Posted inଜାତୀୟ

ବିଶ୍ୱ ପରିବେଶ ଦିବସରେ ‘ମାଟି ବଞ୍ଚାଅ ଅଭିଯାନ’ରେ ସାମିଲ ହେବେ ମୋଦି

ନୂଆଦିଲ୍ଲୀ,୫ ।୬: ବିଶ୍ୱ ପରିବେଶ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ‘ମାଟି ବଞ୍ଚାଅ’ ବା ସେଭ ସଏଲ ଉପରେ ଆୟୋଜିତ କାର୍ଯ୍ୟକ୍ରମରେ ସାମିଲ ହେବେ । ସକାଳ ୧୧ଟାରେ ବିଜ୍ଞାନ ଭବନର ଏହି କାର୍ଯ୍ୟକମର ଆୟୋଜନ କରାଯାଇଛି । ଏହି ଅବସରରେ ମୋଦି ଉପସ୍ଥିତ ଲୋକଙ୍କୁ ସମ୍ବୋଧିତ କରିବେ । ତେବେ ବିଗିଡି ଯାଉଥିବା ମାଟିର ସ୍ୱାସ୍ଥ୍ୟ ଓ ଏସର୍ମ୍ପକରେ ସଚେତନା ସୃଷ୍ଟି ଉପରେ କାର୍ଯ୍ୟକ୍ରମରେ ଧ୍ୟାନ ଦିଆଯିବ ।
ମାର୍ଚ୍ଚ ୨୦୨୨ରେ ସଦଗୁରୁଙ୍କ ଦ୍ୱାରା ଏହି ଆନ୍ଦୋଳନ ଆରମ୍ଭ କରାଯାଇଥିଲା । ଏଥିପାଇଁ ସେ ୨୭ ଦେଶ ମଧ୍ୟରେ ୧୦୦ ଦିନିଆ ଯାତ୍ରା ଆରମ୍ଭ କରିଥିଲେ । ରବିବାର ହେଉଛି ଏହାର ୭୫ ଦିନ । ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଂଶଗ୍ରହଣ ଭାରତରେ ମୃତ୍ତିକାର ସ୍ୱାସ୍ଥ୍ୟର ଉନ୍ନତି ପାଇଁ ହସଭାଗୀ ଚିନ୍ତାଧାରା ଏବଂ ପ୍ରତିବଦ୍ଧତାକୁ ପ୍ରତିଫଳିତ କରିବ ।


Enter your email to get our daily news in your inbox.

All Right Reserved By Dharitri.Com

କଳସ ଯାତ୍ରା ସମୟରେ ଦଳାଚକଟା, ମହିଳା ମୃତ

ଗ୍ବାଲିୟର,୧୦।୨: ମଧ୍ୟ ପ୍ରଦେଶ ଗ୍ବାଲିୟରର ନବଗ୍ରହ ପୀଠ ମନ୍ଦିରରେ ଚାଲିଥିବା ପ୍ରାଣ ପ୍ରତିଷ୍ଠା ସମାରୋହ ସମୟରେ କଳସ ଯାତ୍ରା ସମୟରେ ଏକ ବଡ଼ ଦୁର୍ଘଟଣା ଘଟିଥିଲା। ଶୋଭାଯାତ୍ରାରେ…

ନଗଦ କାରବାର, ସମ୍ପତ୍ତି ଏବଂ ଯାନବାହାନ କ୍ରୟ ପାଇଁ ପ୍ୟାନ୍ ନିୟମରେ ପରିବର୍ତ୍ତନ, ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୨: ସରକାରଙ୍କ ଦ୍ୱାରା ଜାରି କରାଯାଇଥିବା ଆୟକର ନିୟମର ଡ୍ରାଫ୍ଟରେ ଅନେକ ନୂତନ ଏବଂ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନର ପରାମର୍ଶ ଦିଆଯାଇଛି । ନୂତନ ନିୟମ ଅନୁଯାୟୀ, ନଗଦ…

ଉଡ଼ିବ ପାକିସ୍ତାନର ନିଦ, ଆଉ ୧୧୪ ରାଫାଲ୍‌ କିଣିବାକୁ ପ୍ରସ୍ତାବ

ନୂଆଦିଲ୍ଲୀ,୧୦।୨: ଭାରତୀୟ ବାୟୁସେନା ଆଉ ୧୧୪ ରାଫାଲ୍‌ ଯୁଦ୍ଧବିମାନ କିଣିବ। ଏଥିପାଇଁ ବାୟୁସେନା ପକ୍ଷରୁ ଡିଫେନ୍ସ ଆକ୍ୱିଜେଶନ କାଉନ୍‌ସିଲ୍‌(ଡିଏସି)କୁ ପ୍ରସ୍ତାବ ଦିଆଯିବ। ଫ୍ରାନ୍ସ ରାଷ୍ଟ୍ରପତି ଏମାନୁଏଲ ମାକରଁଙ୍କ…

ଦୁଃଖ ବଖାଣିଲେ ରାଜପାଲ: କାନ୍ଦି କାନ୍ଦି କହିଲେ…

ବଲିଉଡ ଅଭିନେତା ରାଜପାଲ ଯାଦବ ଆଜିକାଲି ଚେକ ବାଉନ୍ସ ମାମଲାକୁ ନେଇ ଚର୍ଚ୍ଚାରେ ଅଛନ୍ତି। କୋର୍ଟଙ୍କ ନିର୍ଦ୍ଦେଶ ପରେ ଅଭିନେତା ର ଦିଲ୍ଲୀର ତିହାର ଜେଲରେ ଆତ୍ମସମର୍ପଣ…

ନାବାଳିକା ଭଉଣୀକୁ ବ୍ଲାକମେଲ କରି ବଳାତ୍କାର କରିବା ପରେ କରିଥିଲେ ମିଛ ବିବାହ, ଏବେ କୋର୍ଟ ଦେଲେ ଏମିତି ରାୟ

ଅମରାବତୀ,୧୦।୨: ଆନ୍ଧ୍ରପ୍ରଦେଶର କୃଷ୍ଣା ଜିଲାରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ଜଣେ ଯୁବକ ପ୍ରତାରଣା ଏବଂ ବ୍ଲାକମେଲ ମାଧ୍ୟମରେ ତାଙ୍କ ନିଜ ନାବାଳିକା ଭଉଣୀକୁ ବାରମ୍ବାର ବଳାତ୍କାର…

ବର୍ଷସାରା ମାଗଣା ପିଜ୍ଜା: ଡୋମିନୋଜ୍‌ ଆଣିଲା ଜବରଦସ୍ତ ଅଫର୍‌

ନୂଆଦିଲ୍ଲୀ,୧୦।୨: ପିଜ୍ଜା ପ୍ରେମୀଙ୍କ ପାଇଁ ଖୁସିଖବର। ଡୋମିନୋଜ୍‌ ଗ୍ରାହକଙ୍କ ପାଇଁ ବଡ଼ ଅଫର୍‌ ଆଣିଛି। ଜାତୀୟ ପିଜ୍ଜା ଦିବସ ଅବସରରେ ଡୋମିନୋଜ ଇଣ୍ଡିଆ ଏକ ଅନନ୍ୟ ପ୍ରତିଯୋଗିତା…

ଥୁଆମୂଳ ରାମପୁରରେ ନୀଳଗିରି ଚାଷର ଜାଲ: କମ୍ପାନୀ ଲାଭରେ, ବିପଦରେ ପରିବେଶ!

ଥୁଆମୂଳ ରାମପୁର, ୧୦।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ଅଞ୍ଚଳରେ ଦିନକୁ ଦିନ ନୀଳଗିରି (Eucalyptus) ଚାଷ ବୃଦ୍ଧି ପାଇବାରେ ଲାଗିଛି । ଏହି ଚାଷକୁ…

ଓଡିଶାର କଶ୍ମୀର ବୁଲିଲେ ଉପମୁଖ୍ୟମନ୍ତ୍ରୀ: ବଡ଼ଧରଣର ଘୋଷଣାକୁ ଅପେକ୍ଷା

ଦାରିଙ୍ଗବାଡି, ୧୦।୨ (ଅରୁଣ ସାହୁ ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ଗସ୍ତରେ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡା ଗସ୍ତ କରିଛନ୍ତି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri