ୟୁକ୍ରେନ୍ ରାଷ୍ଟ୍ରପତିଙ୍କ ସହ ପ୍ରଥମଥର କଥା ହେବେ ମୋଦି

ନୂଆଦିଲ୍ଲୀ,୭ ।୩: ରୁଷିଆ-ୟୁକ୍ରେନ୍ ଯୁଦ୍ଧ ୧୨ ଦିନରେ ପହଞ୍ଚିଛି । ହେଲେ ଏହାର କୌଣସି ସମାଧାନର ବାଟ ଏପର୍ଯ୍ୟନ୍ତ ବାହାରି ପାରିନାହିଁ । ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଥମଥର ଲାଗି ୟୁକ୍ରେନ୍ ରାଷ୍ଟ୍ରପତି ଭୋଲୋଡେମିର ଜେଲନ୍‌ସ୍କିଙ୍କ ସହ ଫୋନ ଯୋଗେ କଥା ହେବେ । ତେବେ ୟୁକ୍ରେନରୁ ଭାରତୀୟଙ୍କୁ ଉଦ୍ଧାର କରିବା ଓ ଯୁ୍‌ଦ୍ଧର ସମାଧାନକୁ ନେଇ ମୋଦି କଥା ହୋଇପାରନ୍ତି ବୋଲି ଅନୁମାନ କରାଯାଉଛି । ଏହା ପୂର୍ବରୁ ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ସହ କଥା ହୋଇ ସାରିଛନ୍ତି । ହେଲେ ରୁଷିଆ ଏପର୍ଯ୍ୟନ୍ତ ଯୁଦ୍ଧ ବିରତି ଘୋଷଣା କରି ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ଦୁର୍ଘଟଣା; ଟ୍ରକ୍‌-ବାଇକ୍‌ ଧକ୍କାରେ ଆଖିବୁଜିଲେ ଉପେନ୍ଦ୍ର

ପାରଳାଖେମୁଣ୍ଡି, ୭।୧୦ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ୍‌ ଅନ୍ତର୍ଗତ ଗୁରାଣ୍ଡା ଥାନା ପାଟିକୋଟା ଗ୍ରାମ ନିକଟରେ ଟ୍ରକ୍‌-ବାଇକ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି…

ଆଡଭାନୀଙ୍କୁ ବାସଭବନରେ ସାକ୍ଷାତ କଲେ ମୋଦି, କହିଲେ….

ନୂଆଦିଲ୍ଲୀ,୭।୧୦: ଭାରତୀୟ ରାଜନୀତିରେ ନରେନ୍ଦ୍ର ମୋଦିଙ୍କ ଶାସନ ଯାତ୍ରାକୁ ୨୫ ବର୍ଷ ପୂରିଛି। ଏହି ଅବସରରେ ବୁଧବାର ଭାଜପାର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀଙ୍କୁ ତାଙ୍କ ବାସଭବନରେ…

କେନ୍ଦ୍ରାପଡ଼ାରେ ଚାଞ୍ଚଲ୍ୟ, କଲେଜରେ ପଶି ଅଧ୍ୟାପିକାଙ୍କୁ ଅସଦାଚରଣ କଲେ….

କେନ୍ଦ୍ରାପଡା,୭।୧୦(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସଦର ଥାନା ଅଧୀନ ଏକ କେଲଜ ଅଧ୍ୟାପିକାଙ୍କୁ ଅସଦାଚରଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଣେ ଅଭିଭାବକ କଲେଜରେ ପଶି ତାଙ୍କୁ…

ରଣଜୀ ଟିମ୍‌ରେ କଳାହାଣ୍ଡିର ଦିନେଶ ମାଝୀ, ଛୁଟୁଛି ଶୁଭେଚ୍ଛାର ସୁଅ

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ): ଓଡ଼ିଶା କ୍ରିକେଟ ଆସୋସିଏସନ୍ ପକ୍ଷରୁ ୨୦୨୬-୨୭ ସିଜନ ଡୋମେଷ୍ଟିକ୍ ବିସିସିଆଇ ଟୁର୍ନାମେଣ୍ଟର ପ୍ରଥମ ଦୁଇଟି ମ୍ୟାଚ୍ ପାଇଁ ଓଡ଼ିଶା ରଣଜୀ ଦଳର ୧୭…

ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀଙ୍କ ଆନ୍ଦୋଳନ ଜାରି, ରାହୁଲଙ୍କୁ ଉଠାଇ ନେଲା ପୋଲିସ

ନୂଆଦିଲ୍ଲୀ,୭।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀ ଦଳଗୁଡ଼ିକର ଆନ୍ଦୋଳନ ଥମିବାର ନାଁ ନେଉନାହିଁ । ମଙ୍ଗଳବାର ଦିନତମାମ ଧାରଣା ପରେ ଆଜି ‘ଇଣ୍ଡିଆ’…

ପାଟପୁରରେ ଦକ୍ଷିଣ ଓଡ଼ିଶା ବାଳିକା କବାଡ଼ି ପ୍ରତିଯୋଗିତା; ଗଜପତି ଜିଲାର ରାମଗିରି ଚାମ୍ପିୟନ, ମାଲକାନଗିରି ଉପ ବିଜେତା

ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ କବାଡ଼ି ପ୍ରତିଯୋଗିତା ଜାରି ରହିଥିଲା…

ଛାତ୍ର ସଂସଦ ନିର୍ବାଚନକୁ ନେଇ ବଲାଙ୍ଗୀର କଲେଜରେ ଉତ୍ତେଜନା

ବଲାଙ୍ଗୀର,୭ା୧୦(ସୁନିଲ କୁମାର ମହାନ୍ତି): କଲେଜ ନିର୍ବାଚନକୁ ନେଇ ଏବେଠୁ ବଲାଙ୍ଗିର ଜିଲାରେ ଉତ୍ତେଜନା ଦେଖାଦେଲାଣି। ବଲାଙ୍ଗୀର ପୁଇଁନ୍ତଳା ନିକଟରେ ଥିବା ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ଦେଖାଦେବା…

କେତେ ସମ୍ପତ୍ତିର ମାଲିକ ରାହୁଲ ଗାନ୍ଧୀ? କେବଳ ଅଫିସର ଦାମ ୯ କୋଟି! ଜାଣନ୍ତୁ ନେଟଓ଼୍ବର୍ଥ

ନୂଆଦିଲ୍ଲୀ,୭।୧୦: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ପ୍ରାୟତଃ ନିଜର ରାଜନୈତିକ ନିଷ୍ପତ୍ତି ଏବଂ ସରକାରଙ୍କ ବିରୋଧରେ ଦେଉଥିବା ବୟାନକୁ ନେଇ ଚର୍ଚ୍ଚାରେ ରହିଥାନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?