Posted inଜାତୀୟ

‘ଇଣ୍ଡିଆ’କୁ ଇଷ୍ଟ ଇଣ୍ଡିଆ ସହ ତୁଳନା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୫।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦ ମଙ୍ଗଳବାର ବିରୋଧୀ ଦଳର ମେଣ୍ଟ ‘ଇଣ୍ଡିଆ’କୁ ଇଷ୍ଟ ଇଣ୍ଡିଆ ସହ ତୁଳନା କରି କହିଛନ୍ତି ଯେ, ତାଙ୍କ ଭଳି ବିରୋଧୀ ମଧ୍ୟ ଇଣ୍ଡିଆ ମେଣ୍ଟ ଗଠନ କରିଛନ୍ତି। ସେ କହିଛନ୍ତି , ବ୍ରିଟିଶମାନେ ଆସି ନିଜର ନାମ ଇଷ୍ଟ ଇଣ୍ଡିଆ କମ୍ପାନୀ ରଖିଥିଲେ, ସେହିଭଳି ବିରୋଧୀ ‘ଇଣ୍ଡିଆ’ ନାମରେ ନିଜକୁ ଉପସ୍ଥାପନ କରୁଛନ୍ତି।

ଭାଜପା ସଂସଦୀୟ ଦଳର ବୈଠକରେ ପ୍ରଧାନମନ୍ତ୍ରୀ କହିଛନ୍ତି, ବିରୋଧୀଙ୍କ କାର୍ଯ୍ୟ ହେଉଛି ବିରୋଧ କରିବା, ସେମାନଙ୍କୁ ତାହା କରିବାକୁ ଦିଅନ୍ତୁ ଏବଂ ଆପଣମାନେ ନିଜ କାର୍ଯ୍ୟରେ ଧ୍ୟାନ ଦେବା ଉଚିତ୍‌। ସେ କହିଛନ୍ତି ୨୦୨୭ ସୁଦ୍ଧା ଭାରତକୁ ଏକ ବିକଶିତ ଦେଶ କରିବା ଏବଂ ତୃତୀୟ ଅବଧିରେ ଭାରତକୁ ତୃତୀୟ ବୃହତ୍ତମ ଅର୍ଥନୀତି କରିବା ମୋର ଲକ୍ଷ୍ୟ।


Enter your email to get our daily news in your inbox.

All Right Reserved By Dharitri.Com

VIDEO: ଟସ୍‌ ଛାଡି ହଠାତ୍‌ କୁଆଡେ ଚାଲିଗଲେ କ୍ୟାପଟେନ ସୂର୍ଯ୍ୟକୁମାର? ଭିଡିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୮।୨: ଭାରତୀୟ କ୍ରିକେଟରେ, ଖେଳାଳିମାନଙ୍କ ମଧ୍ୟରେ ସମ୍ପର୍କ ପ୍ରାୟତଃ ବିଜୟ ଏବଂ ପରାଜୟକୁ ଅତିକ୍ରମ କରିଯାଏ। ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ସମାନ ଦୃଶ୍ୟ ଦେଖାଯାଇଥିଲା, ଯେତେବେଳେ ଅଧିନାୟକ…

ଭକ୍ତମୟ ହୋଇଛି କାଳୀଜାଈଙ୍କ ପୀଠ, ଜମୁଛି ଶହଶହ ଭକ୍ତଙ୍କ ଭିଡ଼

କୃଷ୍ଣପ୍ରସାଦ,୮।୨(କୈଳାଶ ଚନ୍ଦ୍ର ପଟ୍ଟନାୟକ ): ଚିଲିକାର ଅଧିଷ୍ଠାତ୍ରୀ ଦେବୀ ମା’ ‎କାଳୀଜାଈଙ୍କ ପୀଠ ପାଲଟିଛି ଭକ୍ତମୟ । ମା’ଙ୍କ ଆଶିଷ ଲାଭ କରିବା ପାଇଁ ବହୁ ଦୂରଦୂରାନ୍ତରରୁ…

ସୁପ୍ରିମକୋର୍ଟଙ୍କୁ ଧନ୍ୟବାଦ ଜଣାଇଲେ ଅନୁରାଗ ଠାକୁର, ୯ ବର୍ଷର ବିଳମ୍ବ ଉପରେ ଉଠାଇଲେ ପ୍ରଶ୍ନ

ନୂଆଦିଲ୍ଲୀ,୮।୨: ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଏବଂ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI)ର ପୂର୍ବତନ ଅଧ୍ୟକ୍ଷ ଅନୁରାଗ ଠାକୁର, ବିସିସିଆଇରେ ପଦରେ ଲାଗିଥିବା ପ୍ରତିବନ୍ଧକ ଉଠାଇବା ନିଷ୍ପତ୍ତିରେ…

୭ ବର୍ଷର ପ୍ରଚେଷ୍ଟା ୧୦ ମିନିଟରେ ଧ୍ଵଂସ, ବନ୍ୟପ୍ରାଣୀଙ୍କ ପାଇଁ ଚାଷ କାର୍ଯ୍ୟରୁ ମନ ଫେରାଉଛନ୍ତି ଚାଷୀ

ଭଞ୍ଜନଗର,୮।୨(ବାବୁଲା ପ୍ରଧାନ): ଦେଶରେ ହୁ ହୁ ହୋଇ ଜନସଂଖ୍ୟା ବଢ଼ିବାରେ ଲାଗିଛି । ଜନସଂଖ୍ୟା ବୃଦ୍ଧି ଯୋଗୁଁ ଲୋକେ ବଞ୍ଚିବା ପାଇଁ ବିଭିନ୍ନ ଆବଶ୍ୟକତା ବଢୁଛି ।…

ସମର୍ପିତ କୁକୁର ଶ୍ମଶାନ ଘାଟ! ଯେଉଁଠାରେ ସମ୍ମାନର ସହିତ ପ୍ରାଣୀମାନଙ୍କର କରାଯାଏ ଶେଷକୃତ୍ୟ

ଫରିଦାବାଦ,୮।୨: ଫରିଦାବାଦ ମାନବିକତା ଏବଂ ଦାୟିତ୍ୱର ଏକ ନୂତନ ଉଦାହରଣ ସୃଷ୍ଟି କରିଛି। ଏହା ହରିୟାଣାର ପ୍ରଥମ ସହର ହୋଇଛି ଯେଉଁଠାରେ ବୁଲା କୁକୁରଙ୍କ ପାଇଁ ଏକ…

ପାକିସ୍ତାନ ନୁହେଁ ଏହି ଟିମ ସହ ପରବର୍ତ୍ତି ମ୍ୟାଚ ଖେଳିବ ଭାରତ, ଜାଣନ୍ତୁ କେବେ ହେବ ମୁହାଁମୁହିଁ

ନୂଆଦିଲ୍ଲୀ,୮।୨: ଟିମ ଇଣ୍ଡିଆ ୨୦୨୬ ଟି-୨୦ ବିଶ୍ୱକପ ଏକ ଦମଦାର ବିଜୟ ସହିତ ଆରମ୍ଭ କରିଥିଲା। ପ୍ରଥମ ମ୍ୟାଚରେ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ବ୍ୟାଟ ଚମକି ଉଠିଥିଲା,…

୧୨ ଫୁଟ୍ ତଳକୁ ଖସିଲା ଟାଟା ମେଜିକ୍, ୨୭ଜଣ ବସିଥିବା ବେଳେ….

ମୋହନା,୮।୨( ମନ୍ମଥ ମିଶ୍ର ): ଭାରସାମ୍ୟ ହରାଇ ୧୨ ଫୁଟ୍ ତଳକୁ ଖସିଲା ଟାଟା ମେଜିକ୍ । ତେବେ ଦୁର୍ଘଟଣାରେ ୨୦ଜଣ ଆହାତ ହୋଇଥିବା ବେଳେ ସେମାନଙ୍କ…

ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କ ମୃତ୍ୟୁ

ଢାକା,୮।୨: ବାଂଲାଦେଶରେ ହିନ୍ଦୁ ମୃତ୍ୟୁ ମାମଲା ନିରନ୍ତର ରିପୋର୍ଟ ହେଉଛି। ଏହି ସମ୍ପର୍କରେ, ରବିବାର, ଫେବୃଆରୀ ୮ରେ ଏକ ପ୍ରମୁଖ ଖବର ପ୍ରକାଶିତ ହୋଇଛି। ରିପୋର୍ଟ ଅନୁଯାୟୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri