିଆ ଯୁଦ୍ଧ, ହିନ୍ଦ ପ୍ରଶାନ୍ତ କ୍ଷେତ୍ରର ସ୍ଥିତି, ଖାଦ୍ୟ ଏବଂ ଶକ୍ତି ସୁରକ୍ଷା, ଜଳବାୟୁ ସହିତ ମହତ୍ୱପୂର୍ଣ୍ଣ ଚ୍ୟାଲେଞ୍ଜକୁ ନେଇ ଆଲୋଚନା ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାହ୍ମଣୀ ନଦୀରେ ବୁଡ଼ି ଯୁବତୀଯୁବକଙ୍କ ମୃତ୍ୟୁ, କାରଣ ଅସ୍ପଷ୍ଟ

ବଣାଇଁ, ୨୨/୧୨(ପ୍ରଦୀପ ତ୍ରିପାଠୀ):- ସୁନ୍ଦରଗଡ ଜିଲ୍ଲା ଚାନ୍ଦିପୋଷ ଥାନାର ବିରତୋଳା ମନ୍ଦିର ନିକଟରେ ବ୍ରାହ୍ମଣି ନଦୀରେ ଅଭାବନୀୟ ଘଟଣା । ବ୍ରାହ୍ମଣି ନଦୀରେ ବୁଡି ଯୁବତୀଯୁବକଙ୍କ...

ମନରେଗା ଯୋଜନାର ନୂତନ ନାମକରଣକୁ ବିରୋଧ, ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ସାମ୍ନାରେ କଂଗ୍ରେସର ବିକ୍ଷୋଭ

ଛତ୍ରପୁର,୨୨/୧୨(ଦିଲ୍ଲୀପ ସାମଲ):ମନରେଗା ଯୋଜନାର ନୂଆ ନାମକରଣ କରି ସେଥିରୁ ଜାତିର ପିତା ମହାତ୍ମାଗାନ୍ଧୀଙ୍କ ନାମକୁ ବାଦ ଦେବାକୁ ବିରୋଧ କରି କଂଗ୍ରେସ ଦଳ ପକ୍ଷରୁ ଗଞ୍ଜାମ...

UPI ପେମେଣ୍ଟରେ ନୂତନ ସୀମା ନିର୍ଣ୍ଣୟ କରିବ NPCI, ଏପରି ହେଉଛି ଠକେଇ

ନୂଆଦିଲ୍ଲୀ,୨୨।୧୨: ୟୁନିଫାଇଡ୍ ପେମେଣ୍ଟସ୍ ଇଣ୍ଟରଫେସ୍ (UPI) ମାଧ୍ୟମରେ ହେଉଥିବା ଆର୍ଥିକ ଜାଲିଆତିକୁ ରୋକିବା ପାଇଁ ନ୍ୟାସନାଲ ପେମେଣ୍ଟସ୍ କର୍ପୋରେସନ୍ ଅଫ୍ ଇଣ୍ଡିଆ (NPCI) ଏକ ଗୁରୁତ୍ୱପୂର୍ଣ୍ଣ...

ଡାକ୍ତରଙ୍କ ବଡ଼ ଖୁଲାସା, ସକାଳୁ କାହିଁକି ହୁଏ ହାର୍ଟଆଟାକ୍….

ନୂଆଦିଲ୍ଲୀ,୨୨।୧୨: ସକାଳ ସମୟ ହୃଦୟ ପାଇଁ ଏକ ବିଶେଷ ବିପଦପୂର୍ଣ୍ଣ ସମୟ ଭାବରେ ବିବେଚନା କରାଯାଏ। ସକାଳେ ହୃଦଘାତର ସଂଖ୍ୟା ଅଧିକ ଥାଏ । ବିଶେଷକରି...

ଏକାଠି ଜିଇଁବା ଏକାଠି ମରିବା….ସ୍ବାମୀ ମୃତ୍ୟୁର ୬ ଘଣ୍ଟା ପରେ ଦୁନିଆରୁ ବିଦାୟ ନେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: କୁହାଯାଏ ଯେ ପ୍ରକୃତ ପ୍ରେମ ଜୀବନସାରା ରହିଥାଏ । ସମସ୍ତିପୁର ଜିଲ୍ଲାର ରୋସେରାର ଏହି ହୃଦୟ ବିଦାରକ ଘଟଣା ଏହାର ପ୍ରମାଣ ଦେଉଛି ।...

ସମ୍ବିତଙ୍କୁ ସମର୍ଥନ କଲେ ପ୍ରମିଳା ମଲ୍ଲିକ, କହିଲେ ପାଣ୍ଡିଆନ୍‌ ଆମ….

ଭୁବନେଶ୍ୱର,୨୨।୧୨:  ପାଣ୍ଡିଆନଙ୍କୁ ନେଇ ବିଜେଡି ନେତା ସମ୍ବିତ ରାଉତରାୟ ଦେଇଥିବା ବୟାନକୁ ସମର୍ଥନ କଲେ ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ । ସମ୍ବିତ ଯାହା...

ନୂଆ ବର୍ଷ ଆରମ୍ଭରୁ ବଦଳିଯିବ ଏସବୁ ନିୟମ: ସାଧାରଣ ଲୋକଙ୍କ ପକେଟ୍‌ ଉପରେ ପଡିବ ବଡ଼ ପ୍ରଭାବ

ନୂଆଦିଲ୍ଲୀ,୨୨।୧୨: ଡିସେମ୍ବର ମାସ ଆଉ କିଛି ଦିନ ପରେ ଚାଲିଯିବ, ଏବଂ ନୂତନ ବର୍ଷ ଆସିବ। ଏହା ସହିତ, ନିୟମାବଳୀରେ ଅନେକ ପରିବର୍ତ୍ତନ ଦେଖାଯିବ ଯାହା...

ରାଜନୀତିକୁ ସରଗରମ କରୁଛି ଲୁଲୁ-ବୁଲୁଙ୍କ ବୟାନବାଜି

ଭଦ୍ରକ,୨୨।୧୨(ସନାତନ ରାଉତ):ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି ସାମଲ(ଲୁଲୁ) ଓ କଂଗ୍ରେସର ଯୁବନେତା ଅସିତ୍‌ ପଟ୍ଟନାୟକ(ବୁଲୁ)ଙ୍କ ବୟାନବାଜି ଭଦ୍ରକ ରାଜନୀତିକୁ ସରଗରମ କରୁଛି। ଲୁଲୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri