Posted inଜାତୀୟ

ନମୋ ଆପ ମାଧ୍ୟମରେ କର୍ମୀଙ୍କ ସହ ଯୋଡି ହେବେ ମୋଦି

ନୂଆଦିଲ୍ଲୀ,୨୫ ।୧: ଉତ୍ତର ପ୍ରଦେଶ ସମେତ ୫ ରାଜ୍ୟର ବିଧାନସଭା ନିର୍ବାଚନ ଲାଗି ସବୁ ରାଜନୈତିକ ଦଳ ପ୍ରଚାର ଅଭିଯାନ ଜାରି ରଖିଛନ୍ତି । ଇତିମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ସାରା ଦେଶର ଭାରତୀୟ ଜନତା ପାର୍ଟି(ଭାଜପା) କର୍ମୀଙ୍କ ସହ କଥା ହେବାର କାର୍ଯ୍ୟକ୍ରମ ରହିଛି । ଏ ସମ୍ପର୍କରେ ଭାଜପା ପକ୍ଷରୁ ସୋମବାର ତା’ର ଅଫିସିଆଲ ଟୁଇଟର ହ୍ୟାଣ୍ଡେଲରେ ସୂଚନା ଦିଆଯାଇଛି । ଭାଜପା ପକ୍ଷରୁ ଟୁଇଟରେ କୁହାଯାଇଛି କି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୫ ଜାନୁୟାରୀ ଦିନ ୧୧ଟାରେ ଦେଶର ଭାଜପା କର୍ମୀଙ୍କ ସହ ନମୋ ଆପ(ଅଡିଓ)ମାଧ୍ୟମରେ କଥା ହେବେ ।
ସୂଚନାଯୋଗ୍ୟ, ଉତ୍ତର ପ୍ରଦେଶ, ଉତ୍ତରାଖଣ୍ଡ, ପଞ୍ଜାବ, ଗୋଆ ଓ ମଣିପୁର ବିଧାନସଭା ଲାଗି ନିର୍ବାଚନ ହେବାକୁ ଯାଉଛି । ଉତ୍ତର ପ୍ରଦେଶର ୭ଟି ପର୍ଯ୍ୟାୟରେ ମତଦାନ କରାଯିବାକୁ ଥିବା ବେଳେ ମଣିପୁରରେ ୨ଟି ପର୍ଯ୍ୟାୟ ଓ ଉତ୍ତରାଖଣ୍ଡ, ଗୋଆ ଓ ପଞ୍ଜାବରେ ଗୋଟିଏ ଲେଖାଁ ପର୍ଯ୍ୟାୟରେ ଭୋଟ ଗ୍ରହଣ କରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri