ମୁଁ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସକ: ଏଲନ ମସ୍କ

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୧।୬: ଟେସଲାର ପ୍ରତିଷ୍ଠାତା ତଥା ସିଇଓ ଏଲନ ମସ୍କ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି। ଏହି ସମୟରେ ଏଲନ ମସ୍କ ଭାରତର ପ୍ରଧାନମନ୍ତ୍ରୀଙ୍କୁ ପ୍ରଶଂସା କରିବା ସହ କହିଛନ୍ତି, ମୁଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସକ, ଯିଏ ଭାରତ ପାଇଁ ସଠିକ୍‌ କାର୍ଯ୍ୟ କରିବାକୁ ଚାହାନ୍ତି। ନ୍ୟୁୟର୍କରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଏହି ସାକ୍ଷାତ ପରେ ଏଲନ ମସ୍କ ଗଣମାଧ୍ୟମକୁ କହିଛନ୍ତି, ଭାରତର ପ୍ରଧାନମନ୍ତ୍ରୀ ପ୍ରକୃତରେ ଭାରତ ପ୍ରତି ବହୁତ ଧ୍ୟାନ ଦିଅନ୍ତି ଏବଂ ଦେଶରେ ଗୁରୁତ୍ୱପୂର୍ଣ୍ଣ ପୁଞ୍ଜି ବିନିଯୋଗ କରିବାକୁ ଟେସଲାକୁ ଉତ୍ସାହିତ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri