Posted inଜାତୀୟ

ଶିକ୍ଷା ନୀତିକୁ ନେଇ ମୋଦିଙ୍କ ମନ୍ତବ୍ୟ: ପିଲାଙ୍କ ମଧ୍ୟରେ ଶିଖିବାର ଆଗ୍ରହ ବଢୁଛି

ନୂଆଦିଲ୍ଲୀ,୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଦେଶର ନୂଆ ଶିକ୍ଷା ନୀତି ଉପରେ ନିଜର ମନ୍ତବ୍ୟ ରଖିଛନ୍ତି। ଗତ ୩-୪ ବର୍ଷ ବିଚାରବିମର୍ଶ ପରେ ନୂଆ ଶିକ୍ଷା ନୀତିକୁ ମଞ୍ଜୁରୀ ଦିଆଯାଇଛି। ବିଭିନ୍ନ ବିଚାରଧାରର ଲୋକେ ଏହା ଉପରେ ମନ୍ଥନ କରୁଛନ୍ତି। କିନ୍ତୁ କେହି ଏହାକୁ ବିରୋଧ କରୁ ନାହାନ୍ତି। କାରଣ ଏଥିରେ କୌଣସି ଏକତରଫା ନିଷ୍ପତ୍ତି ନିଆଯାଇ ନାହିଁ ବୋଲି ମୋଦି କହିଛନ୍ତି। ଭାରତକୁ ଶକ୍ତିଶାଳୀ କରିବାକୁ ହେଲେ ଏହାର ନାଗରିକଙ୍କୁ ସଶକ୍ତ ହେବା ଜରୁରୀ। ଏଥିପାଇଁ ଭଲ ଶିକ୍ଷା ଆବଶ୍ୟକ। ଆଜିକାଲି ନର୍ସରୀରେ ପଢୁଥିବା ପିଲାମଧ୍ୟ ନୂଆ କିଛି କରିବାକୁ ଚାହୁଁଛନ୍ତି। ତେଣୁ ନୂଆ ଶିକ୍ଷା ନୀତି ଲାଗୁ ହେବା ଦ୍ୱାରା ସେମାନଙ୍କ ଭବିଷ୍ୟତ ପାଇଁ ଉଜ୍ଜଳ ହେବ ବୋଲି ମୋଦି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୦ଟିକିଆ ହାତୀପଲ ସହ ଯିବାବେଳେ କୂଅରେ ପଡ଼ିଗଲା ଛୁଆ ହାତୀ, ତାପରେ…

କେନ୍ଦୁଝର,୨୭।୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ରେଞ୍ଜ କାଠବାଉଁଶୁଳି ଗାଁରେ ଅଘଟଣ । କୂଅରେ ପଡ଼ି ଚାଲିଗଲା ହାତୀ ଛୁଆର ଜୀବନ । ଗୁରୁବାର ବିଳମ୍ବିତ ରାତିରେ…

ବିବାହ ବାର୍ଷିକୀରେ ଦମ୍ପତି ନେଲେ ବଡ଼ ନିଷ୍ପତ୍ତି: ଅଞ୍ଚଳରେ ଚର୍ଚ୍ଚା

ଭବାନୀପାଟଣା, ୨୭ା୨(ଉତ୍ତମ କୁମାର ଦାଶ):ଜନ୍ମଦିନ, ବିବାହ ବାର୍ଷିକୀ ଭଳି ଜୀବନର ସ୍ବତନ୍ତ୍ର ଦିନକୁ ସ୍ମରଣୀୟ କରିବାକୁ ଲୋକେ ବିଭିନ୍ନ ପଦକ୍ଷେପ ନିଅନ୍ତି ଲୋକେ। ଏଭଳି ଏକ ଘଟଣାକ୍ରମେ…

ସାଇବର ଠକେଇ, ପୁଣି ଜଣେ ଅଭିଯୁକ୍ତ ଗିରଫ

ବରଗଡ଼,୨୭।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ପୋଲିସ ସାଇବର ଠକେଇ ପାଇଁ ଚାଲିଥିବା ଅପରେଶନ କବଚକୁ ଜୋରଦାର କରିଛି। ବୁଧବାର ଜିଲା ପୋଲିସ ୪ ଅଭିଯୁକ୍ତଙ୍କୁ ଗିରଫ କରଥିଲା। ଗୁରୁବାର…

୫ରେ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ଅମିତ୍‌ ଶାହା: ରାଜନୀତିରେ ବଢୁଛି ଚର୍ଚ୍ଚା

ଭୁବନେଶ୍ୱର, ୨୭ା୨(ସୁନିତ୍‌ ମିଶ୍ର):ଆସନ୍ତା ୫ ତାରିଖରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ପକ୍ଷରୁ…

ଆଜିଠାରୁ କମନ୍‌ ପିଜି ପ୍ରବେଶିକା ପରୀକ୍ଷା ପାଇଁ ଆବେଦନ

ଭୁବନେଶ୍ୱର,୨୭।୨(ସୁଚିସ୍ମିତା ସାହୁ): ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଓ ବୃହତ୍ତର ସ୍ବାର୍ଥକୁ ଦୃଷ୍ଟିରେ ରଖି ଶିକ୍ଷାବର୍ଷ ୨୦୨୬-୨୭ ନିମନ୍ତେ ସ୍ନାତକୋତ୍ତର (ପିଜି) ନାମଲେଖା ପ୍ରକ୍ରିୟା ଶୀଘ୍ର ଆରମ୍ଭ କରିବାକୁ ଉଚ୍ଚଶିକ୍ଷା…

ରାଜ୍ୟ ସଭା ନିର୍ବାଚନ: ନାମାଙ୍କନ ଭରିଲେ ହାଇଦ୍ରାବାଦର ସାୟାନା

ଭୁବନେଶ୍ୱର,୨୭।୨(ସୁନିତ୍‌ ମିଶ୍ର):ଓଡ଼ିଶାର ୪ ରାଜ୍ୟ ସଭା ଆସନରେ ଆସନ୍ତା ମାର୍ଚ୍ଚ ୧୬ରେ ନିର୍ବାଚନ ହେବା ପାଇଁ ଭାରତର ନିର୍ବାଚନ କମିଶନଙ୍କ ପକ୍ଷରୁ ଗୁରୁବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ…

ମ୍ୟୁଚୁଆଲ୍‌ ଫଣ୍ଡ ନିୟମରେ ବଡ଼ ପରିବର୍ତ୍ତନ: ଏବେ ୪୦ କ୍ୟାଟେଗୋରିରେ ହେବ ନିବେଶ, ‘ଇକ୍ୱୁଟି ଫଣ୍ଡ’ ଟଙ୍କାରେ…

ନୂଆଦିଲ୍ଲୀ,୨୬।୨: ଭାରତୀୟ ପୁଞ୍ଜି ବଜାର ନିୟନ୍ତ୍ରକ ସେବି (SEBI) ମ୍ୟୁଚୁଆଲ ଫଣ୍ଡ ହାଉସ୍‌ଗୁଡ଼ିକୁ ପୂର୍ବ ଅପେକ୍ଷା ଅଧିକ ସ୍ବାଧୀନତା ପ୍ରଦାନ କରିଛନ୍ତି। ନିବେଶକଙ୍କ ବିପଦ (Risk) କମାଇବା…

ଏଚ୍‌ପିଭି ଟିକାକରଣର ଶୁଭାରମ୍ଭ କରିବେ ମୋଦି

ନୂଆଦିଲ୍ଲୀ,୨୬ା୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୨୮ ତାରିଖ ଦେଶବ୍ୟାପୀ ହ୍ୟୁମ୍ୟାନ୍‌ ପାଭିଲୋମାଭାଇରସ୍‌ (ଏଚ୍‌ପିଭି) ଟିକାକରଣ ଅଭିଯାନ ରାଜସ୍ଥାନର ଆଜମେରରୁ ଶୁଭାରମ୍ଭ କରିବେ। ୧୪ ବର୍ଷ ବୟସର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri