Posted inଜାତୀୟ

ଆଜି ମଧ୍ୟପ୍ରଦେଶ ଷ୍ଟାର୍ଟଅପ ନୀତିର ଶୁଭାରମ୍ଭ କରିବେ ମୋଦି

ଭୋପାଲ,୧୩।୫: ମଧ୍ୟପ୍ରଦେଶ ଷ୍ଟାର୍ଟଅପ ସମ୍ମିଳନୀ ଶୁକ୍ରବାର ସଂଧ୍ୟା ୭ଟାରେ ଅନୁଷ୍ଠିତ ହେବ। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଷ୍ଟାର୍ଟଅପ ନୀତିର ଶୁଭାରମ୍ଭ କରିବେ। ଏଥିସହ ସେ ମଧ୍ୟପ୍ରଦେଶ ଷ୍ଟାର୍ଟଅପ ପୋର୍ଟାଲର ମଧ୍ୟ ଶୁଭାରମ୍ଭ କରିବେ। ଏହି ପୋର୍ଟାଲ ଷ୍ଟାର୍ଟଅପ ଇକୋ ବ୍ୟବସ୍ଥାପନାକୁ ସହଜ ଓ ଉନ୍ନତ କରିବାରେ ସାହାଯ୍ୟ କରିବ। ତେବେ ଷ୍ଟାର୍ଟଅପ ସମ୍ମିଳନୀରେ ଷ୍ଟାର୍ଟଅପ ଇକୋ ବ୍ୟବସ୍ଥାପନା ସହିତ ଯୁକ୍ତ ବିଭିନ୍ନ କ୍ଷେତ୍ରର ବ୍ୟକ୍ତି ଅଂଶଗ୍ରହଣ କରିବେ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିନା ମାସ୍କରେ ଧରାପଡ଼ିଲେ ୫ହଜାର ଜରିମାନା ନଚେତ୍‌ ୮ଦିନ ଜେଲ୍‌

କୁଲୁ,୯।୭: କରୋନା ଲକ୍‌ଡାଉନ କଟକଣା କୋହଳ ହେବା ପରେ ହିମାଚଳ ପ୍ରଦେଶରେ ପର୍ଯ୍ୟଟକଙ୍କ ଭିଡ଼ ଜମିବାରେ ଲାଗିଛି। ଯାହା କରୋନା ସଂକ୍ରମଣ ବ୍ୟାପିବା ଭୟକୁ ଆହୁରି...

ସମୁଦ୍ର କୂଳରେ ୫ ନର କଙ୍କାଳ: ଲୋକେ ଆତଙ୍କିତ…

ରାମନାଥପୁରମ୍‌,୩୦।୫: ସମୁଦ୍ର କୂଳରେ ପୋତା ଯାଇଥିବା ୫ ନର କଙ୍କାଳକୁ ନେଇ ତାମିଲନାଡୁର ରାମନାଥମୁରମ୍‌ ଜିଲାର ଓ୍ବଲିନକ୍କମ୍‌ ଗାଁର ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି।...

୨୪ ଘଣ୍ଟା ମଧ୍ୟରେ ଯୋଗାଇ ଦିଆଯିବ ‘ଶ୍ରମିକ ସ୍ପେଶାଲ’ ଟ୍ରେନ୍‌

ନୂଆଦିଲ୍ଲୀ,୯।୬: ରାଜ୍ୟ ସରକାରଙ୍କ ଦାବି ଅନୁଯାୟୀ ୨୪ ଘଣ୍ଟା ମଧ୍ୟରେ ଶ୍ରମିକ ସ୍ପେଶାଲ ଟ୍ରେନ୍‌ ଯୋଗାଇ ଦେବାକୁ ମଙ୍ଗଳବାର ପ୍ରକାଶ କରିଛି ରେଲ ମନ୍ତ୍ରଣାଳୟ। ସୂଚନାଯୋଗ୍ୟ,...

ଜେଲରେ ୮୫ ଏଚ୍‌ଆଇଭି ପଜିଟିଭ୍‌

ଗୁଆହାଟୀ, ୧୦ା୧୦: ଆସାମର ୨ଟି ଜେଲରେ ମାସକରେ ୮୫ ଜଣ ଏଚ୍‌ଆଇଭି ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଡ୍ରଗ୍ସ ଦ୍ୱାରା ସର୍ବାଧିକ ପ୍ରଭାବିତ ନଗାଓଁ ଜିଲାରେ ଥିବା...

କୁପଓ୍ବାଡା ମାଛିଲ ସେକ୍ଟରରେ ପାକିସ୍ତାନର ଅସ୍ତ୍ରବିରତି ଉଲ୍ଲଂଘନ

କୁପଓ୍ବାଡା,୨୩।୬: ଆତଙ୍କବାଦୀଙ୍କୁ ଭାରତ ସୀମାରେ ଅନୁପ୍ରବେଶ କରାଇବା ପାଇଁ ଲଗାତର ପାକିସ୍ତାନ ଉଦ୍ୟମ ଜାରି ରଖିଛି। ଇତିମଧ୍ୟରେ ମଙ୍ଗଳବାର ପାକିସ୍ତାନ ସେନା ପକ୍ଷରୁ ଜମ୍ମୁ-କଶ୍ମୀର କୁପଓ୍ବାଡା...

୧୫ ଦିନ ମଧ୍ୟରେ ଘରକୁ ଫେରିବେ ସମସ୍ତ ପ୍ରବାସୀ ଶ୍ରମିକ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୯।୬: ଲକ୍‌ଡାଉନ ଯୋଗୁ ବାହାର ରାଜ୍ୟରେ ଫସି ରହିଥିବା ସମସ୍ତ ପ୍ରବାସୀ ଶ୍ରମିକଙ୍କୁ ୧୫ ଦିନ ମଧ୍ୟରେ ସେମାନଙ୍କ ନିଜ ନିଜ ରାଜ୍ୟରେ ପହଞ୍ଚାଇବାକୁ ନିର୍ଦ୍ଦେଶ...

ରାଜଧାନୀରେ ବନ୍ଦ ହେବ ହୋମ ଆଇସୋଲେଶନ: କରୋନା ପୀଡ଼ିତ ଯିବେ କ୍ୱାରାଣ୍ଟାଇନ ସେଣ୍ଟର

ନୂଆଦିଲ୍ଲୀ,୧୯।୬: ଦେଶରେ ବେଳକୁ ବେଳ କରୋନା ପୀଡ଼ିତଙ୍କ ସଂଖ୍ୟା ବଢି ବଢି ଚାଲିଥିବା ବେଳେ ରାଜଧାନୀ ଦିଲ୍ଲୀର ସ୍ଥିତି ମଧ୍ୟ ଅସମ୍ଭାଳ ହୋଇ ପଡିଲାଣି। ଏହାକୁ...

ମୋଦି ସରକାରଙ୍କୁ ଝଟ୍‌କା: ଧାର୍ଯ୍ୟ ବିକାଶ ହାର କମାଇଲା ବିଶ୍ୱବ୍ୟାଙ୍କ

ଓ୍ବାଶିଂଟନ,୧୩।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ବିଶ୍ୱବ୍ୟାଙ୍କ ଏକ ଝଟ୍‌କା ଦେଇଛି। ମୋଦି ସରକାରଙ୍କ ପକ୍ଷରୁ ୨୦୨୧ ପାଇଁ ଧାର୍ଯ୍ୟ କରାଯାଇଥିବା ବିକାଶ ହାରକୁ ବିଶ୍ୱବ୍ୟାଙ୍କ...

Advertisement
Archives

Model This Week