Posted inଜାତୀୟ

ତେଲେଙ୍ଗାନା-ଆନ୍ଧ୍ର ପ୍ରଦେଶରେ ଗଡିଲା ବନ୍ଦେ ଭାରତ ଏକ୍ସପ୍ରେସ, ସବୁଜ ପତାକା ଦେଖାଇ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫ ।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଅର୍ଥାତ୍ ୧୫ ଜାନୁୟାରୀରେ ଦେଶକୁ ୮ମ ବନ୍ଦେ ଭାରତ ଏକ୍ସପ୍ରେସ ଉପହାର ଦେଇଛନ୍ତି । ଭିଡିଓ କନଫରନସିଂ ଜରିଆରେ ପ୍ରଧାନମନ୍ତ୍ରୀ ସିକନ୍ଦରାବାଦ ଓ ବିଶାଖାପଟ୍ଟନମ ମଧ୍ୟରେ ବନ୍ଦେ ଭାରତ ଏକ୍ସପ୍ରେସକୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି ।
ଏହି ସମୟରେ ମୋଦି କହିଛନ୍ତି ଏହି ବନ୍ଦେ ଭାରତ ଏକ୍ସପ୍ରେସ ସେହି ଭାରତର ପ୍ରତିକ ଯାହା ତା’ର ନାଗରିକଙ୍କୁ ଭଲ ସୁବିଧା ଦେବାକୁ ଚାହୁଁଛି । ଏହା ସେହି ଭାରତର ପ୍ରତିକ ଯାହା ଗୁଲାମିର ମାନସିକତାରୁ ବାହାରି ଆତ୍ମନିର୍ଭରତା ଆଡକୁ ପାଦ ବଢାଉଛି । ମୋଦି ଆହୁରି ମଧ୍ୟ କହିଛନ୍ତି ଆଜି ବନ୍ଦେ ଭାରତକୁ ନେଇ ଯେଉଁଭଳି ଭାବେ ଶୀଘ୍ର କାମ ହେଉଛି ତାହା ବାସ୍ତବରେ ପ୍ରଶଂସନୀୟ ।
ପ୍ରଧାନମନ୍ତ୍ରୀ କହିଛନ୍ତି ୨୦୨୩ର ଏହା ପ୍ରଥମ ବନ୍ଦେ ଭାରତ ଏକ୍ସପ୍ରେସ । ଆମ ଦେଶରେ ୧୫ ଦିନ ଭିତରେ ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ ଦୌଡିଛି । କେବଳ ଏତିକି ଦେଖିବାର ଅଛି ଯେ ଦେଶରେ କେତେ ଶୀଘ୍ର ବନ୍ଦେ ଭାରତ ଅଭିଯାନ ପ୍ରଗତି କରୁଛି । ଏହା ଦେଶର ଟ୍ରେନ୍ ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ବାଜିଲା ବିଗୁଲ୍‌, ଉଚ୍ଚସ୍ତରୀୟ ବୈଠକ ଡାକିଲେ ରାଜ୍ୟ ନିର୍ବାଚନ କମିଶନ

ଭୁବନେଶ୍ବର,୯।୭: ୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ଏନେଇ ରାଜ୍ୟ ନିର୍ବାଚନ କମିଶନ ଉଚ୍ଚସ୍ତରୀୟ ବୈଠକ ଡାକିଛନ୍ତି । ଆସନ୍ତା…

ଛତୁ ତୋଳିବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ଜଙ୍ଗଲରେ ବଳାତ୍କାର, ବିବାହ ପାଇଁ ଜିଦି କରିବାରୁ ଖାଇଦେଲେ ବିଷ ଫଳ

ଟିକିରି,୯।୭(ପ୍ରଫୁଲ୍ଲ କୁମାର ବେହେରା): ରାୟଗଡ଼ା ଜିଲାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଙ୍ଗଲକୁ ଛତୁ ତୋଳିବାକୁ ଯାଇଥିବା ସମୟରେ ନାବାଳିକାଙ୍କୁ ଜୋର ଜବରଦସ୍ତି ଉଠାଇ ନେଇ…

ଡୋନାଲ୍ଡ ଟ୍ରମ୍ପଙ୍କ ଧମକର ଜବାବ କାହିଁକି ଦିଅନ୍ତି ଇରାନୀ ବାଚସ୍ପତି? ମୋଜତାବା ଖାମେନେଇ କିମ୍ବା ଆରାଘଚି କାହିଁକି ନୁହଁନ୍ତି? ଜାଣନ୍ତୁ…

ତେହରାନ,୯।୭: ଇରାନ-ଆମେରିକା ବିବାଦରେ ଏକ ସ୍ବତନ୍ତ୍ର ନମୁନା ଦେଖାଦେଇଛି: ଯେତେବେଳେ ବି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ବିରୁଦ୍ଧରେ ଏକ କଡ଼ା ବିବୃତ୍ତି ଦିଅନ୍ତି, ସେତେବେଳେ…

ଶ୍ୱଶୁର ଘରେ ପେଟ୍ରୋଲ ଢାଳି ମହିଳାଙ୍କ ଆତ୍ମାହୁତି ଉଦ୍ୟମ, କାରଣ ଜାଣିଲେ ହେବେ…

ଵ୍ରହ୍ମପୁର,୯।୭(ସୁବାସ ଚନ୍ଦ୍ର ପାଢ଼ୀ): ଶାଶୁ ଘରେ ଆତ୍ମାହୁତି ଉଦ୍ୟମ କଲେ ମହିଳା । ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ନିମଖଣ୍ଡି ଥାନା…

ମିଳୁନି ୧୫ ମତ୍ସଜୀବୀଙ୍କ ପତ୍ତା, ବାଲେଶ୍ବରରୁ ରହିଛନ୍ତି ୩ ଭାଇ

ଭୋଗରାଇ,୯।୭(ପ୍ରଦୀପ ଦାସ): ଲଘୁଚାପ କାରଣରୁ ସମୁଦ୍ର ଅଶାନ୍ତ ରହିଛି । ଏଭକି ସ୍ଥିତିରେ ଓଡିଶା ସୀମାନ୍ତ ପଶ୍ଚିମବଙ୍ଗ ଶଙ୍କରପୁର ମତ୍ସ୍ୟ ଅବତରଣ କେନ୍ଦ୍ରରୁ ମା କାଳୀ ନାମକ…

କଟକରେ ଦୁର୍ଘଟଣା; ବାଇକ୍‌ ଆରୋହୀଙ୍କ ଉପରେ ଚଢ଼ିଗଲା ଆମ ବସ୍‌, ତାପରେ…

କଟକ,୯।୭(ପ୍ରଭୁକଲ୍ୟାଣ ପାଲ୍): ପୁଣି ଦୁର୍ଘଟଣା କଲା ଆମ ବସ୍ । କଟକ ବାଦାମବାଡ଼ି ମଲାଚଣ୍ଡିଆ ଛକ ନିକଟରେ ଏକ ବାଇକ ଉପରେ ଚଢ଼ିଲା ଆମ ବସ୍ ।…

ସରକାରଙ୍କ ଅଣଦେଖା! ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଗର୍ଜିଲେ ଆଶାକର୍ମୀ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ କାର୍ଯ୍ୟରତ ଆଶାକର୍ମୀଙ୍କ ପ୍ରତି ସରକାର ଅଣଦେଖା ମନୋଭାବ ପୋଷଣ କରୁଛନ୍ତି । ଏଭଳି ଅଭିଯୋଗ ଆଣି ଗୁରୁବାର ଜିଲାପାଳଙ୍କ କାର୍ଯ୍ୟାଳୟରେ ରଣହୁଙ୍କାର ଦେଇଛନ୍ତି…

ପ୍ରଧାନମନ୍ତ୍ରୀ ମୋଦି କ୍ରିକେଟ ମ୍ୟାଚ ସହ ଟସ ବିଷୟରେ କାହିଁକି କହିଲେ? ହସ ରୋକି ପାରିଲେନି ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆଲବାନିଜ

ମେଲବୋର୍ନ,୯।୭: ଅଷ୍ଟ୍ରେଲିଆରେ ପହଞ୍ଚିବା ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଲବୋର୍ନରେ ତାଙ୍କ ଭାଷଣ ସମୟରେ କ୍ରିକେଟ ବିଷୟ ଉଠାଇ ପରିବେଶକୁ ହାଲୁକା କରିଥିଲେ। ଏକ ମିଳିତ ପ୍ରେସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri