Posted inଜାତୀୟ

କାହାର ଭବିଷ୍ୟବାଣୀରେ ଖୁସି ହୋଇଗଲେ ମୋଦି, ରାଜ୍ୟ ସଭାରେ କହିଲେ…

ନୂଆଦିଲ୍ଲୀ,୩।୭: ପ୍ରଧାନମନ୍ତ୍ରୀ ମୋଦି ବୁଧବାର ରାଜ୍ୟ ସଭାରେ ଅଭିଭାଷଣରେ ତାଙ୍କୁ ଲଗାତାର ୧୦ ବର୍ଷ କ୍ଷମତାରେ ରଖିଥିବାରୁ ଏବଂ ତାଙ୍କୁ ତୃତୀୟ ଥର ପାଇଁ ସୁଯୋଗ ଦେଇଥିବାରୁ ଧନ୍ୟବାଦ ଅର୍ପଣ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ୧୦ ବର୍ଷର ଅବିଭକ୍ତ ସେବା ପରେ ଦେଶର ଲୋକମାନେ ପୁଣିଥରେ ଆଶୀର୍ବାଦ ଦେଇଛନ୍ତି।

ପ୍ରଧାନମନ୍ତ୍ରୀ ମୋଦି ଆହୁରି କହିଛନ୍ତି, ୧୦ ବର୍ଷ ପରେ, ଗୋଟିଏ ସରକାର କ୍ରମାଗତ ଭାବେ ଫେରିଛନ୍ତି ଏବଂ ମୁଁ ଜାଣେ ଯେ ଭାରତୀୟ ଗଣତନ୍ତ୍ରରେ ୬ ଦଶନ୍ଧି ପରେ ଏହି ଘଟଣା ଘଟିଛି, ଏହା ଏକ ଅସାଧାରଣ ଘଟଣା। ଆମର ଜଣେ ସହକର୍ମୀ (ତାଙ୍କ ଦଳକୁ ସମର୍ଥନ କରୁନଥିବା) କହିଥିଲେ, ଆମ ସରକାର ତୃତୀୟ ଥର ଆସିବ ନାହିଁ। ଏହାଠାରୁ ବଡ଼ ସତ୍ୟ କ’ଣ ହୋଇପାରେ., ଆମର ୧୦ ବର୍ଷ ହୋଇଛି। ଆଉ ୨୦ ବାକି ଅଛି। ଏକ ତୃତୀୟାଂଶ ଘଟିଛି, ଦୁଇ ତୃତୀୟାଂଶ ଆହୁରି ବାକି ରହିଛି। ତେବେ ଯୋଉଁମାନେ ଭବିଷ୍ୟବାଣୀ କରିଥିଲେ ସେମାନଙ୍କ ପାଟିରେ ଘିଅ ଏବଂ ଚିନି ଅଛି।

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମଥର ପାଇଁ ଆରମ୍ଭ ହେଲା ‘ଅଲ-ଫର୍ମାଟ’ ଟୁର୍ନାମେଣ୍ଟ: କ୍ରିକେଟ୍‌ ଜଗତରେ ଚହଳ, ଜାଣନ୍ତୁ ଏହା କ’ଣ

ଢାକା,୨୯।୯: କ୍ରିକେଟ୍‌ରେ ନୂଆ ପରୀକ୍ଷଣ କରିବାକୁ ଯାଉଛି ବାଂଲାଦେଶ। ତମିମ ଇକବାଲଙ୍କ ଅଧ୍ୟକ୍ଷତାରେ ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ‘ଡି-୩’ ବା ‘ଡୋମେଷ୍ଟିକ ୩’ ନାମରେ ଏକ…

କେତେ ବର୍ଷର ହେଲେ ଅଭିଜିତ ଦୀପକେ? ଜନ୍ମଦିନର ଶୁଭେଚ୍ଛା ଜଣାଇ ଆଶୁତୋଷ ରଙ୍କା କହିଲେ…

ନୂଆଦିଲ୍ଲୀ,୨୯।୯: ‘କକରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ଆଜି ଦେଶ ତଥା ବିଦେଶରୁ ଜନ୍ମଦିନର ଶୁଭେଚ୍ଛା ମିଳୁଛି। CJPର ସହ-ଆବାହକ ତଥା ମୁଖପାତ୍ର ଆଶୁତୋଷ…

କମାଲ କଲେ ନୀରୁ: ଏସିଆନ୍‌ ଗେମ୍ସରେ ନୂଆ ରେକର୍ଡ ସହ ଜିତିରେ ସ୍ବର୍ଣ୍ଣ

ନୂଆଦିଲ୍ଲୀ,୨୯।୯: ଏସୀୟ କ୍ରୀଡ଼ାରେ ଭାରତ ପାଇଁ ଆଉ ଏକ ସ୍ବର୍ଣ୍ଣ ପଦକ ଜିତିଛନ୍ତି ନୀରୁ ଧଣ୍ଡା। ମହିଳା ଟ୍ରାପ ଇଭେଣ୍ଟର ଫାଇନାଲ୍‌ରେ ନୀରୁ ୨୮ ପଏଣ୍ଟ ହାସଲ…

ଓରାଙ୍ଗଉଟାନ ପରେ ଅଜଗର; ଚାଲାଣ ବେଳେ ବାଣୀବିହାର ବ୍ରିଜ ଉପରେ ଖସିପଡ଼ିଲା, ଛାନିଆ ଲୋକେ

ଭୁବନେଶ୍ୱର,୨୯।୯(ତ୍ରିନାଥ ମହାନ୍ତି): ବାଣୀବିହାର ଓଭରବ୍ରିଜ ଉପରେ ସୋମବାର ଏକ ବିରାଟ ଅଜଗର ସାପ ଉଦ୍ଧାର କରାଯାଇଛି । ଉଦ୍ଧାର ହୋଇଥିବା ଅଜଗରକୁ ନେଇ ଏବେ ରାଜଧାନୀରେ ଛନକା…

LPG ଠାରୁ ଆରମ୍ଭ କରି UPI-NPS ପର୍ଯ୍ୟନ୍ତ, ଅକ୍ଟୋବର ୧ରୁ ଲାଗୁ ହେବ ବଡ଼ ପରିବର୍ତ୍ତନ! ଆଗୁଆ କରନ୍ତୁ ଏମିତି ମିଳିବ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୯।୯: ଅକ୍ଟୋବର ଆରମ୍ଭ ହେବାକୁ ଯାଉଛି, ଯାହା ସହିତ ଉତ୍ସବର ଋତୁ ଏବଂ ଅନେକ ପର୍ବପର୍ବାଣୀ ଆସୁଛି। ତଥାପି, ଏହି ମାସରେ କିଛି ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ମଧ୍ୟ…

ଅନଲକି ଶୁବମନ ଗିଲ୍‌: ଭାରତ ପାଇଁ ଦ୍ରୁତ ଶତକ ହାସଲ କରିବା ସତ୍ତ୍ୱେ…

ନୂଆଦିଲ୍ଲୀ,୨୯।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଦମଦାର ଶତକ ହାସଲ କରିଛନ୍ତି। ଡାହାଣହାତୀ ବ୍ୟାଟର୍‌ ଗିଲ ୧୧୦ ରନ୍‌ର ଚମତ୍କାର ଇନିଂସ…

ଶେୟାର ବଜାରରେ ହାହାକାର, ବୁଡ଼ିଗଲା ନିବେଶକଙ୍କ ୮ ଲକ୍ଷ କୋଟି

ମୁମ୍ବାଇ,୨୯।୯: ପଶ୍ଚିମ ଏସିଆ ସ୍ଥିତିକୁ ନେଇ ଉତ୍ପନ୍ନ ଭୂ-ରାଜନୈତିକ ଅସ୍ଥିରତା ଗତ କିଛି ସପ୍ତାହ ଧରି ଶେୟାର ବଜାର ପାଇଁ ନକାରାତ୍ମକ ସ୍ଥିତି ସୃଷ୍ଟି କରିଛି ।…

କେଉଁଠୁ ଆସିଲା ରହସ୍ୟମୟ ‘କଳା ହୀରା’? ଗବେଷଣାରୁ ସାମ୍ନାକୁ ଆସିଲା ଆଶ୍ଚର୍ଯ୍ୟଜନକ ସତ୍ୟ

କାସୁଗା (ଜାପାନ),୨୯।୯: ବ୍ରାଜିଲ ଓ ମଧ୍ୟ ଆଫ୍ରିକାରେ ମିଳୁଥିବା ଏକ କଳା ରଙ୍ଗର ପଥରକୁ ଦେଖିଲେ ପ୍ରଥମ ନଜରରେ ଏହା ଏକ ସାଧାରଣ କାଚ ପରି ଚକଚକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?