Posted inଜାତୀୟ

ମୋଦିଙ୍କ ଦୁଇ ଦିନିଆ ଗୁଜରାଟ ଗସ୍ତ

ନୂଆଦିଲ୍ଲୀ,୨୭ ।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାରଠାରୁ ଦୁଇ ଦିନିଆ ଗୁଜରାଟ ଗସ୍ତରେ ଯାଉଛନ୍ତି । ଏହି ସମୟରେ ମୋଦି କିଛି ମହତ୍ୱପୂର୍ଣ୍ଣ ଯୋଜନାର ଶିଳାନ୍ୟାସ ଓ ଲୋକାର୍ପଣ କରିବାର କାର୍ଯ୍ୟକ୍ରମ ରହିଛି । ଗୁଜରାଟ ଗସ୍ତର ପ୍ରଥମ ଦିନରେ ଅର୍ଥାତ୍ ଶନିବାର ପ୍ରଧାନମନ୍ତ୍ରୀ ଅହମଦାବାଦରେ ସାବରମତି ନଦୀ ଉପରେ ପାଦଚଲା ଯାତ୍ରୀଙ୍କ ପାଇଁ ଅଟଳ ପୋଲର ଉଦ୍‌ଘାଟନ କରିବେ ।
ମୋଦିଙ୍କ ଗୁଜରାଟ ଗସ୍ତକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି । ଏଥିରେ କୁହାଯାଇଛି ମୋଦିଙ୍କ ଗୁଜରାଟ ଗସ୍ତର ପ୍ରଥମ ଦିନରେ ପ୍ରଧାନମନ୍ତ୍ରୀ ସନ୍ଧ୍ୟାରେ ସାବରମତି ରିଭରଫ୍ରଣ୍ଟରେ ଆୟୋଜିତ ଖଦି ଉତ୍ସବ କାର୍ଯ୍ୟକ୍ରମରେ ସାମିଲ ହେବେ, ସେଠାରେ ସେ ଏକ ଜନସଭାକୁ ସମ୍ବୋଧିତ କରିବେ ।


Enter your email to get our daily news in your inbox.

All Right Reserved By Dharitri.Com

କୃତିମ ସୂର୍ଯ୍ୟ ତିଆରି କରୁଛି ଚାଇନା, ବିଶ୍ୱର ସବୁଠାରୁ ଶକ୍ତିଶାଳୀ ମ୍ୟାଗନେଟ୍‌ର ପରୀକ୍ଷଣ ସଫଳ

ନୂଆଦିଲ୍‌ଲୀ,୨୮।୭: ପୃଥିବୀରେ ଶକ୍ତିର ସନ୍ଧାନ ମଧ୍ୟରେ ଚୀନ୍ ଏକ ବଡ଼ ସଫଳତା ହାସଲ କରିଛି। ଚୀନ୍ ବିଶ୍ୱର ସବୁଠାରୁ ବଡ଼ ସୁପରକଣ୍ଡକ୍ଟିଂ ଫ୍ୟୁଜନ୍ ମ୍ୟାଗନେଟ୍ (Superconducting Fusion…

ଭଦ୍ରକରେ ବୁଧବାର ସମସ୍ତ ସ୍କୁଲ-ଅଙ୍ଗନବାଡ଼ି ଛୁଟି

ଭଦ୍ରକ,୨୮।୭: ପ୍ରବଳ ବର୍ଷା ଏବଂ ଖରାପ ପାଗକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଆସନ୍ତାକାଲି ଅର୍ଥାତ ବୁଧବାର ଜିଲାର…

ଟ୍ରେନ ଆଗକୁ ଡେଇଁ ପଡ଼ିଲେ ମହିଳା, ଆଉ ତା’ପରେ…

ବଲାଙ୍ଗୀର,୨୮।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଖୁଜେନପାଲି କବାଟପଡ଼ା ରେଳ ଲାଇନ୍‌ ନିକଟରୁ ମଙ୍ଗଳବାର ଜଣେ ମହିଳାଙ୍କ ମୃତଦେହ ରେଳବାଇ ପୋଲିସ ଉଦ୍ଧାର କରିଛି। ମହିଳାଙ୍କ ପରିଚୟ ମିଳି…

ଛାତ୍ର ଆନ୍ଦୋଳନକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି, ଗିରଫ ଛାତ୍ରଙ୍କୁ ମୁକ୍ତ କର…

ନୂଆଦିଲ୍‌ଲୀ,୨୮।୭: ମଙ୍ଗଳବାର, ସୁପ୍ରିମକୋର୍ଟ ଛାତ୍ର ପ୍ରଦର୍ଶନରେ ସାମିଲ ଥିବା ପ୍ରତିବାଦକାରୀଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ବିଭିନ୍ନ ଆବେଦନର ଶୁଣାଣି ସମୟରେ, କୋର୍ଟ କହିଛନ୍ତି ଯେ ଦିଲ୍ଲୀର…

ବିପଦ ସଂକେତ ଉପରେ ବୁଢ଼ାବଳଙ୍ଗ: ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ, ଏସ୍‌ପି

ବୈଶିଙ୍ଗା,୨୮।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ତଥା ବେତନଟୀ ବ୍ଲକ ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ପୋଲ ନିକଟରେ ମଙ୍ଗଳବାର ଦ୍ୱିପ୍ରହର ସୁଦ୍ଧା ଜଳସ୍ତର ବିପଦ…

ସଂସଦରେ ପ୍ରିୟଙ୍କାଙ୍କୁ କଟାକ୍ଷ କଲେ ରିଜିଜୁ; ‘ରାହୁଲଙ୍କ ଭାଷଣ ଚୋରି କରିଦେଲେ…

ନୂଆଦିଲ୍ଲୀ,୨୮।୭: ମଙ୍ଗଳବାର ଲୋକ ସଭାରେ ପେପର ଲିକ ବିରୋଧୀ ପ୍ରସଙ୍ଗ ଉପରେ ଆଲୋଚନା ହୋଇଥିଲା। ପ୍ରିୟଙ୍କା ଗାନ୍ଧୀ ଭଦ୍ରା ମଧ୍ୟ କଂଗ୍ରେସ ଦଳ ପକ୍ଷରୁ ଭାଷଣ ଦେଇଥିଲେ।…

ପାଲଲହଡ଼ା-ବାଉଁଶଯୋଡ଼ା ବ୍ରିଜରେ ୫ ଫୁଟ ବନ୍ୟା ପାଣି

ଭୁବନେଶ୍ୱର,୨୮।୭: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଯୋଗୁ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ଲଗାଣ ବର୍ଷା ଯୋଗୁ ପାଲଲହଡ଼ା-ବାଉଁଶଯୋଡ଼ା ନଦୀ ବ୍ରିଜ ଉପରେ…

ଅଚାନକ ଭାରତୀୟ କୋଚ୍‌ ଦେଲେ ଇସ୍ତଫା: କ୍ରିକେଟ ଜଗତରେ ହଇଚଇ, ଏମିତି ନିଷ୍ପତ୍ତି ନେଇ…

ମୁମ୍ବାଇ,୨୮।୭: ଅଚାନକ ଟିମ ଇଣ୍ଡିଆର ସହକାରୀ କୋଚ୍‌ ରୟାନ ଟେନ ଡୋଶେଟ (Ryan ten Doeschate) ନିଜ ପଦ ଛାଡ଼ିବାକୁ ନିଷ୍ପତ୍ତି ନେଇଛନ୍ତି। ୟୁକେ (UK) ଗସ୍ତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri