Posted inଜାତୀୟ

ନୂଆ ଆଶା ସହ ବର୍ଷ ଆରମ୍ଭ ହୋଇଛି: ମୋଦି

ନୂଆଦିଲ୍ଲୀ,୨୦।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନଫରେନ୍ସିଂ ମାଧ୍ୟମରେ ସରକାରୀ ବିଭାଗ ତଥା ସଂଗଠନରେ ପ୍ରାୟ ୭୧,୦୦୦ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି। ଏହି ଅବସରରେ ମୋଦି କହିଛନ୍ତି, ଏହା ହେଉଛି ୨୦୨୩ ବର୍ଷର ପ୍ରଥମ ରୋଜଗାର ମେଳା। ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ନୂଆ ଆଶା ସହିତ ଏହି ବର୍ଷ ଆରମ୍ଭ ହୋଇଛି। ମୁଁ ସମସ୍ତ ଯୁବତୀଯୁବକ ଏବଂ ସେମାନଙ୍କ ପରିବାରକୁ ଅଭିନନ୍ଦନ ଜଣାଉଛି। ଆଗାମୀ ଦିନରେ ଲକ୍ଷ ଲକ୍ଷ ପରିବାର ସରକାରୀ ଚାକିରିରେ ନିଯୁକ୍ତି ପାଇବାକୁ ଯାଉଛନ୍ତି। କେନ୍ଦ୍ର ସରକାର, ଏନଡିଏ ଏବଂ ଭାଜପା ଶାସିତ ରାଜ୍ୟରେ ମଧ୍ୟ ନିରନ୍ତର ନିଯୁକ୍ତି ମେଳା ଆୟୋଜନ କରାଯାଉଛି। କ୍ରମାଗତ ଭାବରେ ଆୟୋଜିତ ଏହି ରୋଜଗାର ମେଳା ବର୍ତ୍ତମାନ ଆମ ସରକାରଙ୍କ ପରିଚୟ ପାଲଟିଛି।
ଦେଶର ବିଭିନ୍ନ ସ୍ଥାନରୁ ମନୋନୀତ ଯୁବତୀଯୁବକଙ୍କୁ ଜୁନିୟର ଇଞ୍ଜିନିୟର, ଲୋକୋ ପାଇଲଟ, ଟେକ୍ନିସିଆନ, ଇନ୍ସପେକ୍ଟର, ସବ ଇନ୍ସପେକ୍ଟର, କନଷ୍ଟେବଳ, ଷ୍ଟେନୋଗ୍ରାଫର, ଜୁନିଅର ଆକାଉଣ୍ଟାଣ୍ଟ, ଗ୍ରାମିଣ ଡାକ ସେବା, ଆୟକର ନିରୀକ୍ଷକ, ଶିକ୍ଷକ, ନର୍ସ, ଡାକ୍ତର, ସାମାଜିକ ଭାବରେ ନିଯୁକ୍ତି ଦିଆଯିବ। ଭାରତ ସରକାରଙ୍କ ଅଧୀନରେ ସୁରକ୍ଷା ଅଧିକାରୀ, ପିଏ, ଏମଟିଏସ୍‌ ପରି ବିଭିନ୍ନ ପଦରେ ପୋଷ୍ଟିଂ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri