Posted inଜାତୀୟ

”କଂଗ୍ରେସ ପାଇଁ ନିଜ ପରିବାରଠୁ ବଡ଼ କିଛି ନାହିଁ, ସବୁ ଯୋଜନା ନିଜ ନାମରେ କରନ୍ତି”: ପ୍ରଧାନମନ୍ତ୍ରୀ ମୋଦି

ମଧ୍ୟପ୍ରଦେଶ,୫/୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ମଧ୍ୟପ୍ରଦେଶର ଶିବାନୀରେ ଏକ ଜନସଭାକୁ ସମ୍ବୋଧିତ କରି କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ମୋଦି କହିଛନ୍ତି ଯେ, କଂଗ୍ରେସ ପାଇଁ ପରିବାରଠୁ ବଡ଼ କିଛି ନାହିଁ। ଯେଉଁଠାରେ କଂଗ୍ରେସ ରୁହେ ସେଠାରେ ସରକାରୀ ଯୋଜନା, ରାସ୍ତା, ଗଳି, ସବୁକିଛି ତାଙ୍କର ପରିବାର ନାମରେ କରିଦିଅନ୍ତି। ମଧ୍ୟପ୍ରଦେଶ ନିର୍ବାଚନୀ ଇସ୍ତାହାରରେ ମଧ୍ୟ କେବଳ ଗୋଟିଏ ପରିବାର ଦେଖିବାକୁ ମିଳୁଛି। କିନ୍ତୁ ଭାଜପା ପାଇଁ ଗରିବ, ପଛୁଆ ବର୍ଗ, ଆଦିବାସୀ ତାର ପରିବାର ସଦସ୍ୟ ଅଟେ। ଏଠାରେ ଟାଇବା ସମସ୍ତ ଲୋକେ ମୋର ପରିବାର ଜଣ ବୋଲି ସେ କହିଥିଲେ।

ଏହି ଅବସରରେ ମୋଦି କହିଛନ୍ତି ସମଗ୍ର ମଧ୍ୟପ୍ରଦେଶ ଭାଜପା ସରକାର ଚାହୁଁଛି। ରାଜ୍ୟରେ ଲୋକମାନେ କହୁଛନ୍ତି କି, ଭାଜପା ଅଛି ତ ଭରସା ଅଛି, ଭାଜପା ଅଛି ତ ବିକାଶ ଅଛି ଏବଂ ଭାଜପା ଅଛି ତ ଭଲ ଭବିଷ୍ୟତ ରହିଛି। ତେଣୁ ଲୋକମାନେ ଏହା ଗ୍ୟାରେଣ୍ଟି ଦେଉଛନ୍ତି ଯେ, ରାଜ୍ୟରେ ପୁଣିଥରେ ବିଜେପି ବିଜୟୀ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ବ୍ରିକ୍ସ ସମ୍ମିଳନୀ: ଦିଲ୍ଲୀରେ ପହଞ୍ଚିଲେ ବିଶ୍ୱ ନେତା

ନୂଆଦିଲ୍ଲୀ,୧୨ା୯ (ପି.ଟି.):ନୂଆଦିଲ୍ଲୀର ପ୍ରଗତି ମଇଦାନସ୍ଥିତ ଭାରତ ମଣ୍ଡପମ୍‌ଠାରେ ଶନିବାରଠାରୁ ୨ ଦିନ ଧରି ୧୮ତମ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର…

ଏବେ ଅଭିଜିତ ଦୀପକେଙ୍କ ମିଶି କ’ଣ କରିବାକୁ ଯାଉଛନ୍ତି ସୋନମ ୱାଙ୍ଗଚୁକ? କଲେ ବଡ଼ ଘୋଷଣା, ସେପ୍ଟେମ୍ବର ୧୯…

ନୂଆଦିଲ୍ଲୀ,୧୨।୯: ଲଦାଖରେ ସେପ୍ଟେମ୍ବର ୧୯ରୁ ହେବାକୁ ଥିବା ସୋନମ ୱାଙ୍ଗଚୁକଙ୍କ ପଦଯାତ୍ରାକୁ ନେଇ ଏବେ ପ୍ରତିକ୍ରିୟା ଆସିଛି। ସୋନମ ୱାଙ୍ଗଚୁକ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଭିଡିଓ…

ଆମକୁ ଶତ୍ରୁ ନୁହେଁ, ପଡ଼ୋଶୀ ଭାବନ୍ତୁ: ମୋଦି-ଜିନପିଙ୍ଗ୍‌ ଭେଟ ପୂର୍ବରୁ ବଦଳିଲା ଚାଇନାର ସ୍ବର, ଭାରତ ସହ…

ନୂଆଦିଲ୍ଲୀ/ବେଜିଂ,୧୧।୯: ନୂଆଦିଲ୍ଲୀରେ ଆୟୋଜିତ ହେବାକୁ ଥିବା ୧୮ଶ ବ୍ରିକ୍ସ (BRICS) ଶିଖର ସମ୍ମିଳନୀ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଦ୍ୱିପାକ୍ଷିକ ଆଲୋଚନା…

ତାଜ୍‌ରେ ଜିନପିଙ୍ଗ, ITC ର୍ମୌଯ୍ୟରେ ପୁଟିନ: ଗୋଟିଏ ରାତିର ଭଡ଼ା ଜାଣିଲେ ତାଜୁବ ହେବେ…

ନୂଆଦିଲ୍‌ଲୀ,୧୧।୯: ଦିଲ୍ଲୀରେ ସେପ୍ଟେମ୍ୱର ୧୨ ଏବଂ ୧୩ ତାରିଖରେ ହେବାକୁ ଥିବା ବ୍ରିକ୍ସ (BRICS) ସମ୍ମିଳନୀ ପାଇଁ ରାଜଧାନୀର ଅନେକ ଅଞ୍ଚଳ ଛାଉଣୀରେ ପରିଣତ ହୋଇଛି। ହୋଟେଲ…

ବଡ଼ ପ୍ୟାକେଜ୍‌ ନେଇ ଭାରତ ଆସିଛନ୍ତି ପୁଟିନ: ରୁଷିଆର କେଉଁ ପ୍ରସ୍ତାବକୁ ‘ହଁ’ କହିବ ଭାରତ? ଜାଣନ୍ତୁ…

ନୂଆଦିଲ୍ଲୀ,୧୧।୯: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ। ପୁଟିନଙ୍କ ଭାରତ ଗସ୍ତ ସମୟରେ ରୁଷିଆର ପଞ୍ଚମ ପିଢ଼ିର ଷ୍ଟେଲ୍ଥ ଫାଇଟର ଜେଟ…

ଘର ତିଆରି କରିବା ପାଇଁ ସରକାର ଦେବେ ଦେଢ ଲକ୍ଷ ଟଙ୍କା, ଜାଣନ୍ତୁ ଏହି ଯୋଜନାରେ କେମିତି ଉଠାଇବେ ଫାଇଦା

ନୂଆଦିଲ୍‌ଲୀ,୧୧।୯: ଯେଉଁମାନେ ସହରରେ ରହୁଛନ୍ତି, ବର୍ଷ ବର୍ଷ ଧରି ଭଡ଼ା ଘରେ ରହି ନିଜର ଏକ ଘର ତିଆରି କରିବାର ସ୍ୱପ୍ନ ଦେଖୁଛନ୍ତି, ସେମାନଙ୍କ ପାଇଁ ଏକ…

ବଡ଼ ସଫଳତା, ନାଗ-ଅହିରାଜ ବିଷକୁ ମାତ୍‌ ଦେବ ଲାବ୍‌ ନିର୍ମିତ ଆଣ୍ଟିଭେନମ୍‌!

ନୂଆଦିଲ୍ଲୀ, ୧୧ା୯ (ପି.ଟି.): ନାଗ, ଅହିରାଜ ଭଳି ସାପ ବିଷ ବିରୋଧରେ ସଂଗ୍ରାମ ପାଇଁ ଗବେଷକମାନେ ଏକ ନୂତନ ଲାବ୍‌-ନିର୍ମିିତ ‘ରିକମ୍ବିନାଣ୍ଟ ଆଣ୍ଟିଭେନମ୍‌’ ପ୍ରସ୍ତୁତ କରିଛନ୍ତି। ମୂଷାଙ୍କ…

ଭାରତର GDP ଅଭିବୃଦ୍ଧି ଦେଖି IMF ଛାନିଆ, କହିଲା ଫଳାଫଳ….

ନୂଆଦିଲ୍ଲୀ,୧୧ା୯: ଭାରତୀୟ ଅର୍ଥନୀତିକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଚଳିତ ଆର୍ଥିକ ବର୍ଷର ଦ୍ୱିତୀୟ ତ୍ରୈମାସିକରେ ଦେଶର ବାସ୍ତବ GDP ବୃଦ୍ଧି ୭.୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?