Posted inଜାତୀୟ

ଶନିବାର ୫-ଜି ସେବା ଶୁଭାରମ୍ଭ କରିବେ ମୋଦି

ନୂଆଦିଲ୍ଲୀ,୩୦।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଇଣ୍ଡିଆ ମୋବାଇଲ କଂଗ୍ରେସର ଷଷ୍ଠ ସଂସ୍କରଣ ଅବସରରେ ୫-ଜି ସେବା ଉନ୍ମୋଚନ କରିବେ। ପିଏମ୍‌ଓ ସୂଚନାନୁଯାୟୀ, ପ୍ରଧାନମନ୍ତ୍ରୀ ପୂର୍ବାହ୍ନ ୧୦ ଟାରେ ପ୍ରଗତି ମଇଦାନରେ ନିଜର ଅଭିଭାଷଣ ପ୍ରଦାନ କରିବେ। ୫-ଜି ସେବା ଶୁଭାରମ୍ଭ ସମୟରେ ରିଲାଏନ୍ସ ଇଣ୍ଡଷ୍ଟ୍ରିର ମାଲିକ ମୁକେଶ ଅମ୍ବାନୀ,ଏୟାରଟେଲର ସୁନୀଲ ମିତ୍ତଲ ଏବଂ ଭୋଡାଫୋନ ଆଇଡିଆର ମୁଖ୍ୟ ରବିନ୍ଦର ଟକ୍କରଙ୍କ ସହ ଅନ୍ୟ ଶିଳ୍ପପତିମାନେ ମଧ୍ୟ ଯୋଗଦେବେ ବୋଲି ଜଣାପଡିଛି। ତେବେ ଦିଲ୍ଲୀ, ମୁମ୍ବାଇ, ଅହମ୍ମଦାବାଦ,ବେଙ୍ଗାଲୁରୁ, ଚଣ୍ଡିଗଡ, ଚେନ୍ନାଇ, ଗାନ୍ଧିନଗର, ଗୁରୁଗ୍ରାମ, ହାଇଦ୍ରାବାଦ, କୋଲକାତା, ଜାମନଗର, ପୁଣେ ଏବଂ ଲକ୍ଷ୍ନୌ ଆଦି ୧୩ ସହରରେ ପ୍ରଥମେ ୫-ଜି ସେବା ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବିବିସି ଅଫିସରେ ୨ୟ ଦିନ ଆଇଟି ଚଢ଼ାଉ

ନୂଆଦିଲ୍ଲୀ,୧୬ା୨: ବ୍ରିଟିଶ୍‌ ବ୍ରଡ୍‌କାଷ୍ଟିଂ କର୍ପୋରେଶନ୍‌ (ବିବିସି)ର ଦିଲ୍ଲୀ ଓ ମୁମ୍ବାଇ ଅଫିସରେ ବୁଧବାର ଆୟକର (ଆଇଟି) ବିଭାଗ ପକ୍ଷରୁ ପୁନର୍ବାର ଚଢ଼ାଉ କରାଯାଇଛି। ମଙ୍ଗଳବାରଠାରୁ ଚାଲିଥିବା...

୩ ରାଜ୍ୟରେ ସ୍କୁଲ-କଲେଜ ବନ୍ଦ…

ନୂଆଦିଲ୍ଲୀ, ୨।୧ : ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସୁରକ୍ଷା ଦୃଷ୍ଟିରୁ ଦିଲ୍ଲୀ, ଉତ୍ତରପ୍ରଦେଶ ଏବଂ...

୧୪ ବର୍ଷ ପରେ ବାବୁଲାଲଙ୍କ ଘର ବାହୁଡ଼ା: ଭାଜପାରେ ଜେଭିଏମ୍‌ର ବିଲୟ

ରାଞ୍ଚି,୧୭।୨: ଝାଡ଼ଖଣ୍ଡର ପ୍ରଥମ ମୁଖ୍ୟମନ୍ତ୍ରୀ ବାବୁଲାଲ ମାରାଣ୍ଡି ଦୀର୍ଘ ୧୪ ବର୍ଷ ପରେ ପୁଣି ଘର ବାହୁଡ଼ିଛନ୍ତି। ୨୦୦୬ରେ ସେ ଭାଜପାଠାରୁ ଅଲଗା ହୋଇ ନୂଆ...

ଭାରତରେ ଚାଇନା ନାଗରିକଙ୍କୁ ପର୍ଯ୍ୟଟନ ଭିଜା ମନା

ନୂଆଦିଲ୍ଲୀ,୨୪।୪: ଚାଇନା ନାଗରିକମାନଙ୍କୁ ଭାରତ ଦେଇଥିବା ପର୍ଯ୍ୟଟନ ଭିସା ଆଉ ବୈଧ ନୁହେଁ ବୋଲି ଅନ୍ତର୍ଜତୀୟ ବିମାନ ପରିବହନ ସଂସ୍ଥା (ଆଇଏଟିଏ) ପକ୍ଷରୁ କୁହାଯାଇଛି। ଏବେ...

କାଉଡିଆ ଯାତ୍ରା ପାଇଁ କଡା ସୁରକ୍ଷା ବ୍ୟବସ୍ଥା, ୪୦୦ ସିସିଟିଭି କ୍ୟାମେରା, ୧୦ ହଜାର ପୋଲିସ, ୧୧ ଏସପି, ୩୮ ଡିଏସପିଙ୍କୁ ଦାୟିତ୍ୱ

ହରିଦ୍ୱାର,୧୪ ।୭: ଗୁରୁବାରଠାରୁ ଆରମ୍ଭ ହୋଇଛି ଶ୍ରାବଣ ମାସ । ଏବେ ଆରମ୍ଭ ହୋଇଯାଇଛି କାଉଡିଆ ଯାତ୍ରା । ହରିଦ୍ୱାରରେ ଏଥିପାଇଁ କଡା ସୁରକ୍ଷା ବ୍ୟବସ୍ଥା...

କେରଳରେ ଚିହ୍ନଟ ହେଲେ ତୃତୀୟ କରୋନାଭାଇରସ ପଜିଟିଭ

ଥିରୁଭାନନ୍ଥପୁରମ,୩।୨: ଡରାଇଲାଣି କରୋନାଭଇରସ। କେରଳରେ କରୋନାଭାଇରସରେ ଆକ୍ରାନ୍ତ ଥିବା ତୃତୀୟ ବ୍ୟକ୍ତିଙ୍କର ଚିହ୍ନଟ କରାଯାଇଛି। ଏହାପୂର୍ବରୁ ୨ଜଣଙ୍କ ନିକଟରେ କରୋନାଭାଇରସ ପଜିଟିଭ ମିଳିବା ପରେ ଏମାନଙ୍କର...

କେନ୍ଦ୍ର ସରକାର-ଟୁଇଟରକୁ ସୁପ୍ରିମକୋର୍ଟଙ୍କ ନୋଟିସ

ନୂଆଦିଲ୍ଲୀ,୧୨ ।୨: କେନ୍ଦ୍ର ସରକାର ଓ ଟୁଇଟରକୁ ସୁପ୍ରିମକୋର୍ଟ ଶୁକ୍ରବାର ଏକ ଜନହିତକର ଆବେଦନର ଶୁଣାଣି ସମୟରେ ନୋଟିସ ଜାରି କରିଛନ୍ତି । ସୁପ୍ରିମକୋର୍ଟ କେନ୍ଦ୍ର,...

ଆଇପିଏସ୍‌ ଅଫିସର ବସନ୍ତ ରଥଙ୍କ ଇସ୍ତଫା

ଶ୍ରୀନଗର ,୨୭।୬: ନିର୍ବାଚନୀ ରାଜନୀତିରେ ଯୋଗଦେବା ଲାଗି ଓଡ଼ିଶା ଜନ୍ମିତ ୨୦୦୦ ବ୍ୟାଚ୍‌ର ଆଇପିଏସ୍‌ ଅଫିସର ବସନ୍ତ କୁମାର ରଥ ଇସ୍ତଫା ଦେଇଛନ୍ତି। ସେ ତାଙ୍କ...

Advertisement
Archives

Model This Week