Posted inଜାତୀୟ

ନୀତି ଆୟୋଗ ବୈଠକରେ ଯୋଗ ଦେବେନାହିଁ ନୀତୀଶ, କେସିଆର କଲେ ବହିଷ୍କାର

ନୂଆଦିଲ୍ଲୀ,୭ ।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ନୀତି ଆୟୋଗର ଗର୍ଭନିଂ କାଉନସିଲର ସପ୍ତମ ବୈଠକରେ ଅଧ୍ୟକ୍ଷତା କରିବେ । ନୀତି ଆୟୋଗର ଏହି ବୈଠକରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଯୋଗ ଦେବେ ନାହିଁ ବୋଲି ଜଣାପଡିଛି । ଏହାସହ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓ ଏହି ବୈଠକକୁ ବହିଷ୍କାର କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ଫସଲଠାରୁ ଆରମ୍ଭ କରି ଶିକ୍ଷା ପର୍ଯ୍ୟନ୍ତ ଅନେକ ଭିନ୍ନ ଭିନ୍ନ ବିଷୟ ଉପରେ ଚର୍ଚ୍ଚା କରିବେ । ସନ୍ଧ୍ୟା ୭ଟାରେ ନୀତି ଆୟୋଗର ଉଧ୍ୟକ୍ଷ ପ୍ରେସ କନଫରେନ୍ସ କରିବେ ।
ଦେଶ ସ୍ୱାଧିନତାର ୭୫ ତମ ବାର୍ଷିକୀ ପାଳନ କରୁଛି । ଏହି ଅବସରରେ ରାଜ୍ୟଗୁଡିକ ସୁସ୍ଥ, ନମନୀୟ ଓ ଆତ୍ମନିର୍ଭରଶୀଳ ହେବା ସହ ସହଯୋଗୀ ସଂଘିୟତା ଆଭିମୁଖ୍ୟରେ ‘ଆତ୍ମନିର୍ଭରଶୀଳ ଭାରତ’ ଆଡକୁ ଗତି କରିବା ଉପରେ ଗୁରୁତ୍ୱ ଦିଆଯାଉଛି । ଏକ ସ୍ଥିର, ସ୍ଥାୟୀ ଏବଂ ଅନ୍ତର୍ଭୁକ୍ତ ଭାରତ ଗଠନ ଦିଗରେ ରବିବାର ନୀତି ଆୟୋଗର ପରିଚାଳନା ପରିଷଦର ସପ୍ତମ ବୈଠକ ଅନୁଷ୍ଠିତ ହେଉଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନୂଆଦିଲ୍ଲୀର ରାଷ୍ଟ୍ରପତି ଭବନ ସାଂସ୍କୃତିକ କେନ୍ଦ୍ରରେ ଏହି ବୈଠକର ଅଧ୍ୟକ୍ଷତା କରିବେ ।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

ଏନ୍‌ଏଚ୍‌ଏଆଇର ବଡ଼ ଘୋଷଣା: ଏପ୍ରିଲ ୧ରୁ ବଢ଼ିବ…

ନୂଆଦିଲ୍ଲୀ,୩୦ା୩: ଏପ୍ରିଲ ୧ରୁ ଫାସ୍‌ଟାଗ୍‌ ବାର୍ଷିକ ଦେୟ ବଢ଼ିବ ବୋଲି ଭାରତର ଜାତୀୟ ରାଜପଥ କର୍ତ୍ତୃପକ୍ଷ (ଏନ୍‌ଏଚ୍‌ଏଆଇ) ପକ୍ଷରୁ ଘୋଷଣା କରାଯାଇଛି। ଗତବର୍ଷ ଆରମ୍ଭ ହୋଇଥିବା ଏହି…

ଲିଭ-ଇନ୍‌ରେ ରହୁଥିଲେ ମିଳିବ ବିବାହିତ ମାନ୍ୟତା, ଏଥର ଜନଗଣନାର ନୂଆ ନିୟମ ବିଷୟରେ ଜାଣନ୍ତୁ…

ନୂଆଦିଲ୍ଲୀ,୩୦।୩: ଦେଶର ସର୍ବବୃହତ ପ୍ରଶାସନିକ କାର୍ଯ୍ୟ, ଜନଗଣନା, ଏବେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଦେଇ ଗତି କରୁଛି। ସରକାର ୨୦୨୭ ଜନଗଣନାକୁ ଦୁଇଟି ପର୍ଯ୍ୟାୟରେ କରିବାକୁ ନିଷ୍ପତ୍ତି ନେଇଛନ୍ତି,…

ଏଣିକି ଗୁଳିର ଜବାବ ଗୁଳିରେ ଦେବୁ: ଲୋକ ସଭାରେ କାହିଁକି ଏମିତି କହିଲେ ଅମିତ ଶାହା

ନୂଆଦିଲ୍ଲୀ,୩୦।୩: ଲୋକ ସଭାରେ ‘ନକ୍ସଲମୁକ୍ତ ଭାରତ’ ସମ୍ପର୍କରେ ଆଲୋଚନାରେ ଭାଗ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି ଯେ,…

ତହସିଲଦାରଙ୍କୁ ବିଧାୟିକା ସ୍ବାମୀଙ୍କ ହତ୍ୟା ଧମକ ମାମଲା: ୱାରେଣ୍ଟ ପାଇଁ କୋର୍ଟରେ ଆବେଦନ କଲା ପୋଲିସ

ଭବାନୀପାଟଣା,୩୦।୩(ଉତ୍ତମ କୁମାର ଦାଶ): ସରକାରୀ କାର୍ଯ୍ୟରେ ବାଧା ସୃଷ୍ଟି କରିବା ଏବଂ ତହସିଲଦାରଙ୍କୁ ହତ୍ୟା ଧମକ ଦେବା ଅଭିଯୋଗରେ କଳାହାଣ୍ଡି ଜିଲା ନର୍ଲା ବିଜେଡି ବିଧାୟିକା ମନୋରମା…

ପାକିସ୍ତାନର ଖୋଲିଗଲା ପୋଲ୍‌: ଯୁଦ୍ଧ ନାଁରେ କରୁଛି ଏହି କାମ, ସାମ୍ନାକୁ ଆସିଲା ସାଂଘାତିକ କଥା

ନୂଆଦିଲ୍ଲୀ,୩୦।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ସହିତ ଚାଲିଥିବା ସଂଘର୍ଷରେ ଯୁଦ୍ଧବିରାମ ପାଇଁ ପାକିସ୍ତାନ ପଦକ୍ଷେପ ନେଉଛି। ମଧ୍ୟପ୍ରାଚ୍ୟରେ ଉତ୍ତେଜନା ମଧ୍ୟରେ ପାକିସ୍ତାନ ନିଜକୁ ଏକ ଶାନ୍ତି…

ଯୁଦ୍ଧ ଭିତରେ ବଡ଼ ଡିଲ୍‌ କରିଦେଲେ ମୋଦି-ପୁଟିନ୍‌, ଭାରତୀୟ ଯୁବପିଢ଼ିଙ୍କୁ ମିଳିବ ବଡ଼ ଫାଇଦା!

ନୂଆଦିଲ୍ଲୀ,୩୦।୩: ଭାରତ ଏବଂ ରୁଷିଆ ମଧ୍ୟରେ ବନ୍ଧୁତା ଆଉ କେବଳ ଅସ୍ତ୍ରଶସ୍ତ୍ର କିଣା ବିକ୍ରୟ ପର୍ଯ୍ୟନ୍ତ ସୀମିତ ନାହିଁ। ଦୁଇ ଦେଶ ଭବିଷ୍ୟତର ପ୍ରଯୁକ୍ତିବିଦ୍ୟାକୁ ମିଳିତ ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri