Posted inଜାତୀୟ

ମୋଦିଙ୍କ ମନ କିଣିଲେ ୮ ବର୍ଷର ଶିଶୁକନ୍ୟା

ନୂଆଦିଲ୍ଲୀ,୨୮ ।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ସଂସଦରେ ଜଣେ ୮ ବର୍ଷର ଶିଶୁକନ୍ୟା ସହ ସାକ୍ଷାତ୍ କରିଛନ୍ତି । ଏହି ସମୟରେ ପ୍ରଧାନମନ୍ତ୍ରୀ ଛୋଟ ଝିଅଟିକୁ କିଛି ପ୍ରଶ୍ନ କରିଥିଲେ । ଆଉ ଏହାର ଉତ୍ତରରେ ମୋଦି ନିଜକୁ ସମ୍ଭାଳି ନ ପାରି ହସି ପକାଇଥିଲେ ।
ସୂଚନାଯୋଗ୍ୟ, ମଧ୍ୟପ୍ରଦେଶର ଉଜ୍ଜୟିନରୁ ଭାରତୀୟ ଜନତା ପାର୍ଟି(ଭଜପା) ଏମପି ଅନିଲ ଫିରୋଜିୟା ବୁଧବାର ତାଙ୍କ ପରିବାରକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ସାକ୍ଷାତ୍ କରାଇବାକୁ ସଂସଦ ଆଣିଥିଲେ । ଏହି ସମୟରେ ତାଙ୍କ ସାନ ଝିଅ ବି ମୋଦିଙ୍କୁ ସାକ୍ଷାତ୍ କରିଥିଲେ । ସକ୍ଷାତ୍ ସମୟରେ ମୋଦି ଭାଜପା ଏମପି ଅନିଲ ଫିରୋଜିୟାଙ୍କ ସାନ ଝିଅ ଆହାନା ଫିରୋଜିୟାଙ୍କୁ ପଚାରିଥିଲେ ତୁମେ ଜାଣିଛ ମୁଁ କିଏ । ଛୋଟ ପିଲାଟି ଉତ୍ତର ଦେଇଥିଲା, ହଁ ମୁଁ ଜାଣିଛି ଆପଣ ମୋଦିଜି । ଆପଣଙ୍କୁ ମୁଁ ଟିଭିରେ ଦେଖିଥାଏ । ଆପଣ ଲୋକ ସଭା ଟିଭିରେ କାମ କରନ୍ତି । ଏମିତି ପ୍ରଶ୍ନ ଉତ୍ତର ସମୟରେ ଉପସ୍ଥିତ ଥିବା ଲୋକେ ସ୍ମିତ ହାସ୍ୟ ଦେଇଥିଲେ । ତେବେ ଗଲାବେଳେ ମୋଦି ଛୋଟ ପିଲାଟିକୁ କିଛି ଚକୋଲେଟ ଉପହାର ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

CJP ବିକ୍ଷୋଭ ମଧ୍ୟରେ ବଡ଼ ଘୋଷଣା କଲେ ରାହୁଲ, କହିଲେ କାଲି ପୂରା ଭାରତ…

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟ ଯାଏ ମାର୍ଚ୍ଚ କରିବା ସହ ଭାରତର ପ୍ରଧାନ ବିଚାରପତି (CJI)ଙ୍କୁ ଦାବିପତ୍ର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ସୋମବାର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

ବଡ଼ ଖୁଲାସା କଲେ ଧର୍ମେନ୍ଦ୍ର; ଭାଜପା ଛାଡ଼ି ଏହି ଦଳରେ ହେବେ ସାମିଲ, ସାମ୍ନାକୁ ଆସିଲା ଫଟୋ

ଲକ୍ଷ୍ନୌ,୧୧।୧୦: ଭାଜପାରୁ ଇସ୍ତଫା ଦେଇଥିବା ଉତ୍ତରପ୍ରଦେଶର ଆଁଓଲା ଲୋକସଭା ଆସନର ପୂର୍ବତନ ଏମପି ଧର୍ମେନ୍ଦ୍ର କଶ୍ୟପ ରବିବାର ଲକ୍ଷ୍ନୌରେ ସମାଜବାଦୀ ପାର୍ଟି (ସପା) ମୁଖ୍ୟ ଅଖିଳେଶ ଯାଦବଙ୍କୁ…

ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ଉଗ୍ରତାରା, ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ନିରାକାରପୁର,୧୧।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀବ୍ଲକ ସାନ ରାଉତପଡା ପଞ୍ଚାୟତ ମୁଳିଝରଗଡ଼ ହାତୀଆ ଶୁଣି ପାହାଡ଼ ପାଦଦେଶରେ ଅବସ୍ଥିତ ମା’ଉଗ୍ରତାରାଙ୍କ ପୀଠରେ ବାସନ୍ତୀକ ଆଶ୍ୱିନ ନବରାତ୍ରର…

ବଲାଙ୍ଗୀରରେ ମର୍ମନ୍ତୁଦ ଦୁର୍ଘଟଣା; ଟ୍ରକ୍‌ ଚକା ତଳେ ଚାଲିଗଲା ମହିଳାଙ୍କ ଜୀବନ

ବଲାଙ୍ଗୀର,୧୧।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଇଁତଳା ୨୬ନମ୍ବର ଜାତୀୟ ରାଜପଥ ସଦର ବ୍ଲକ ଅନ୍ତର୍ଗତ ରତାଖଣ୍ଡି ଠାରେ ଏକ ମର୍ମନ୍ତ ଦୁର୍ଘଟଣା ଘଟିଛି । ବାଇକ୍-ଟ୍ରକ…

ବିବାହର ୩ ଦିନ ପରେ ବୋହୂଙ୍କ ଭୟଙ୍କର କାଣ୍ଡ! ପୂରା ପରିବାରକୁ ଦେଇଦେଲେ ମୂଷାମରା ଔଷଧ, ତାପରେ….

ମୁମ୍ବାଇ,୧୧।୧୦: ବିବାହର ଖୁସି ମନାଉଥିବା ପରିବାରରେ ହଠାତ୍‌ ଖେଳିଗଲା ଆତଙ୍କ । ବିବାହର ମାତ୍ର ୭୨ ଘଣ୍ଟା ମଧ୍ୟରେ ନବବଧୂ ନିଜ ସ୍ୱାମୀଙ୍କ ସମେତ ଶାଶୂଘରର ଅନ୍ୟ…

ମା’ ଦୁର୍ଗାଙ୍କ ନବରାତ୍ର ପୂଜା ଆରମ୍ଭ, ଉତ୍ସବ ମୁଖର ଗାଁଠୁ ସହର

ଛତ୍ରପୁର,୧୧।୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ଅଗସ୍ତି ନୂଆଗାଁ ଗ୍ରାମର କଲ୍ୟାଣୀ ଯୁବକ ସଂଘ ପକ୍ଷରୁ ରବିବାର ମା’ ଦୁର୍ଗାଙ୍କ ନବରାତ୍ର ପୂଜା…

ଯାତ୍ରୀ ଛାନିଆ! ମଝି ଆକାଶରେ ଇଣ୍ଡିଗୋ ବିମାନରେ ଲାଗିଗଲା ନିଆଁ, ଓଭରହେଡ୍‌ କ୍ୟାବିନ୍‌ରେ ଜଳିଲା…..

ନୂଆଦିଲ୍ଲୀ,୧୧।୧୦: ଆକାଶରେ ଉଡ଼ୁଥିବା ବେଳେ ଇଣ୍ଡିଗୋ ବିମାନରେ ହଠାତ୍‌ ଲାଗିଗଲା ନିଆଁ । ରବିବାର ଦିନ ଦିଲ୍ଲୀରୁ ଚେନ୍ନାଇ ଯାଉଥିବା ଇଣ୍ଡିଗୋ ବିମାନରେ ଏଭଳି ଏକ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?