Posted inଜାତୀୟ

୭୦ ହଜାର ଯୁବବର୍ଗଙ୍କୁ ମିଳିଲା ଆପଏଣ୍ଟମେଣ୍ଟ ଲେଟର, ମୋଦି କହିଲେ ଭାଜପା ଶାସିତ ରାଜ୍ୟରେ ମିଳୁଛି ରୋଜଗାର

ନୂଆଦିଲ୍ଲୀ,୧୩।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ୭୦ ହଜାର ଯୁବବର୍ଗଙ୍କୁ ଆପଏଣ୍ଟମେଣ୍ଟ ଲେଟର ଦେଇଛନ୍ତି।ପ୍ରଧାନମନ୍ତ୍ରୀ ମଙ୍ଗଳବାର ସକାଳ ୧୦ଟା ୩୦ରେ ଭିଡିଓ କନଫରେନସିଂ ଜରିଆରେ ୭୦,୦୦୦ ନବ ନିଯୁକ୍ତ ଭର୍ତ୍ତି ପ୍ରାର୍ଥିଙ୍କୁ ନିଯୁକ୍ତି ପତ୍ର ପ୍ରଦାନ ରିଛନ୍ତି। ଏହି ଯୁବବର୍ଗଙ୍କୁ ସରକାରଙ୍କ ବିଭିନ୍ନ ବିଭାଗରେ ଚାକିରି ଦିଆଯାଇଛି। ଏହି ସମୟରେ ମୋଦି କହିଛନ୍ତି, ରୋଜଗାର ମେଳା ଏନଡିଏ ଓ ଭାଜପା ସରକାର ପାଇଁ ନୂଆ ପରିଚୟ ହୋଇଯାଇଛି।

ମୋଦି ଆହୁରି ମଧ୍ୟ କହିଛନ୍ତି, ଖୁସି ଲାଗୁଛି କି ଭାଜପା ଶାସନ ସରକାରରେ ଲାଗାତାର ଏମିତି ରୋଜଗାର ମେଳାର ଆୟୋଜନ କରାଯାଉଛି। ଯେଉଁମାନେ ଏବେ ସରକାରୀ ଚାକିରି କରୁଛନ୍ତି, ସେମାନଙ୍କ ପାଇଁ ଏହା ମହତ୍ୱପୂର୍ଣ୍ଣ ସମୟ। ଆପଣଙ୍କ ସାମ୍ନାରେ ଆଗାମି ୨୫ ବର୍ଷ ମଧ୍ୟରେ ଭାରତକୁ ବିକଶିତ କରିବାର ଲକ୍ଷ୍ୟ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆକାଶ ଆନନ୍ଦଙ୍କ ଉପରେ ପୁଣି ବର୍ଷିଲେ ମାୟାବତୀ, ମୁଁ ଅସୁସ୍ଥ…..

ଲକ୍ଷ୍ନୌ,୧୩।୯: ବହୁଜନ ସମାଜ ପାର୍ଟି (ବିଏସ୍‌ପି) ସୁପ୍ରିମୋ ମାୟାବତୀ ରବିବାର ଗଣମାଧ୍ୟମ ସହ ଆଲୋଚନା କରି ଆକାଶ ଆନନ୍ଦଙ୍କୁ ନେଇ ପୁଣି ବଡ଼ ଅଭିଯୋଗ ଆଣିଛନ୍ତି ।…

ଗୋବିନ୍ଦାଙ୍କ ସହ ସମ୍ପର୍କରେ ତିକ୍ତତା ମଧ୍ୟରେ, ସୁନିତା ଆହୁଜା କରିବାକୁ ଯାଉଛନ୍ତି ଏମିତି କାମ ଯାହାକୁ ନେଇ ଉଠିପାରେ ବିରାଟ ଝଡ଼! କହିଲେ ଗଣେଶ ପୂଜା ସୁଦ୍ଧା…

ମୁମ୍ବାଇ,୧୩।୯: ବଲିଉଡ ଅଭିନେତା ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ମଧ୍ୟରେ ଚାଲିଥିବା ମନୋମାଳିନ୍ୟ ସମ୍ପ୍ରତି ସୋସିଆଲ ମିଡିଆ ଏବଂ ଚଳଚ୍ଚିତ୍ର ଜଗତରେ ଚର୍ଚ୍ଚାର ବିଷୟ…

ଦିନ ଦ୍ୱିପ୍ରହରରେ ବିଚ୍‌ ରାସ୍ତାରେ ସ୍ତ୍ରୀଙ୍କ ବେକ କାଟି ହତ୍ୟା କଲେ ସ୍ବାମୀ

ବାରିପଦା,୧୩ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ବାରିପଦା ଟାଉନ ଥାନା ଅନ୍ତର୍ଗତ ବାଗଡିହା ଛକ ନିକଟରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ସ୍ବାମୀ ତାଙ୍କ ସ୍ତ୍ରୀଙ୍କ ବେକକୁ ଏକ…

ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ: ୧୦୦ ଶଯ୍ୟା ବିଶିଷ୍ଟ ଛାତ୍ରୀ ନିବାସ ଉଦ୍‌ଘାଟନ କରି ବିଧାୟକ କହିଲେ…

ଭଞ୍ଜନଗର,୧୩ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ଜିଲୁଣ୍ଡିପଲ୍ଲୀସ୍ଥିତ ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ଶନିବାର ବିଦ୍ୟାଳୟ ପରିସରରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ…

କେନ୍ଦ୍ର ସରକାରଙ୍କ ବଡ଼ ସୂଚନା, ୧୫ ସେପ୍ଟେମ୍ୱରରୁ ଏମାନଙ୍କୁ ଆଉ ମିଳିବନି LPG ସିଲିଣ୍ଡର!

ନୂଆଦିଲ୍ଲୀ,୧୩।୯: ସରକାର ଏବଂ ତୈଳ କମ୍ପାନୀଗୁଡ଼ିକ ପକ୍ଷରୁ ବୃଦ୍ଧି କରାଯାଇଥିବା ସମୟସୀମା ଅନୁଯାୟୀ, ବର୍ତ୍ତମାନ ୧୪ ସେପ୍ଟେମ୍ୱର ୨୦୨୬ ସୁଦ୍ଧା ଇ-କେୱାଇସି (eKYC) କରିବାକୁ ପଡ଼ିବ। ର୍ନିଦ୍ଧାରିତ…

ଗାଜଲବାଡ଼ି ଘାଟିରେ ବାରମ୍ବାର ଘଟୁଛି ଦୁର୍ଘଟଣା: ଓଲଟିଲା କଣ୍ଟେନର, ସମ୍ପ୍ରସାରଣରେ ବିଳମ୍ବକୁ ନେଇ ତେଜୁଛି ଅସନ୍ତୋଷ

ଦାରିଙ୍ଗବାଡ଼ି/ସୋରଡ଼ା,୧୩ା୯(ଅରୁଣ ସାହୁ/ରଜନୀ ମହାପାତ୍ର): ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ବାରମ୍ବାର ଦୁର୍ଘଟଣା ଘଟୁଛି। ଗୋଟିଏ ସପ୍ତାହରେ ୨ଟି ଘଟଣା…

ବସ୍‌ ଚକାତଳେ ଚାଲିଗଲା ଶିଶୁକନ୍ୟାର ଜୀବନ

ସୋରଡ଼ା,୧୩ା୯(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ବଡ଼ଗଡ଼ ଥାନା ଢଉପଦା ଗ୍ରାମ ନିକଟରେ ବସ୍‌ଚକା ତଳେ ଚାପି ହୋଇ ଜଣେ ଶିଶୁକନ୍ୟାର ଜୀବନ ଚାଲିଯାଇଛି। ମୃତକ ଜଣକ ସେହି…

ପୁଣି ୪ ଗେଟ୍‌ ଖୋଲିଲା ହୀରାକୁଦ

ସମ୍ବଲପୁର,୧୩ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବନ୍ୟା ଜଳ ପ୍ରବେଶ ପରିମାଣର ବୃଦ୍ଧି ପାଇଛି। ଏହାସହ ଜଳଭଣ୍ଡାରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?