ଉତ୍ତର ପ୍ରଦେଶରେ ପ୍ରଥମ ପର୍ଯ୍ୟାୟ ମତଦାନ ପୂର୍ବରୁ ମୋଦିଙ୍କ ଅପିଲ

ନୂଆଦିଲ୍ଲୀ,୧୦ ।୨: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ଗୁରୁବାର ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ କରାଯାଉଛି । ଏଥିରେ ୧୧ ଜିଲାର ୫୮ ଆସନ ପାଇଁ ଭୋଟ ଗ୍ରହଣ କରାଯିବ । ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ୍ କରି ସମସ୍ତେ ସମସ୍ତଙ୍କର ମତଦାନ ଅଧିକାର ପ୍ରୟୋଗ କରିବାକୁ ଅପିଲ କରିଛନ୍ତି । ଏହା ସହ କୋଭିଡ ନିୟମ ମାନିବାକୁ ବି ସେ ଜନତାଙ୍କୁ ଅନୁରୋଧ କରିଛନ୍ତି ।
ମୋଦି କହିଛନ୍ତି , ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନର ଆଜି ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ । ମେ।।ର ଆଶା ସମସ୍ତ ମତଦାତା କୋଭିଡ ନିୟମ ପାଳନ କରି ଲୋକତନ୍ତ୍ରର ଏହି ପାବନ ପର୍ବରେ ବହୁ ସଂଖ୍ୟାରେ ଭାଗ ନିଅନ୍ତୁ । ମନେ ରଖନ୍ତୁ ପ୍ରଥମେ ମତଦାନ, ତା’ପରେ ଜଳପାନ ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ବଡ଼ ଘୋଷଣା କରି…..

ଭୁବନେଶ୍ବର,୨୨।୩: ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନ କନଭେନଶନ ସେଣ୍ଟର ଠାରେ…

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଛାତିଥରା କାହାଣୀ, ପ୍ରେମିକ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ୪୪ ବର୍ଷୀୟ ବୋହୂ

ଲକ୍ଷ୍ନୌ,୨୨।୩: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ, ଜଣେ ୬୫ବର୍ଷୀୟା ମହିଳାଙ୍କୁ ତାଙ୍କ ନିଜ ଘର ଭିତରେ ଗଳାକାଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଲକ୍ଷ୍ନୌ…

Israel US Iran War: କାତାରରେ କ୍ରାଶ ହେଲା ହେଲିକପ୍ଟର, ୬ ମୃତ

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏକ କାତାରର ମିଲିଟ୍ରି ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ରବିବାର ଦିନ କାତାର ସରକାର ନିଶ୍ଚିତ…

ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆକ୍ସନରେ ମୋଦି!

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ବିଶ୍ୱବ୍ୟାପୀ ଚିନ୍ତାକୁ ବୃଦ୍ଧି କରିଛି। ଗତ ୨୩ ଦିନ ଧରି ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଶତ୍ରୁତା ଲାଗି ରହିଛି।…

ଇଣ୍ଡୋ-ପ୍ରଶାନ୍ତ ମହାସାଗରରେ ଧମକ ଦେଲା ଭାରତ, ଦମ୍‌ ଦେଖାଇଲା INS ନୀଳଗିରି

ନୂଆଦିଲ୍ଲୀ,୨୨।୩: ଭାରତ-ପ୍ରଶାନ୍ତ (ଇଣ୍ଡୋ-ପ୍ୟାସିଫିକ)ମହାସାଗରୀୟ କ୍ଷେତ୍ରରେ ଭାରତର ବଢୁଥିବା ଶକ୍ତି ଏବେ ସ୍ପଷ୍ଟ ଭାବରେ ଦେଖା ଗଲାଣି। ଭାରତୀୟ ନୌସେନାର ଉଚ୍ଚ-ପ୍ରଯୁକ୍ତି ଯୁଦ୍ଧଜାହାଜ, INS ନୀଳଗିରି, ଅଷ୍ଟ୍ରେଲିଆରେ ଚାଲିଥିବା…

Modi Govt Plan-B ଆକ୍ଟିଭ! ଇନ୍ଧନ ଯୋଗାଣ, ଜାହାଜ ପରିବହନ ସୁରକ୍ଷା ଉପରେ ଦୃଢ ମନୋଭାବ ପୋଷଣ କଲା ଭାରତ, ହର୍ମୁଜ ଷ୍ଟ୍ରେଟରେ କଡ଼ା ନଜର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଶକ୍ତି ପ୍ରତିଷ୍ଠାନ ଉପରେ ଆକ୍ରମଣ ବିଶ୍ୱ ଉତ୍ତେଜନାକୁ ଏକ ଗୁରୁତର ସ୍ତରକୁ ବୃଦ୍ଧି କରିଛି।…

ଖୁସି ଖବର: ଭାରତ ପହଞ୍ଚିଲା ଆମେରିକାର LPG ଜାହାଜ, ପ୍ରଥମେ ରୁଷିଆ ତେଲ ଟ୍ୟାଙ୍କର ଆଉ ଏବେ…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ପରେ, ବିଶ୍ୱ ତୈଳ ସଙ୍କଟ ଆହୁରି ଘନିଷ୍ଠ ହୋଇଛି। ଇରାନର ହର୍ମୁଜ ପ୍ରଣାଳୀ ଉପରେ ପହରାଦେବା ଜାହାଜଗୁଡ଼ିକୁ ସମୁଦ୍ରରେ ରହିବାକୁ ବାଧ୍ୟ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri