Posted inଜାତୀୟ

ମୈଥିଲୀ ଠାକୁରଙ୍କ ଗୀତ ଶେୟାର କରି ଭାବୁକ ହେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୦।୧: ଜାନୁଆରୀ ୨୨ରେ ଅଯୋଧ୍ୟାରେ ରାମ ମନ୍ଦିରରେ ରାମ ଲାଲାଙ୍କ ପ୍ରାଣ ପ୍ରତିଷ୍ଠା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶେଷ ରୀତିନୀତି କରୁଛନ୍ତି। ଅନେକ ରାମ ଭଜନ ଶେୟାର ପରେ ଶନିବାର ପ୍ରଧାନମନ୍ତ୍ରୀ ମା ଶବରୀ ପ୍ରସଙ୍ଗ ସହ ଜଡିତ ମୈଥିଲୀ ଠାକୁରଙ୍କ ଏକ ଗୀତ ଶେୟାର କରିଛନ୍ତି। ଏହି ଗୀତ ପାଇଁ ସେ ବିହାରର ମୈଥିଲୀ ଠାକୁରଙ୍କୁ ମଧ୍ୟ ପ୍ରଶଂସା କରିଛନ୍ତି।

ପ୍ରଧାନମନ୍ତ୍ରୀ ମୋଦି ଟୁଇଟରର ଏକ ପୋଷ୍ଟରେ ଲେଖିଛନ୍ତି, ଅଯୋଧ୍ୟାରେ ପ୍ରାଣ ପ୍ରତିଷ୍ଠା ଉତ୍ସବ ସାରା ଦେଶରେ ମୋର ପରିବାର ସଦସ୍ୟଙ୍କୁ ପ୍ରଭୁ ଶ୍ରୀ ରାମଙ୍କ ଜୀବନ ଏବଂ ଆଦର୍ଶ ସହ ଜଡିତ ପ୍ରତ୍ୟେକ ଘଟଣାକୁ ମନେ ପକାଉଛି। ଏହିପରି ଏକ ଭାବପ୍ରବଣ ଘଟଣା ଶବରୀ ସହ ଜଡିତ। ଶୁଣନ୍ତୁ ମୈଥିଲୀ ଠାକୁର ଜୀ ଏହାକୁ କିପରି ତାଙ୍କ ସୁମଧୁର ସ୍ବରରେ ଗାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପ୍‌ ବାଟବଣା, ମୁହଁ ମୋଡ଼ୁଛନ୍ତି ନାଟୋ ସହଯୋଗୀ

ନୂଆଦିଲ୍ଲୀ,୧୭।୩: ଇରାନ୍‌ ବିରୋଧରେ ଯୁଦ୍ଧ ଆରମ୍ଭ କରିଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଏବେ ବାଟବଣା ହୋଇପଡ଼ିଛନ୍ତି। ସ୍ଥିତି ଏଭଳି ହୋଇଛି , ଟ୍ରମ୍ପ୍‌ ଯୁଦ୍ଧ ବନ୍ଦ…

ଆଫଗାନିସ୍ତାନ କାବୁଲରେ ପାକିସ୍ତାନର ଏୟାରଷ୍ଟ୍ରାଇକ୍, ୪୦୦ ମୃତ

ନୂଆଦିଲ୍ଲୀ,୧୭।୩: ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ଜଡିତ ସଂଘର୍ଷ ଯୋଗୁଁ ସମଗ୍ର ବିଶ୍ୱ ଗଭୀର ଚିନ୍ତିତ । ଏହି ବ୍ୟାପକ ସଂଘର୍ଷ ମଧ୍ୟରେ, ପାକିସ୍ତାନ ଏବଂ…

୧୧ କ୍ରସ୍‌ ଭୋଟିଂରେ ଦିଲୀପ ଜିତିଲେ

ଭୁବନେଶ୍ୱର, ୧୭।୪(ସୁନିତ୍‌ ମିଶ୍ର): ଓଡ଼ିଶାର ୪ ରାଜ୍ୟ ସଭା ଆସନରେ ସୋମବାର ଅନୁଷ୍ଠିତ ହୋଇଥିବା ନିର୍ବାଚନରେ କ୍ରସ୍‌ ଭୋଟିଂକୁ ନେଇ ରାଜ୍ୟ ରାଜନୀତି ଜୋର୍‌ ଧରିଛି। କଂଗ୍ରେସର…

ଭାରତୀୟ ଜାହାଜ ସୁରକ୍ଷିତ ଛାଡିବାକୁ ଦୁଇଟି ସର୍ତ୍ତ ରଖିଲା ଇରାନ

ନୂଆଦିଲ୍ଲୀ,୧୬।୩: ଗଲ୍ଫ ଅଞ୍ଚଳରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଭାରତୀୟ ଜାହାଜଗୁଡ଼ିକର ସୁରକ୍ଷିତ ଯାତାୟାତ ପାଇଁ କୂଟନୈତିକ ସ୍ତରରେ ବଡ଼ ଧରଣର ଆଲୋଚନା ଆରମ୍ଭ ହୋଇଛି। ହର୍ମୁଜ…

ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ

ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର…

ଗୋଟେ ଚୁଟ୍‌କିରେ ବଦଳିଗଲା ରାଜ୍ୟ ସଭା ଗଣିତ: କ’ଣ ଭାବିଥିଲେ, କ’ଣ ହେଲା…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ଭାଜପାର ମନମୋହନ ସାମଲ ଓ ସୁଜିତ କୁମାର ବିଜୟୀ ହୋଇଛନ୍ତି…

ଓଡ଼ିଶା ରାଜ୍ୟସଭା ନିର୍ବାଚନ: ଭାଜପାର ଦବଦବା; ବିଜେଡି ଗୋଟିଏରେ ବିଜୟୀ

ଭୁବନେଶ୍ୱର,୧୬।୩: ଓଡ଼ିଶାରେ ସୋମବାର ଅନୁଷ୍ଠିତ ରାଜ୍ୟସଭା ନିର୍ବାଚନରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା) ବଡ଼ ସଫଳତା ହାସଲ କରିଛି। ରାଜ୍ୟର ୪ଟି ଆସନ ମଧ୍ୟରୁ ଭାଜପା…

ରାଜ୍ୟ ସଭା ନିର୍ବାଚନରେ ବିଜୟୀ ହେଲେ ଦିଲ୍ଲୀପ ରାୟ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ଦିଲ୍ଲୀପ ରାୟ ବିଜୟୀ ହୋଇଛନ୍ତି। ସେ ସ୍ବାଧୀନ ପ୍ରାର୍ଥୀ ଭାବେ ଜିତିଛନ୍ତି। ଚତୁର୍ଥ ଆସନ ପାଇଁ ହୋଇଥିବା କଡ଼ା ମୁକାବିଲାରେ ଭାଜପା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri