Posted inଜାତୀୟ

ମୋଦି-ପୁଟିନ ସାକ୍ଷାତ୍‌କାର: ମୋଦି କହିଲେ ବିଶ୍ୱରେ ଅନେକ କିଛି ବଦଳିଛି ହେଲେ ଆମ ବନ୍ଧୁତ୍ୱ ନୁହେଁ

ନୂଆଦିଲ୍ଲୀ,୬ ।୧୨: ଦିଲ୍ଲୀର ହାଇଦ୍ରାବାଦ ହାଉସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ମଧ୍ୟରେ ସୋମବାର ସାକ୍ଷାତ୍‌କାର ହୋଇଛି । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଏଇ କିଛି ବର୍ଷ ମଧ୍ୟରେ ଦୁଇ ଦେଶର ସମ୍ପର୍କ ମଜଭୁତ ହୋଇଛି । କରୋନା ବିରୋଧରେ ଲଢିବାକୁ ରୁଷିଆର ସହଯୋଗ ମିଳିଛି । ପ୍ରତିରକ୍ଷା କ୍ଷେତ୍ରରେ ବି ରୁଷିଆର ସହଯୋଗ ଭାରତକୁ ମିଳିଛି । ଫଳରେ ଉଭୟ ଦେଶର ସମ୍ପର୍କ ସମ୍ପର୍କ ଦୃଢ ହେଉଛି । କରୋନା ମହାମାରୀ ମଧ୍ୟରେ ଅନେକ କିଛି ବଦଳିଛି ହେଲେ ରୁଷିଆ-ଭାରତର ସମ୍ପର୍କ ଦୃଢ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଧାର୍ମିକସ୍ଥଳ ଖୋଲିବା ପ୍ରସଙ୍ଗ: କେନ୍ଦ୍ର ସରକାରଙ୍କ ମତାମତ ଲୋଡ଼ିଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ, ୯।୯: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶର ଧାର୍ମିକ ସ୍ଥଳ ବନ୍ଦ ରହିଛି। ଧାର୍ମିକସ୍ଥଳ ଖୋଲିବା ନେଇ ଦାଖଲ କରାଯାଇଥିବା ଏକ ଆବେଦନ ଉପରେ...

ପ୍ରଥମ ଥର ପାଇଁ ମହିଳାଙ୍କୁ ଦିଆଯିବ ଫାଶୀ

ଲକ୍ଷ୍ନୌ,୧୭।୨: ଦେଶ ସ୍ବାଧୀନ ହେବା ପରେ ପ୍ରଥମ ଥର ପାଇଁ ଜଣେ ମହିଳାଙ୍କୁ ଫାଶୀ ଦିଆଯିବ। ଏନେଇ ଉତ୍ତରପ୍ରଦେଶର ମଥୁରା ଜେଲରେ ପ୍ରସ୍ତୁତି ଆରମ୍ଭ ହୋଇଛି।...

‘ଆଦିପୁରୁଷ’ ଟ୍ରେଲରକୁ ନେଇ ବିବାଦ: ଗୃହମନ୍ତ୍ରୀ ଦେଲେ ଚେତାବନୀ

ଭୋପାଳ,୪।୧୦: ବଲିଉଡ ଫିଲ୍ମ ‘ଆଦିପୁରୁଷ’ ଟ୍ରେଲରର ଏକ ଦୃଶ୍ୟକୁ ନେଇ ବିବାଦ ଦେଖାଦେଇଛି। ମଧ୍ୟପ୍ରଦେଶ ଗୃହମନ୍ତ୍ରୀ ନରୋତ୍ତମ ମିଶ୍ର ମଙ୍ଗଳବାର କହିଛନ୍ତି, ସେ ‘ଆଦିପୁରୁଷ’ ଟ୍ରେଲର...

ଦ୍ରୌପଦୀ ମୁର୍ମୁ ଭାଜପା ରାଷ୍ଟ୍ରପତି ପ୍ରାର୍ଥୀ…

ନୂଆଦିଲ୍ଲୀ, ୨୧।୬ : ଭାଜପା ପକ୍ଷରୁ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଦ୍ରୌପଦୀ ମୁର୍ମୁଙ୍କୁ ଚୟନ କରାଯାଇଛି। ଭାଜପା ମୁଖ୍ୟାଳୟରେ ସଂସଦୀୟ ବୋର୍ଡ ବୈଠକରେ ଆଲୋଚନା ପରେ...

ଦେଶରେ ଶୀଘ୍ର ଲାଗୁ ହେବ ୟୁସିସି: ବିଶ୍ୱଶର୍ମା

ହାଇଦ୍ରାବାଦ,୧୫ା୫: ଭାରତରେ ଶୀଘ୍ର ସମାନ ଦଓ୍ବୋନୀ ସଂହିତା (ୟୁସିସି) ଲାଗୁ ହେବ। ଏଥିସହ ବହୁ ବିବାହ ପ୍ରଥା ମଧ୍ୟ ଉଚ୍ଛେଦ କରାଯିବ ବୋଲି ଆସାମ ମୁଖ୍ୟମନ୍ତ୍ରୀ...

ଧନୀ ତାଲିକାରେ ୬ ମହିଳା

ନୂଆଦିଲ୍ଲୀ, ୭ା୧୦: ଫୋର୍ବସ ତାଲିକାରେ ଭାରତର ୧୦୦ ଧନୀବ୍ୟକ୍ତିଙ୍କ ମଧ୍ୟରେ ସ୍ଥାନ ପାଇଛନ୍ତି ୬ ମହିଳା। ସେମାନଙ୍କ ମଧ୍ୟରେ ଓ.ପି. ଜିନ୍ଦଲ ଗ୍ରୁପ୍‌ର ସାବିତ୍ରୀ ଜିନ୍ଦଲ(୭୧)ଙ୍କ...

ସାମ୍ପ୍ରଦାୟିକ ହିଂସାକୁ ନେଇ ଆରଏସ୍‌ଏସ୍‌ ମୁଖ୍ୟଙ୍କ ବୟାନ

ନୂଆଦିଲ୍ଲୀ,୨୯।୪: ରାମନବମୀ ପରଠାରୁ ଦେଶର ବିଭିନ୍ନ ରାଜ୍ୟରେ ସାମ୍ପ୍ରଦାୟିକ ହିଂସା ଘଟଣା ସାମ୍ନାକୁ ଆସୁଛି। ଏହାକୁ ନେଇ ଏବେ ଆରଏସ୍‌ଏସ୍‌ ମୁଖ୍ୟ ମୋହନ ଭାଗବତଙ୍କ ବୟାନ...

ଏମ୍‌ପିଙ୍କ ଘରେ ହାଇଭୋଲଟେଜ୍‌ ଡ୍ରାମା: ହାତ କାଟିଲେ ବୋହୂ

ଲକ୍ଷ୍ନୌ,୧୫।୩: ଭାଜପା ଏମ୍‌ପି କୌଶଳ କୁମାରଙ୍କ ପରିବାରରେ ହାଇଭୋଲଟେଜ୍‌ ଡ୍ରାମା ଚାଲିଛି। ଏବେ ତାଙ୍କ ବୋହୂ ଶାଶୁ ଘର ଆଗରେ ନିଜ ହାତ କାଟିଛନ୍ତି। ଆତ୍ମହତ୍ୟା...

Advertisement
Archives

Model This Week