Posted inଜାତୀୟ

୧୧ରେ ଦୁଇ ଦିନିଆ ଗୁଜୁରାଟ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ

ଗାନ୍ଧିନଗର,୯।୩: ଆସନ୍ତା ୧୧ରେ ଦୁଇ ଦିନିଆ ଗୁଜୁରାଟ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ମୋଦି । ଗୁଜୁରାଟରେ ଆୟୋଜିତ ହେବାକୁ ଥିବା ଖେଳ ମହାକୁମ୍ଭ- ୨୦୨୨କୁ ପ୍ରଧାନମନ୍ତ୍ରୀ ଉଦଘାଟନ କରିବେ । ଶୁକ୍ରବାର ମୋଦି ପ୍ରାୟ ୧୦.୩୦ ସମୟରେ ଅହମ୍ମଦାବାଦ ବିମାନବନ୍ଦରରେ ପହଞ୍ଚିବେ । ଏହାପରେ ସେ କୋବାର ଆଞ୍ଚଳିକ କାର୍ଯ୍ୟାଳୟ କମଲମକୁ ଯିବାର ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ମୁସଲମାନ ବୋଲି ଟାର୍ଗେଟ କରାଯାଉଛି’

ନୂଆଦିଲ୍ଲୀ, ୨୯ା୬: ଧର୍ମୀୟ ଭାବାବେଗକୁ ଆଘାତ ଦେବା ଅଭିଯୋଗରେ ଗିରଫ ହୋଇଥିବା ଅଲ୍ଟ ନ୍ୟୁଜ୍‌ ଓ୍ବେବସାଇଟ ଖବରଦାତା ମହମ୍ମଦ ଜୁବୈରଙ୍କୁ ୪ ଦିନ ପାଇଁ ରିମାଣ୍ଡରେ...

କଂଗ୍ରେସ ଏକ୍‌ଜିଟ୍‌ ପୋଲ୍‌: ଏନ୍‌ଡିଏ ଆଗରେ

ନୂଆଦିଲ୍ଲୀ,୨୨।୫: ବିଭିନ୍ନ ସର୍ଭେ ସଂସ୍ଥା ପକ୍ଷରୁ ଏକ୍‌ଜିଟ୍‌ ପୋଲ୍‌ କରାଯାଇଥିବାବେଳେ ଏଥିରେ ଏନଡିଏ ପୁଣିଥରେ କ୍ଷମତା ଦଖଲ କରିବ ବୋଲି ଅନୁମାନ କରାଯାଇଛି। ତେବେ ଖୋଦ୍‌...

ରାମପୁର ଉପ-ନିର୍ବାଚନ ପାଇଁ ଆସିଲା ନୂଆ କାର୍ଯ୍ୟସୂଚୀ

ଲକ୍ଷ୍ନୌ,୧୦।୧୧: ଉତ୍ତରପ୍ରଦେଶର ରାମପୁର ବିଧାନସଭା ଆସନ ପାଇଁ ହେବାକୁ ଥିବା ଉପ-ନିର୍ବାଚନକୁ ନେଇ ନିର୍ବାଚନ କିମଶନ ଗୁରୁବାର ଏକ ନୂଆ କାର୍ଯ୍ୟସୂଚୀ ଜାରି କରିଛନ୍ତି। ପୂର୍ବ...

ଦ୍ୱିତୀୟ ଡୋଜ୍‌ ପରେ ବି ସଂକ୍ରମଣ

ଅହମଦାବାଦ/ନାଗପୁର, ୭।୩: କରୋନା ମହାମାରୀରେ ଭାରତରେ ଦେଢ଼ ଲକ୍ଷରୁ ଊର୍ଦ୍ଧ୍ୱ ଲୋକଙ୍କ ଜୀବନ ଯାଇଛି। ଟିକା ଆସିଗଲେ ମହାମାରୀରୁ ରକ୍ଷା ମିଳିବ ବୋଲି ସମସ୍ତେ ଆଶା...

ରୋଡ୍‌ଶୋ ବେଳେ ମୁହାଁମୁହିଁ ହେଲେ ଅଖିଳେଶ-ପ୍ରିୟଙ୍କା

ଲକ୍ଷ୍ନୌ,୪।୨: ଉତ୍ତରପ୍ରଦେଶର ବୁଲନ୍ଦଶହର ରୋଡ୍‌ଶୋ ବେଳେ ପରସ୍ପରକୁ ଭେଟିଥିଲେ କଂଗ୍ରେସ ସାଧାରଣ ସମ୍ପାଦିକା ପ୍ରିୟଙ୍କା ଗାନ୍ଧୀ ଓ ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ। ପ୍ରିୟଙ୍କା...

ପ୍ଲାଷ୍ଟିକ ବୋତଲର ସ୍ଥାନ ନେବ ବାଉଁଶ ପାଣି ବୋତଲ, ଜାଣନ୍ତୁ ଦାମ୍‌ କେତେ

ନୂଆଦିଲ୍ଲୀ,୧।୧୦: ଅକ୍ଟୋବର ୨ରୁ ଏକକ ବ୍ୟବହାର ପ୍ଲାଷ୍ଟିକ ଉପରେ କଟକଣା ଲଗାଇବାକୁ ନିଷ୍ପତ୍ତି ନେଇଛନ୍ତି କେନ୍ଦ୍ର ସରକାର। ଏମଏସଏମଇ ମନ୍ତ୍ରଣାଳୟ ଅଧୀନରେ କାର୍ଯ୍ୟରତ ଖଦି ଗ୍ରାମୋଦ୍ୟୋଗ...

ପଶ୍ଚିମବଙ୍ଗରେ ୧୧୨ ଜୀବନ୍ତ ବୋମା ଉଦ୍ଧାର: ୩୯୯ଜଣ ଗିରଫ

କୋଲକାତା,୭।୭: ପଶ୍ଚିମବଙ୍ଗରେ କିଛିଦିନ ହେବ ଲାଗି ରହିଥିବା ରାଜନୈତିକ ହିଂସା ଥମୁ ନ ଥିବା ବେଳେ ପୋଲିସ ଶନିବାର ସୁଦ୍ଧା ପ୍ରାୟ ୧୧୨ଟି ଜୀବନ୍ତ ବୋମା...

ସେନା ମେଜର ପ୍ରସ୍ତୁତ କଲେ ପ୍ରଥମ ବୁଲେଟ୍‌ ପ୍ରୁଫ୍‌ ହେଲ୍‌ମେଟ: ଭେଦ କରିପାରିବନି ଏକେ-୪୭ର ଗୁଳି

ନୂଆଦିଲ୍ଲୀ,୮।୨: ଜମ୍ମୁ-କଶ୍ମୀର ସୀମାରେ ବିଶେଷ କରି ପାକିସ୍ତାନ ପକ୍ଷରୁ ଭାରତୀୟ ସେନାଙ୍କୁ ଲକ୍ଷ୍ୟ କରି ଗୁଳି ଚାଳନା କରାଯାଉଛି। ସେହିଭଳି ଉକ୍ତ ଅଞ୍ଚଳରେ ଆତଙ୍କବାଦୀଙ୍କ ବିରୋଧରେ...

Advertisement
Archives

Model This Week