Posted inଜାତୀୟ

ଏମ୍‌ପିଙ୍କୁ ମୋଦିଙ୍କ ନିବେଦନ: ନିର୍ବାଚନ ଯିବ-ଆସିବ, ଚଳିତ ଅଧିବେଶନକୁ କରନ୍ତୁ ଫଳପ୍ରଦ

ନୂଆଦିଲ୍ଲୀ,୩୧।୧: ପାର୍ଲାମେଣ୍ଟର ବଜେଟ ଅଧିବେଶନ ସୋମବାରଠାରୁ ଆରମ୍ଭ ହୋଇଛି। ଏହାପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗଣମାଧ୍ୟମ ସହ କଥା ହୋଇଥିଲେ। ଏହି ସମୟରେ ସେ ବଜେଟ ଅଧିବେଶନକୁ ଫଳପ୍ରଦ କରିବାକୁ ଏମ୍‌ପିମାନଙ୍କୁ ନିବେଦନ କରିଥିଲେ। ଆମେ ସମସ୍ତେ ଏହି ଅଧିବେଶନକୁ ଯେତେ ଫଳପ୍ରଦ କରିବା, ଦେଶର ଅର୍ଥନୀତି ସେତେ ଉଚ୍ଚତାରେ ପହଞ୍ଚିବ। ନିର୍ବାଚନ ଅଧିବେଶନ ଆଲୋଚନା ଉପରେ ପ୍ରଭାବ ପକାଇଥାଏ, କିନ୍ତୁ ମୁଁ ସମସ୍ତ ଏମ୍‌ପିଙ୍କୁ ଅନୁରୋଧ କରୁଛି ଯେ ର୍ନିବାଚନ ଯିବ-ଆସିବ, କିନ୍ତୁ ବଜେଟ ଅଧିବେଶନ ବର୍ଷର ବ୍ଲୁ ପ୍ରିଣ୍ଟ ଆଙ୍କେ। ତେଣୁ ଏହାକୁ ଫଳପ୍ରଦ କରନ୍ତୁ। ଆଜିଠାରୁ ବଜେଟ ଅଧିବେଶନ ଆରମ୍ଭ ହେଉଛି। ଏହି ଅଧିବେଶନରେ ମୁଁ ସମସ୍ତ ଏମ୍‌ପିଙ୍କୁ ସ୍ବାଗତ କରୁଛି। ଚଳିତ ଅଧିବେଶନ ଦେଶର ଅର୍ଥନୈତିକ ପ୍ରଗତି, ଟିକାକରଣ କାର୍ଯ୍ୟକ୍ରମ, ମେଡ ଇନ ଇଣ୍ଡିଆ ଟିକାକୁ ନେଇ ବିଶ୍ୱରେ ଆତ୍ମବିଶ୍ୱାସ ସୃଷ୍ଟି କରେ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।
ପ୍ରଧାନମନ୍ତ୍ରୀ ମୋଦି ଆହୁରି ମଧ୍ୟ କହିଛନ୍ତି, ସମସ୍ତ ସାଂସଦ ଏବଂ ରାଜନୈତିକ ଦଳ ଖୋଲା ମନରେ ଗୁଣାତ୍ମକ ଆଲୋଚନା କରିବା ଉଚିତ୍‌। ଦେଶକୁ ଦ୍ରୁତ ଅଭିବୃଦ୍ଧି ପଥରେ ନେବାରେ ସାହାଯ୍ୟ କରନ୍ତୁ ବୋଲି ପ୍ରଧାନମନ୍ତ୍ରୀ ଏମ୍‌ପିମାନଙ୍କୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

୫୦ କିଲୋ ପିଆଜ କିଣିଲେ ଉଠାଇନେବ ପୋଲିସ! ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୫।୮: ସାରା ଦେଶରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖିବାକୁ ମିଳିଛି। ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ପିଆଜ ଦର ପ୍ରାୟ ୧୭ ପ୍ରତିଶତ ବଢ଼ିଛି। ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri