Posted inଜାତୀୟ

ହେଲିକପ୍ଟରେ ବସି ଚେନ୍ନାଇ ଟେଷ୍ଟ ମ୍ୟାଚ୍‌ ଦେଖିଲେ ପ୍ରଧାନମନ୍ତ୍ରୀ ନରେନ୍ଦ ମୋଦି

ଚେନ୍ନାଇ,୧୪।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଚେନ୍ନାଇ ଗସ୍ତରେ ଯାଇଥିଲେ। ପ୍ରଧାନମନ୍ତ୍ରୀଙ୍କ ହେଲିକପ୍ଟର ଚେନ୍ନାଇର ଏମ୍‌ ଚିଦାମ୍ବରମ୍‌ ଷ୍ଟାଡିୟମ ପାଖ ଦେଇ ଯିବାବେଳେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟେଷ୍ଟର ନଜାରା ଦେଖାଯାଉଥିଲା। ପ୍ରଧାନମନ୍ତ୍ରୀ ଚେନ୍ନାଇରେ ପହଞ୍ଚିବା ପରେ ହେଲିକପ୍ଟରେ ବସିଥିବାବେଳେ ଷ୍ଟାଡିୟମର ଦୃଶ୍ୟ ନିଜ ଟୁଇଟରରେ ଶେୟାର କରିଛନ୍ତି। ଫଟୋ ଶେୟାର କରି ସେ ଲେଖିଛନ୍ତି, ଆକାଶରୁ ଏହି ରୋମାଞ୍ଚକ ମୁକାବିଲାର ଦୃଶ୍ୟ ଦେଖିଲି। ସୂଚନାଯୋଗ୍ୟ, ଚେନ୍ନାଇରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ଚାଲିଛି। ଏହି ମ୍ୟାଚ୍‌ରେ ଭାରତର ସ୍ଥିତି ମଜଭୁତ ରହିଛି। ଭାରତ ଏହି ଟେଷ୍ଟରେ ୨୪୯ ରନ୍‌ରେ ଆଗୁଲା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜେଟଲୀଙ୍କୁ ଭେଟିବାକୁ ଏମ୍ସ ଯିବେ ଆଡଭାନୀ

ନୂଆଦିଲ୍ଲୀ,୧୯।୮: ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀଙ୍କର ଦିଲ୍ଲୀସ୍ଥିତ ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ୍‌ ସାଇନସେସ୍‌(ଏମ୍ସ)ରେ ଚିକିତ୍ସା ଚାଲିଛି। ଏବେ ସେ Extracorporeal membrane oxygenation...

ଆରମ୍ଭ ହେଲା ଏୟାର ଟ୍ୟାକ୍ସି ସେବା

ଚଣ୍ଡିଗଡ଼,୧୪।୧: କେନ୍ଦ୍ର ସରକାରଙ୍କ ‘ଉଡ଼ାଣ’ ଯୋଜନା ଅନ୍ତର୍ଗତ ଗୁରୁବାର ଦେଶର ପ୍ରଥମ ଏୟାର ଟ୍ୟାକ୍ସି ସେବା ଆରମ୍ଭ କରାଯାଇଛି। ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ୍‌ ଖଟ୍ଟର...

ପାଠ ନ ପଢିବାରୁ ଝିଅକୁ ଏଭଳି ଦଣ୍ଡ ଦେଲେ ପିତା, ଜାଣିଲେ ଥରିବ ହୃଦୟ

କୋଲକତା,୧୭।୧: ସାଧାରଣତଃ ମାତାପିତାମାନେ ନିଜ ପିଲାମାନଙ୍କର ସୁରକ୍ଷାକାରୀ ଏବଂ ଶୁଭଚିନ୍ତକ ହୋଇଥାନ୍ତି। ଏପରି ପରିସ୍ଥିତିରେ, ଯଦି ପିତା ନିଜ ପିଲାମାନଙ୍କ ପ୍ରତି ନିଷ୍ଠୁର ତେବେ କ’ଣ...

ରାଜନୈତିକ ଦଳ ଗଠନ କଲେ ଯୋଗେନ୍ଦ୍ର ଯାଦବ: ନିର୍ବାଚନୀ ଚିହ୍ନ ହ୍ବିସିଲ୍‌

ନୂଆଦିଲ୍ଲୀ,୨୭।୬: ସ୍ବରାଜ ଇଣ୍ଡିଆର ସଂଯୋଜକ ଯୋଗେନ୍ଦ୍ର ଯାଦବ ଗୁରୁବାର ରାଜନୈତିକ ଦଳ ଗଠନ ସମ୍ପର୍କରେ ସୂଚନା ଦେଇଛନ୍ତି। ତାଙ୍କ ଦଳର ନିର୍ବାଚନୀ ଚିହ୍ନ ହ୍ବିସିଲ୍‌ ହେବ...

ଜନ ଧନ ଆକାଉଣ୍ଟ ସଂଖ୍ୟା ୪୦ କୋଟି ଟପିଲା, ଜାଣନ୍ତୁ କ’ଣ ରହିଛି ସୁବିଧା

ନୂଆଦିଲ୍ଲୀ, ୩।୮: ପ୍ରଧାନମନ୍ତ୍ରୀ ଜନ ଧନ ଯୋଜନା(ପିଏମ୍‌ଜେଡିଓ୍ବାଇ)ଅଧୀନରେ ୪୦ କୋଟିରୁ ଅଧିକ ବ୍ୟାଙ୍କ ଆକାଉଣ୍ଟ ଖୋଲାଯାଇଛି। ଏହି ଯୋଜନା ୬ ବର୍ଷ ପୂର୍ବରୁ ଆରମ୍ଭ ହୋଇଥିଲା।...

ଅଯୋଧ୍ୟା ରାୟ ଆସିବା ପୂର୍ବରୁ ଉତ୍ତର ପ୍ରଦେଶରେ ୫୦୦ରୁ ଊର୍ଦ୍ଧ୍ୱ ଲୋକ ଗିରଫ

ଲକ୍ଷ୍ନୌ,୮।୧୧: ଅଯୋଧ୍ୟାର ରାମ ଜନ୍ମଭୂମି-ବାବ୍ରି ମସଜିଦ୍‌ ଜମି ବିବାଦ ମାମଲାର ରାୟ ଶୁଣାଣି ପରବର୍ତ୍ତୀ ଯେ କୌଣସି ଅପ୍ରୀତିକର ପରିସ୍ଥିତି ସହ ମୁକାବିଲା କରିବାକୁ ଉତ୍ତର...

ଆଖୁ ଚାଷୀଙ୍କ ପାଇଁ ବଡ ଘୋଷଣା କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୧୬।୧୨: ଆଖୁ ଚାଷୀଙ୍କ ପାଇଁ ବୁଧବାର ବଡ ଘୋଷଣା କରିଚନ୍ତି କେନ୍ଦ୍ର ସରକାର। ଆଖୁ ଚାଷୀମାନଙ୍କୁ ୩୫୦୦ କୋଟି ଟଙ୍କା ରପ୍ତାନି ସବସିଡି, ୧୮ ହଜାର...

ଘରୋଇକରଣ ଯୋଗୁ ଅନେକଙ୍କ ଚାକିରି ଯିବ

ନୂଆଦିଲ୍ଲୀ,୧୭।୫: ଦେଶର ୮ଟି ପ୍ରମୁଖ ସେକ୍ଟର ଉପରେ ସରକାରଙ୍କ ନୂଆ ନୀତିକୁ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌)ର ସ୍ବୀକୃତିପ୍ରାପ୍ତ ଶ୍ରମିକ ସଂଗଠନ ଭାରତୀୟ ମଜଦୁର ସଂଘ...

Advertisement

BGU

Archives

Model This Week

Why Dharitri